ଯୁବକଙ୍କ ହାତଗୋଡ଼ ବାନ୍ଧି ମରଣାନ୍ତକ ଆକ୍ରମଣ ପରେ ଅପହରଣ ଘଟଣା: ୫ ଦିନ ବିତିଲା, ପୋଲିସ ହାତ ଖାଲି

ଆଳି,୧।୬(ବନମାଳୀ ସେନାପତି)- କେନ୍ଦ୍ରାପଡ଼ା ଜିଲା ଆଳି ଥାନା ମହାଦେଇ ପାଟଣା ଗ୍ରାମର ଗୌରାଙ୍ଗ ସେଠୀଙ୍କୁ କିଛି ବ୍ୟକ୍ତି ହାତ ଗୋଡ଼ ବାନ୍ଧି ମାଡ଼ ମାରି ଅପହରଣ କରିବା ଘଟଣାକୁ ପାଞ୍ଚ ଦିନ ବିତି ଯାଇଥିବାବେଳେ ପୋଲିସ କାର୍ଯ୍ୟାନୁଷ୍ଠାନ ନେଉ ନ ଥିବାରୁ ଆଳି ଥାନା ଘେରାଉ କରିଛନ୍ତି ପରିବାର ଲୋକ।
ସୂଚନା ମୁତାବକ, ଆଳି ଥାନା ଅନ୍ତର୍ଗତ ମହାଦେଇପାଟଣା ଗ୍ରାମର ଗୌରାଙ୍ଗ ଗ୍ରାମର କିଛି ବ୍ୟକ୍ତିଙ୍କ ଗାଡିର କାଚ ଭାଙ୍ଗି ଦେଇଥିଲେ।ଏହି ଘଟଣା ପରେ ଗୌରାଙ୍ଗଙ୍କ ହାତ ଗୋଡ଼ ବାନ୍ଧି ୬ ଜଣରୁ ଉର୍ଦ୍ଧ ବ୍ୟକ୍ତି ନିସ୍ତୁକ ମାଡ଼ ମାରି ଅପହରଣ କରି ନେଇଥିବା ନେଇ ପରିବାର ଲୋକ ଥାନାରେ ଅଭିଯୋଗ କରିଥିଲେ। ପାଞ୍ଚ ଦିନ ହେବ ଘଟଣା ଘଟିଥିବା ନେଲେ ଗୌରାଙ୍ଗ ଏବେ ଜୀବିତ କି ମୃତ ତାହା ସ୍ପଷ୍ଟ ହୋଇ ପାରିନାହିଁ । ଯୁବକ ଜଣଙ୍କୁ କିଛି ବ୍ୟକ୍ତି ହାତ ଗୋଡ଼ ବାନ୍ଧି ନିସ୍ତୁକ ମାଡ଼ ମାରୁଥିବାର ଭିଡିଓ ଭାଇରାଲ ହୋଇଛି। ଘଟଣାକୁ ପାଞ୍ଚ ଦିନ ବିତି ଯାଇଥିବାବେଳେ ପୋଲିସ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଆଜି ଅପରାହ୍ନରେ ପରିବାର ସମେତ ଗ୍ରାମବାସୀ ଆଳି ଥାନା ଘେରାଉ କରିଥିଲେ l ପୋଲିସ ପକ୍ଷରୁ ଘଟଣାର ତଦନ୍ତ ଜାରି ରହିଥିବା ନେଇ ପଟ୍ଟାମୁଣ୍ଡାଇ ଏସଡିପିଓ ସୁକାନ୍ତ ପାତ୍ର କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

ଭାରତରେ ନିଜ ଟଏଲଟ୍‌ ଧରି ବୁଲୁଛନ୍ତି ସି ଜିନପିଙ୍ଗ୍‌, କାରଣ ଜାଣିଲେ ହୋସ୍‌ ଉଡିବ

ନୂଆଦିଲ୍‌ଲୀ,୧୨।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଯେତେବେଳେ କୌଣସି ବିଦେଶ ଗସ୍ତରେ ଯାଆନ୍ତି, ସେତେବେଳେ ତାଙ୍କର ସୁରକ୍ଷା ବ୍ୟବସ୍ଥା ତାଙ୍କ ଦୈନନ୍ଦିନ ଜୀବନର ସବୁଠାରୁ ବ୍ୟକ୍ତିଗତ ଦିଗ…

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?