ବାହାନଗା,୨୦ା୩(ଡି.ଏନ.ଏ.)-ବାହାନଗା ବ୍ଲକ ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ଅଭିଯୋଗରେ ଜଣେ ଯୁବକଙ୍କ ସହିତ ତାଙ୍କ ମା’ ଓ ତାଙ୍କ ସହଯୋଗୀଙ୍କୁ ସୋର ଥାନା ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ଏଥିନିମନ୍ତେ ସୋର ଥାନାରେ ଏକ ମାମଲା(ନଂ.୧୨୬/୨୩) ରୁଜୁ ହୋଇଛି। ଗିରଫ ୩ଜଣ ହେଲେ ବାସୁଦେବପୁର ଥାନା ଅଞ୍ଚଳର ଚୂଡାମଣି ଗ୍ରାମର ଜୟଦେବ ସାହୁ(୨୪), ତାଙ୍କ ମା’ ପାର୍ବତୀ ସାହୁ ଓ ତାଙ୍କ ସହଯୋଗୀ ପ୍ରଶାନ୍ତ ରଣା।
ଜୟଦେବ ଗୁଜୁରାଟରେ ଏକ କମ୍ପାନୀରେ କାମ କରୁଥିବା ବେଳେ ବାହାନଗା ଅଞ୍ଚଳର ଜଣେ ନାବାଳିକାଙ୍କ ସହିତ ଫେସବୁକରେ ସମ୍ପର୍କ ଗଢିଉଠିଥିଲା। ପରେ ଜୟଦେବ ବାହାନଗା ଆସି ନାବାଳିକାଙ୍କୁ ଅପହରଣ କରିନେଇ ପଳାଇଥିଲେ। ଏ ବାବଦରେ ନାବାଳିକାଙ୍କ ପରିବାର ଲୋକ ସୋର ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ପରେ ପୋଲିସ୍ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲା। ମାତ୍ର ଗତ ରବିବାର ରାତିରେ ସୋର ପୋଲିସ ଚୂଡାମଣିରେ ପହଞ୍ଚି ସ୍ଥାନୀୟ ପୋଲିସ ସହାୟତାରେ ନାବାଳିକାଙ୍କୁ ଜୟଦେବଙ୍କ ମାମୁ ଘରୁ ଉଦ୍ଧାର କରିବା ସହ ଜୟଦେବଙ୍କୁ ଗିରଫ କରିଥିଲେ। ପରେ ପୋଲିସ ନାବାଳିକାଙ୍କ ବୟାନକୁ ଭିତ୍ତି କରି ଜୟଦେବଙ୍କ ମା’ ପାର୍ବତୀ ଓ ତାଙ୍କ ସାଙ୍ଗ ଶରତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଉଭୟଙ୍କର ଡାକ୍ତରୀମାଇନା କରାଯାଇଥିଲା।
Posted inHome Left, ଆମ ଜିଲା ଖବର, ବାଲେଶ୍ୱର View All
ପାଇପ୍ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି
କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…
ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର
ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…
ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ
କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…
ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…
ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…
ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…
ଟି୨୦ ବିଶ୍ୱକପ୍ ମଝିରେ ଏହି ଦଳକୁ ଝଟ୍କା: ହଠାତ୍ ଘରକୁ ଫେରିଗଲେ…
ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…
ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…
ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି…
ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…
ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍ ମ୍ୟାଚ୍ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…
Archives

