ବିବାହର ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ କରିଥିଲେ ଅପହରଣ, ତା’ପରେ…

ହିଞ୍ଜିଳିକାଟୁ, ୨୫।୧୧(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବିବାହର ପ୍ରଲୋଭନ ଦେଖାଇ ଅପହରଣ କରିବା ଅଭିଯୋଗରେ ସାଢ଼େ ୪ମାସ ପରେ ଅଭିଯୁକ୍ତଙ୍କୁ ଆନ୍ଦ୍ରପ୍ରଦେଶଠାରୁ ପୋଲିସ ଗିରଫ କରିଛି। ଗିରଫ ଜଣଙ୍କ ହେଲେ ବ୍ରହ୍ମପୁର ସଦର ଥାନା ଅଲାରିଗଡ ଗ୍ରାମର କୃଷ୍ଣ ସ୍ବାଇଁ (୨୩) । ଗତ ଜୁଲାଇ ୨ ତାରିଖ ହିଞ୍ଜିଳି ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ କରି ଆନ୍ଦ୍ରପ୍ରଦେଶଠାରେ ରଖିଥିଲେ। ଏନେଇ ହିଞ୍ଜିଳି ଥାନାରେ ନାବାଳିକାଙ୍କ ବାପା ଅଭିଯୋଗ କରିଥିଲେ। ଅଭିଯୋଗ କ୍ରମେ ନଂ – ୫୯୩/୨୪ ରେ ଏକ ମାମଲା ରୁଜୁ କରି ପୋଲିସ ଘଟଣାର ତଦନ୍ତ ଚଳାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସେତୁ ଆପ୍ରୋଚ ରାସ୍ତା ନ କରି ଖୋଲିଦେଲେ: ସ୍କୁଲ କଲେଜ ଯିବା ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର

ରାଜନଗର, ୧ା୧୦(ଭାସ୍କର ରାଉତରାୟ): ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଓ ସେତୁ ନିର୍ମାଣ କରାଯାଉଛି। ସେତୁ ତିଆରି ଓ ସେତୁ ଆପ୍ରୋଜ ରୋଡ କାମ ନ ସାରି…

କ୍ୟାପଟେନ ସ୍ମିତ ମଚ୍ଛରଙ୍କ ପରିବାର ସହ କଥା ହେଲେ ମୋଦି, ବଡ଼ ଘୋଷଣା କରି….

ନୂଆଦିଲ୍ଲୀ,୧।୧୦ : ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇ FZ1073 ବିମାନରେ ଘଟିଥିବା ଘଟଣାରେ ଆହତ ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ; ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର

ଭୁବନେଶ୍ବର,୧।୧୦: ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଛି ଏହି ଲଜ୍ଜାଜନକ ଘଟଣା…

‘ଏହା କ୍ରିକେଟ୍‌ ନୁହେଁ, କେବଳ ବ୍ୟାଟିଂ’: ୪୦୬ ରନ୍‌ ଚେଜ୍‌ କରିବା ପରେ ବି ରାଗିଗଲେ ହେଡ୍‌ କୋଚ୍‌ ଗମ୍ଭୀର…ଜାଣନ୍ତୁ କାରଣ

ଗୁଆହାଟି,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଏକଦିବସୀୟ (ODI) ମ୍ୟାଚ୍‌ରେ ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ହାସଲ କରି ସିରିଜ କବ୍ଜା କରିବା ସତ୍ତ୍ୱେ ଗୁଆହାଟି ପିଚ୍‌କୁ ନେଇ…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?