ସୁପର କାର୍‌ରେ ଆସିଲା କିଡ୍‌ନୀ

ରୋମ୍‌, ୨୧।୧୨: ଇଟାଲୀ ପୋଲିସ ମଙ୍ଗଳବାର ଦୁଇଜଣ କିଡ୍‌ନୀ ରୋଗୀଙ୍କ ଜୀବନ ବଞ୍ଜାଇବାରେ ସକ୍ଷମ ହୋଇଛନ୍ତି। ଘଣ୍ଟା ପ୍ରତି ୩୦୦ କି.ମି ଦୂର ପର୍ଯ୍ୟନ୍ତ ଅତିକ୍ରମ କରୁଥିବା ସୁପର୍‌ କାର୍‌ ଲମ୍ବୋରଗିନିର ସହାୟତାରେ ଇଟାଲୀୟ ପୋଲିସ କିଡ୍‌ନୀ ନେଇ ୪୦୦ କି.ମି. ଦୂର ହସ୍ପିଟାଲରେ ପହଞ୍ଚିଛି। ସ୍ବତନ୍ତ୍ର ବକ୍ସରେ ବନ୍ଦ ଥିବା କିଡ୍‌ନୀକୁ ପାଦୁଆ ହସ୍ପିଟାଲରୁ ଆଣି ମୋଡର୍ନା ଓ ରୋମ୍‌ର ଏକ ହସ୍ପିଟାଲରେ ପହଞ୍ଚିଥିଲେ। ଇଟାଲୀୟ ପୋଲିସର ଏପ୍ରକାର ସହଯୋଗିତା ପାଇଁ ଦୁଇ ଗୁରୁତର ରୋଗୀଙ୍କ ଜୀବନ ରକ୍ଷା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ଇମ୍ରାନଙ୍କ ପାଟିରୁ ଭୁଲ ବଶତଃ ବାହାରି ଯାଇଥିଲା ‘ଶହୀଦ ଲାଦେନ’

ଇସ୍ଲାମାବାଦ,୨୭।୬: ଆମେରିକା ଦ୍ୱାରା ଆବ୍ବତାବାଦରେ କରାଯାଇଥିବା କାର୍ଯ୍ୟାନୁଷ୍ଠାନରେ ଓସାମା ବିନ ଲାଦେନଙ୍କୁ ଶହୀଦ କରି ଦିଆଯାଇଥିଲା। ଗତବର୍ଷ ଜୁନରେ ଆମେରିକାରେ ଜାତୀୟ ସଭାକୁ ସମ୍ବୋଧିତ କରି...

‘ଛାତ୍ରୀଛାତ୍ରଙ୍କୁ ବନ୍ଧକ ରଖାଯାଇଥିବା ରିପୋର୍ଟ ଆସିନାହିଁ’

ନୂଆଦିଲ୍ଲୀ,୩।୩: ୟୁକ୍ରେନରେ ଭାରତୀୟ ଛାତ୍ରୀଛାତ୍ରଙ୍କୁ ବନ୍ଧକ ରଖାଯାଇଥିବା ନେଇ ପ୍ରକାଶ ପାଇଥିବା ରିପୋର୍ଟକୁ ପ୍ରତ୍ୟାଖ୍ୟାନ କରିଛନ୍ତି ଭାରତୀୟ ସରାକର। ଫସିଥିବା ଭାରତୀୟ ନାଗରିକଙ୍କ ସହ ବୈଦେଶିକ...

ମୋଦିଙ୍କୁ ଶୁଭେଚ୍ଛା ଜଣାଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ

ଇସଲମାବାଦ, ୨୩।୫: ସାଧାରଣ ନିର୍ବାଚନରେ ଭାଜପାର ବିପୁଳ ବିଜୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ। ସେ ନିଜ...

ଏଲନ ମସ୍କଙ୍କ ବେଳା ଖରାପ

ଓ୍ବାଶିଂଟନ୍‌, ୪ା୭: କୋଭିଡ୍‌-୧୯ ମହାମାରୀ ନ ଯାଉଣୁ ୟୁକ୍ରେନ୍‌ ଉପରେ ରୁଷିଆର ଆକ୍ରମଣ ସାରା ବିଶ୍ୱର ଅର୍ଥନୀତିକୁ ପ୍ରଭାବିତ କରିଥିବାବେଳେ ଏହାର ଦୁଷ୍ପରିଣାମରୁ ବାଦ୍‌ ପଡ଼ିନାହାନ୍ତି...

ପୃଥିବୀରେ ଖସିବ ଚାଇନା ରକେଟ

ବେଜିଂ,୩୦।୭: ଚାଇନାର ନିର୍ମାଣାଧୀନ ମହାକାଶ ଷ୍ଟେଶନକୁ ନୂତନ ବିଜ୍ଞାନ ଉପକରଣ ନେଇ ଯାଇଥିବା ସବୁଠୁ ଶକ୍ତିଶାଳୀ ରକେଟ ଲଙ୍ଗ୍‌ ମାର୍ଚ୍ଚ-୫ବି ଓ୍ବାଇ୩ ଏବେ ପୃଥିବୀକୁ ଖସୁଛି।...

ପ୍ରଧାନମନ୍ତ୍ରୀ ପଦ ପାଇଁ ଚର୍ଚ୍ଚାରେ ଋଷି ସୁନକ

ଲଣ୍ଡନ,୨୨ା୧୦: ବ୍ରିଟେନରେ ରାଜନୈତିକ ଅସ୍ଥିରତା ଶେଷ ହେଉନାହିଁ। ପୂର୍ବତନ ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କ ପରେ ଲିଜ ଟ୍ରସ୍‌ କେବଳ ୪୪ ଦିନ ପ୍ରଧାନମନ୍ତ୍ରୀ ପଦରେ ରହିଥିଲେ।...

ଜାପାନ ଉପରେ ଚାଇନା ଆକ୍ରମଣ କଲେ ସୈନ୍ୟ ପଠାଇବ ବ୍ରିଟେନ: ଦୁଇଦେଶ ମଧ୍ୟରେ ପ୍ରତିରକ୍ଷା ଚୁକ୍ତି…

ଲଣ୍ଡନ/ଟୋକିଓ,୧୨।୧ : ବ୍ରିଟେନ ଏବଂ ଜାପାନର ନେତାମାନେ ଏକ ପ୍ରତିରକ୍ଷା ଚୁକ୍ତି ସ୍ବାକ୍ଷର କରିଛନ୍ତି। ଚୁକ୍ତି ଅନୁସାରେ ଉଭୟ ଦେଶ ପରସ୍ପରର ସୈନ୍ୟମାନଙ୍କୁ ନିଜ ଦେଶରେ...

୫ ବର୍ଷ ପରେ ବଜାରରେ ମିଳିବ କୃତ୍ରିମ କିଡ୍‌ନୀ…

ଏବେ କିଡ୍‌ନୀ ସମସ୍ୟା ଦେଖାଗଲେ ଆଉ ଭୟ କରିବାର ନାହିଁ। କାରଣ ୫ ବର୍ଷ ପରେ ବଜାରରେ କୃତ୍ରିମ କିଡ୍‌ନୀ ମିଳିବ। ଆମେରିକାରେ ଗବେଷକ ଏଭଳି...

Advertisement
Archives

Model This Week