ଶିଶୁକନ୍ୟା ଅପହରଣ ଘଟଣାରେ ୪ ଜଣଙ୍କୁ ବାନ୍ଧିଲା ପୋଲିସ

ଦେବଗଡ଼,୨୪ା୧୨(ଶଶାଙ୍କ ଶେଖର ଝାଙ୍କର): ଶିଶୁକନ୍ୟା ଅପହରଣ ଘଟଣାରେ ୪ ଜଣ ଗିରଫ ହୋଇଥିବା ନେଇ ରବିବାର ଦେବଗଡ଼ ଆଦର୍ଶ ଥାନାରେ ଏକ ଖବରଦାତା ସମ୍ମିଳନୀରେ ଜିଲା ଆରକ୍ଷୀ ଅଧୀକ୍ଷକ ପ୍ରଦ୍ୟୁମ୍ନ କୁମାର ମିଶ୍ର, ଏସ୍‌ଡିପିଓ ସୌମ୍ୟରଞ୍ଜନ ମଲ୍ଲିକ, ଥାନାଧିକାରୀ ସରୋଜ କୁମାର ସେଠୀଙ୍କ ଉପସ୍ଥିତିରେ ସୂଚନା ଦେଇଛନ୍ତି। ଗିରଫ ଅଭିଯୁକ୍ତମାନେ ହେଲେ ଦେବଗଡ଼ ଥାନା ଅନ୍ତର୍ଗତ ନୂଆଗାଁର ହିମାଂଶୁ ନାରଙ୍ଗ (୨୧), ବଲଣ୍ଡା ଗ୍ରାମର ରୋହିତ ପାତ୍ର (୨୪), ଜରେଇକେଲା ଗ୍ରାମର ମହେଶ୍ବର ଶଗଡ଼ିଆ (୨୪), ମେଣ୍ଢିପାଲି ଗ୍ରାମର ଦୀପକ ନାଏକ (୧୯)। ଅଭିଯୁକ୍ତଙ୍କ ପାଖରୁ ଅପହରଣରେ ବ୍ୟବହୃତ କାର୍‌ ଓ ୨ ବାଇକ୍‌ ଜବତ ହୋଇଛି। ଟଙ୍କା ପାଇଁ ଅପହରଣ ହୋଇଥିବା ପୋଲିସ ସୂଚନା ଦେଇଛି। ଧରା ପଡ଼ିଥିବା ୪ ଅଭିଯୁକ୍ତ ଦେବଗଡ଼ ଜିଲାର। ଗତ ୧୮ ତାରିଖ ସନ୍ଧ୍ୟାରେ ଅପହରଣ ହୋଇଥିଲେ ଶିଶୁକନ୍ୟା। ଟ୍ୟୁସନ ସାରି ଫେରୁଥିବା ବେଳେ ଦେବଗଡ଼ ମୁଖ୍ୟ ବଜାର ଭିତରୁ ଉଠାଇ ନେଇଥିଲେ ଅଭିଯୁକ୍ତ। ୧୯ ତାରିଖ ସକାଳୁ ସୁନ୍ଦରଗଡ଼ ବଡ଼ଗାଁରୁ ଉଦ୍ଧାର ହୋଇଥିଲେ ଶିଶୁକନ୍ୟା।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟ କରିବାକୁ ଯାଉଥିଲେ, ସକାଳୁ ଘଟିଲା ବଡ଼ ଦୁର୍ଘଟଣା

ଭଞ୍ଜନଗର,୧୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବଡକୋଦଣ୍ଡା ଛକ ନିକଟରେ ରବିବାର ସକାଳେ ଏକ ଡାଲା ଅଟୋ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଚାଳକ ଗୋପାଳ…

ଯୁଦ୍ଧ ହେଲା ଭୟଙ୍କର: ସରକାରୀ କର୍ମଚାରୀଙ୍କ କଟିବ ଦରମା, ସରକାର ନେଲେ ବଡ଼ ନିଷ୍ପତ୍ତି

ଇସଲାମବାଦ,୧୫।୩: ମଧ୍ୟପ୍ରାଚ୍ୟ ଯୁଦ୍ଧରେ କେବଳ ଗୋଟିଏ ଦେଶରେ ନୁହେଁ ସାରା ବିଶ୍ୱରେ ପଡିଛି ବଡ଼ ପ୍ରଭାବ । ଏବେ ଖବର ଆସିଛି ଯେ ଯୁଦ୍ଧ ଯୋଗୁ କେବଳ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ଏବେ ଏମାନଙ୍କୁ ମିଳିବ ନାହିଁ କମର୍ସିଆଲ LPG ସିଲିଣ୍ଡର…

ନୂଆଦିଲ୍‌ଲୀ,୧୫।୩: ରାଜ୍ୟ ସରକାର ଏଲପିଜି ସଙ୍କଟ ଭିତରେ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଣିକି ବାଣିଜି୍ୟକ ସିଲିଣ୍ଡର ବଣ୍ଟନ ପାଇଁ ଏକ ନୀତି ଜାରି କରିଛନ୍ତି। ଏହି ନୀତି…

ସ୍ତ୍ରୀ, ବୋହୂ ,ନାତୁଣୀଙ୍କୁ ହତ୍ୟା ଘଟଣା : ମେଡିକାଲରେ ଅଭିଯୁକ୍ତଙ୍କ ମୃତ୍ୟୁ 

ଦେବଗଡ଼,୧୫।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ଗରିଆପାଲି ଗ୍ରାମରେ ଟ୍ରିପଲ ମର୍ଡର ଘଟଣାର ଅଭିଯୁକ୍ତଙ୍କ ମୃତ୍ୟୁ ଘଟିଛି। ସେ ବିଷ ଖାଇ ଗୁରୁତର ଥିବାରୁ ବୁର୍ଲା ମେଡିକାଲରେ …

ସୁଯୋଗରୁ ଫାଇଦା

ନଭେମ୍ୱର ୪, ୨୦୧୩ରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ୧୨୦ରୁ ଅଧିକ ଭାରତୀୟ ଦୂତାବାସର ମୁଖ୍ୟମାନଙ୍କ ସହ କଥା ହୋଇ ତାଙ୍କ ବୈଦେଶିକ ନୀତିକୁ ସ୍ପଷ୍ଟ କରୁଥିବା…

ଆମେରିକା ସାମରିକ ଘାଟି ନିକଟରେ ଉ.କୋରିଆର ୧୦ ମିସାଇଲ ମାଡ଼, ଥରିଲେ ଟ୍ରମ୍ପ!

ସିଓଲ,୧୫ା୩: ଇରାନ୍‌ ଉପରେ ଆମେରିକାର ଘନ ଘନ ଆକ୍ରମଣ ଭିତରେ ଉତ୍ତର କୋରିଆ ପୂର୍ୱ ସାଗର ଉପକୂଳରେ ଆମେରିକାର ସେନା ଘାଟି ନିକଟରେ ୧୦ କ୍ଷେପଣାସ୍ତ୍ର ମାଡ଼…

ସେନା ପଠାଇଲା ଆମେରିକା, ଏବେ ବିଶ୍ୱଯୁଦ୍ଧ ଥୟ!

ଓ୍ୱାଶିଂଟନ୍‌ ,୧୫ା୩: ଇରାନ୍‌ର ଖାର୍ଗ ଦ୍ୱୀପ ଉପରେ ଆମେରିକାର ଆକ୍ରମଣ ପରେ ଇରାନ୍‌ ଆହୁରି ପ୍ରତିଶୋଧ ପରାୟଣ ହୋଇପଡ଼ିଛି। ପୂର୍ୱରୁ ଆମେରିକା ଉପରେ ପରୋକ୍ଷରେ ଚାପ ସୃଷ୍ଟି…

ରାଜ୍ୟ ସଭା ନିର୍ବାଚନ: ଘୋଡାବେପାର ପରେ ଚର୍ଚ୍ଚା ଏଜେଣ୍ଟ ହେବ କିଏ?

ଭୁବନେଶ୍ୱର, ୧୫।୩(ସୁନିତ୍‌ ମିଶ୍ର): ବିଜେଡିର ଅଧିକାଂଶ ନେତାଙ୍କ ଭିତରେ ବର୍ତ୍ତମାନ ଆଲୋଚନା ରାଜ୍ୟ ସଭା ନିର୍ବାଚନ ଲାଗି ଦଳର ଏଜେଣ୍ଟ କିଏ ହେବେ। ଏଜେଣ୍ଟଙ୍କ କାମ ହେଉଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri