ଜୟପୁର, ୨୧।୬ (ପବନ ପାଣିଗ୍ରାହୀ) :ଜଣେ ନାବାଳିକାଙ୍କୁ ଅପହରଣ କରି ବଳାତ୍କାର କରିଥିବା ଟାଉନଥାନାରେ ଅଭିଯୋଗ ହେବା ପରେ ପୋଲିସ ବିଭିନ୍ନ ସ୍ଥାନରେ ଛନଭିିନ୍ କରି ତାଙ୍କୁ ବୋରିଗୁମ୍ମାରୁ ଉଦ୍ଧାର କରିଛି। ଏଥିରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ଧରିଛି। ନାବାଳିକାଙ୍କୁ ଅପହରଣ କରାଯାଇ ତାଙ୍କୁ ବଳାତ୍କାର କରାଯାଇଥିବା ପରିବାର ଲୋକେ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ତଦନ୍ତରୁ ବୋରିଗୁମ୍ମା ଥାନା ଫୁଫୁଗାଁରେ ନାବାଳିକା ଥିବା ପୋଲିସ ସୂଚନା ପାଇ ସେଠାରୁ ତାଙ୍କୁ ଉଦ୍ଧାର କରି ନାବାଳକଙ୍କୁ ଧରିଥିଲା। ଡାକ୍ତରି ମଇନା ପରେ ନାବାଳିକାଙ୍କୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ସମ୍ପୃକ୍ତ ନାବାଳକଙ୍କୁ ଜୁଭେଲାଇନ ଜଷ୍ଟିସ ବୋର୍ଡଙ୍କ ନିକଟରେ ହାଜର କରାଯାଇଥିବା ପୋଲିସ ପକ୍ଷରୁ କୁହାଯାଇଛି ।
Posted inHome Left, ଆମ ଜିଲା ଖବର, କୋରାପୁଟ, ରାଜ୍ୟ View All
ଦୀପ ଜାଳି କ୍ୟାପ୍ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର
ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍ କ୍ୟାପ୍ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…
ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍ ମିସ୍ତ୍ରୀ
ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…
କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ
ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…
ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ
ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…
ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….
ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…
ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍ଯାପିତ
ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍ଯାପିତ ହୋଇଯାଇଛି। ଦୁଇ…
ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….
ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…
ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …
ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

