ଦୀର୍ଘ ୧୪ଘଣ୍ଟା ପରେ ଅପହୃତ ବ୍ୟବସାୟୀ ଉଦ୍ଧାର, କହିଲେ ଖସି ଆସି…

ଜୟପୁର,୨୩।୩: ଦୀର୍ଘ ୧୪ଘଣ୍ଟା ପରେ ଅପହୃତ ବ୍ୟବସାୟୀ ଉଦ୍ଧାର।  କୋରାପୁଟ ଜିଲା  ବିସିଂପୂର ଥାନା ଅନ୍ତର୍ଗତ କିରମଗୁଡ଼ା ଗାର ଦୁର୍ଗମ ପାହାଡ଼ିଆ ଇଲକାର ଏକ ଘରେ ନେଇ ତାଙ୍କୁ ରଖା ଯାଇଥିଲା।
ଅପହୃତ ବ୍ୟବସାୟୀ ଏ.କ୍ରିଷ୍ଣା ରାଓଙ୍କ ସୂଚନା ଅନୁସାରେ ଷନିବାର ବ୍ୟବସାୟିକ କାର୍ଯ୍ୟରେ ସେ  ଗେଟଗୁଡ଼ା ଯାଇଥିଲେ ସେଠାରେ ଏକ କାରରେ ୫ଜଣ ଆସି ତାଙ୍କୁ ଅପହରଣ କରି ଏହି ସ୍ଥାନକୁ  ନେଇଥିଲେ। ତାଙ୍କ ଠାରୁ ସୁନା ଚେନ ହାତ ମୁଦି ସବୁ ନେଇ ଯାଇଥିବା କହିଛନ୍ତି। ପରେ ଶୌଚ ହେବା ବାହାନାରେ ମୁଁ ଯମ କବଳରୁ ଖସି ଆସିଲି । ସେଠାରୁ ସେ ଖସି ଆସି ସ୍ଥାନୀୟ ବିଶନାଥ ମୁଦୁଲିଙ୍କ ସହାୟତାରେ ବୋରିଗୁମ୍ମା ଯାଏ ଆସିଲେ। ପରିବାର ଓ ପୋଲିସକୁ ସୂଚନା ଦେଇଥିଲେ।
ଏ.କୃଷ୍ଣା ରାଓ, କହିଛନ୍ତି,  ଅପହରଣ କାରୀଙ୍କ ନିକଟରୁ ବାହାରି ଆସିବା ପରେ ବୋରିଗୁମ୍ମା ଥାନାରେ କୋରାପୁଟ ଏସପି ରୋହିତ ବର୍ମା ପଚରାଉଚୁରା କରିବା ସହ ବ୍ୟବସାୟୀଙ୍କୁ ନେଇ ସେଇ ଦୁର୍ଗମ ପାହାଡିଆ ଗାଆଁରେ  ସିନ୍‌ ରିକ୍ରିଏଶନ କରିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri