ରାଜଧାନୀରେ ଦିନ ଦ୍ୱିପ୍ରହରରେ ଅପହରଣ

ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜଧାନୀରେ ଦିନ ଦ୍ୱିପ୍ରହରରେ ଅପହରଣ। ଜଣେ ଯୁବତୀଙ୍କୁ ନୟାପଲ୍ଲୀ ଭୋଇ ସାହି ଅଞ୍ଚଳରେ ଅପହରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । କାରରେ ଯୁବତୀଙ୍କୁ ଅପହରଣ କରୁଥିବା ବେଳେ ପୋଲିସ ହାତରେ ଧରାପଡିଯାଇଥିଲେ ଅଭିଯୁକ୍ତ। ଏହି ଘଟଣାରେ ୩ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି ପୋଲିସ । ସେହି ୩ଜଣଙ୍କ ମଧ୍ୟରୁ ଯବତୀଙ୍କ ମାମୁଁଙ୍କ ହାତ ଥିବା କୁହାଯାଉଛି। ଏନେଇ ଯୁବତୀ ଜଣଙ୍କ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି

 

 


Enter your email to get our daily news in your inbox.

All Right Reserved By Dharitri.Com

ସ୍ବେଚ୍ଛାକୃତ ଟିକସ ପ୍ରଦାନ ପାଇଁ ଆହ୍ବାନ

ଭୁବନେଶ୍ୱର,୧୮।୧୧ : ଦେଶ ସ୍ବାଧୀନ ହେବାର ୭୫ତମ ବର୍ଷ ପୂର୍ତ୍ତି ଅବସରରେ ଆଜାଦୀ କା ଅମୃତ ଉତ୍ସବ ଅନ୍ତର୍ଗତ ଆୟକର ବିଭାଗ ସ୍ଥାନୀୟ କାର୍ଯ୍ୟାଳୟ ପକ୍ଷରୁ...

ପିଲାଙ୍କ ପାଇଁ ବିପଦ ବଢାଉଛି କରୋନା : ଆଜି ୧୦୮ ପିଲା ଆକ୍ରାନ୍ତ

ଭୁବନେଶ୍ୱର,୨।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୧୦୮ ଜଣ...

ଗୁମର ଖୋଲି ସର୍ତ୍ତରେ ଆସିଲେ ଡେଭିଡ୍‌

ଭୁବନେଶ୍ୱର,୮।୧୨(ବ୍ୟୁରୋ): ଟାଟା ମୋଟର୍ସ କମ୍ପାନୀରେ ଚାକିରି ଦେବା ଆଳରେ ଠକେଇ କରି ଜେଲ ଯାଇଥିବା ଆକାଶ ପାଠକଙ୍କ ବ୍ୟକ୍ତିଗତ ସହାୟକ ଡେଭିଡ୍‌ ପିଟରଙ୍କୁ କ୍ରାଇବ୍ରାଞ୍ଚ ଟିମ୍‌...

ହଂସପାଳ ଛକରେ ଦୁର୍ଘଟଣା: ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ସାଇକେଲ ଆରୋହୀ ମୃତ

ବାଲିଅନ୍ତା, ୨୫ା୫(ଡି.ଏନ୍‌.ଏ.): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ହଂସପାଳ ଛକରେ ଶନିବାର ଭୋର ସମୟରେ ଏକ ଦୁର୍ଘଟଣା ଘଟିଛି। ସୋୟାବିନ୍‌ ବଡ଼ି ବୋଝେଇ ପିକ୍‌ଅପ୍‌...

କାକଟପୁର ମଙ୍ଗଳା ମନ୍ଦିର ମୁଖଶାଳାରେ ଫାଟ

କାକଟପୁର,୨୪ା୨(ଡି.ଏନ.ଏ): ପୁରୀ ଜିଲା କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମା ମଙ୍ଗଳା ମନ୍ଦିର ମୁଖଶାଳାର ଦକ୍ଷିଣ ଦ୍ୱାର ଉପରେ ଫାଟ ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛ। ଏହା...

୨୪ ଘଣ୍ଟାରେ ଏସବୁ ଜିଲାରେ ହେବ ପ୍ରବଳ ବର୍ଷା

ଭୁବନେଶ୍ବର,୨୪।୭: ରାଜ୍ୟର ବିଭିନ୍ନ ଜିଲାରେ ଆଉ ୫ ଦିନ ପ୍ରବଳ ବର୍ଷା ହେବାନେଇ ପାଣିପାଗ ବିଭାଗ ରବିବାର ସତର୍କ ସୂଚନା ଜାରି କରିଛି। ଏହିପରି କି...

୭ ଦିନ ରିଲିଫ୍‌ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୬।୫: ବାତ୍ୟା ‘ୟାସ’ପ୍ରଭାବରେ ଜଳଘେରରେ ଥିବା ୧୨୮ଟି ଗ୍ରାମର ସମସ୍ତ ପରିବାରକୁ ୭ ଦିନ ପର୍ଯ୍ୟନ୍ତ ରିଲିଫ ଯୋଗାଇ ଦିଆଯିବ। ବୁଧବାର ସନ୍ଧ୍ୟାରେ ମୁଖ୍ୟ ଶାସନ...

ନିଜେ ଟ୍ୟୁଶନ କରି ପଢ଼ା ଖର୍ଚ୍ଚ ତୁଲାଉଥିଲେ

କଟକ ଅଫିସ,୨୨ା୬: ଆମର ସମସ୍ତ ସ୍ବପ୍ନ ପୂରଣ ହେବ, ଯଦି ଆମେ ସେ ସ୍ବପ୍ନ ପଛରେ ସବୁବେଳେ ଧାଇଁବା… ଆମେରିକୀୟ ଉଦ୍ୟୋଗୀ, ସିନେ ପ୍ରଯୋଜକ ତଥା...

Advertisement
Archives

Model This Week