ନାବାଳିକାକୁ ଅପହରଣ କରି ବଳାତ୍କାର

ବଲାଙ୍ଗୀର,୨୬।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଅଞ୍ଚଳରେ ଏକ ଲଜ୍ଜା ଜନକ ଘଟଣା ଘଟିଛି। ଜଣେ ନାବାଳିକାକୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

ମିଳିଥିବା ସୂଚନା ମୁତାବକ, ସୋମବାର ସନ୍ଧ୍ୟାରେ ୩ଜଣ ଯୁବକ ନାବାଳିକାକୁ ଅପହରଣ କରି ସ୍ଥାନୀୟ ଏକ ପାହାଡ଼କୁ ନେଇଯାଇଥିଲେ। ସେଠାରେ ରାତିସାରା ରଖି ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ମଙ୍ଗଳବାର ପୂର୍ବାହ୍ନରେ ପାହାଡ଼ ଉପରୁ ସ୍ଥାନୀୟ ଲୋକେ ନାବାଳିକାଙ୍କୁ ଉଦ୍ଧାର କରିଥିଲେ।

ଏହି ସଂକ୍ରାନ୍ତରେ ସିନ୍ଧେକେଲା ଥାନାରେ ଅଭିଯୋଗ ହୋଇଛି। ପୋଲିସ ପୀଡ଼ିତାଙ୍କ ଟିଟିଲାଗଡ଼ ହସ୍ପିଟାଲରେ ଡାକ୍ତରୀ ମାଇନା କରାଇଛି। ଘଟଣାର ଗୁରୁତ୍ୱକୁ ଦୃଷ୍ଟିରେ ରଖି ବଲାଙ୍ଗୀର ଏସ୍‌ପି ସିନ୍ଧେକେଲା ଥାନାରେ ପହଞ୍ଚି ମାମଲାର ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରୀଡ଼ାରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ସଫଳତା: ବିଭିନ୍ନ ବର୍ଗରେ ମିଳିଲା ପଦକ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ରମାନେ ଭୁବନେଶ୍ୱରରେ ଅନୁଷ୍ଟିତ ରିଜିଓନାଲ ଡାଇରେକ୍ଟରସ୍ତରୀୟ ଖେଳକୁଦ ପ୍ରତିଯୋଗିତା ୨୦୨୬-୨୦୨୭ରେ ସଫଳତା ହାସଲ କରିଛନ୍ତି। ଆୟୁଷ୍ମାନ ନାୟକ ଅଣ୍ଡର…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

ବରଯାତ୍ରୀ ପ୍ରସେଶନ୍‌ରେ ସଂଘର୍ଷ: ଚାଲିଗଲା ଯୁବକଙ୍କ ଜୀବନ

ବଞ୍ଚୋ/ଆନନ୍ଦପୁର,୧୪।୭(ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ବରୁଆଁ ଗ୍ରାମରେ ବରଯାତ୍ରୀ ସମୟରେ ଡିଜେ ବାଜା ଏବଂ ନାଚକୁ କେନ୍ଦ୍ର କରି ୨…

ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଜାଣନ୍ତୁ କାହିଁକି…

ଗଞ୍ଜାମ,୧୪।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସାନ ରାମଚନ୍ଦ୍ରପୁର ପଞ୍ଚାୟତ ମଧୁରଚୁଆ ସ୍କୁଲରେ ତାଲା ପକାଇଲେ ଛାତ୍ରୀଛାତ୍ର ଓ ଅଭିଭାବକ। ଦୀର୍ଘ ଦିନ ଧରି ଏହି…

ବଡ଼ଗୁଡା ନିକଟରେ ମୁହାଁମୁହିଁ ଧକ୍କା ହେଲେ ଦୁଇ ବାଇକ, ମୃତ୍ୟୁ ସଂଖ୍ୟା….

ଗୁଣପୁର,୧୪।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଏବଂ ଗଜପତି ଜିଲe କାଶୀନଗର ରାସ୍ତାର ବଡଗୁଡ଼ା ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ…

ବିଜେଡିକୁ ନେଇ ବଡ଼ କଥା କହିଲେ ପ୍ରଭାତ ବିଶ୍ୱାଳ: କୁରୁବଂଶ ଭଳି…

ଭୁବନେଶ୍ୱର, ୧୩।୭: ବିଜେଡିର ଆଭ୍ୟନ୍ତରୀଣ ରାଜନୀତିକୁ ନେଇ ପୁଣି ଥରେ ବୟାନବାଜି ଜୋର ଧରିଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ‘ବିଶ୍ୱାସଘାତକ’ ବୋଲି କହିଥିବା ପ୍ରସଙ୍ଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri