ଖୋଲିଲା ସ୍କୁଲ, ସାଙ୍ଗସାଥୀଙ୍କ ସହ ମଜା କରୁଛନ୍ତି ପିଲା

ଭୁବନେଶ୍ୱର,୨୮ା୨(ବ୍ୟୁରୋ): ଦୀର୍ଘ ୨ ବର୍ଷ ପରେ ସୋମବାର ଖୋଲିଛି ପ୍ରଥମରୁ ସପ୍ତମ ଶ୍ରେଣୀ। ପିଲାମାନେ ସ୍କୁଲ ପରିସରରେ ପହଞ୍ଚି ବେଶ୍‌ ଖୁସି ହୋଇଥିବା ଦେଖିବାକୁ ମିଳିଛି। ଏପରିକି ନୂଆ ସାଙ୍ଗସାଥୀଙ୍କୁ ପାଇ ସେମାନଙ୍କ ସହ ନାଚ, ଗୀତ, ଖେଳକୁଦ କରୁଛନ୍ତି।

ପିଲା ସ୍କୁଲ ଆସିବେ ବୋଲି ପୂର୍ବରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଥିଲା। ଏହି ସପ୍ତାହରେ ପାଠପଢ଼ା ହେବନି। କେବଳ ପିଲାଙ୍କ ଆକ୍ଟିଭିଟି କ୍ଲାସ ହେବ। ଏହି ସପ୍ତାହଟା ଖେଳକୁଦ, ନାଚ, ଗୀତ, ବିଭିନ୍ନ ପ୍ରତିଯୋଗିତା  ମାଧ୍ୟମରେ ପିଲାଙ୍କୁ ମନାଇବାକୁ ପଡ଼ିବ। ଆସନ୍ତା ସପ୍ତାହରୁ ସେମାନେ ପାଠ ପଢ଼ିବେ ବୋଲି ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩ମାସ ଟ୍ରାଫିକ ନିୟମ କୋହଳ ହେବାରୁ ଗାଡ଼ିଚାଳକ ବେପରୁଆ: କିନ୍ନରଙ୍କ ଅଭିନବ ଉପାୟରେ ସଚେତନତା

ଭୁବନେଶ୍ୱର, ୧୩।୯(ବ୍ୟୁରୋ): ନୂଆ ମୋଟରଯାନ ଆଇନ ଅନୁଯାୟୀ ଜରିମାନା ଆଦାୟକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ ମାସ ପାଇଁ କୋହଳ କରିଛନ୍ତି। ଯାହାଦ୍ୱାରା ଗାଡ଼ିଚାଳକ ଏବେ...

୪ ଡିଗ୍ରୀ ତଳକୁ ଖସିଲା ପାରଦ

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ଶୀତରୁ ନିସ୍ତାର ନାହିଁ। ଗତ କିଛି ଦିନ ହେବ ସମଗ୍ର ରାଜ୍ୟ ପ୍ରବଳ ଜାଡରେ ଥରୁଛି। ଗାଁଠୁ ସହର ସବୁଠି ଶୀତର ପ୍ରକୋପ ଏତେ...

ଜୀବନ ଯୁଦ୍ଧରେ ହାରିଗଲେ ଭଦ୍ରକର ଅଭିଷେକ

ଭୁବନେଶ୍ୱର(ବ୍ୟୁରୋ)/ଭଦ୍ରକ ଅଫିସ,୪।୯: ଜୀବନ ଯୁଦ୍ଧରେ ହାରିଗଲେ ଭଦ୍ରକର ଅଭିଷେକ ମହାପାତ୍ର। କରୋନାରେ ଗୁରୁତର ହେବା ପରେ କୋଲକାତାରେ ତାଙ୍କର ଇକ୍‌ମୋ ଚିକିତ୍ସା ଚାଲିଥିଲା। ଶୁକ୍ରବାର ରାତିରେ...

ବର୍ଷା ଅଘଟଣରେ ୮ ମୃତ: ଏସ୍‌ଆର୍‌ସି

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ରାଜ୍ୟରେ ବର୍ଷା ଓ ବନ୍ୟା ଜନିତ ଅଘଟଣରେ ବର୍ତ୍ତମାନ ପର୍ଯ୍ୟନ ମୋଟ ୮ ଜଣଙ୍କ ମୃତ୍ୟୁ ଘଟିଛି। ମଙ୍ଗଳବାର ଆୟୋଜିତ ଏକ ସ୍ବତନ୍ତ୍ର...

ନିଶାରେ ଠେଙ୍ଗାରେ ପିଟି ବାପାଙ୍କୁ ହତ୍ୟା ଘଟଣା: ଜେଲ ଗଲେ ଅଭିଯୁକ୍ତ ପୁଅ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ମଦ ନିଶାରେ ବାପାଙ୍କୁ ଠେଙ୍ଗାରେ ପିଟି ହତ୍ୟା କରିବା ଘଟଣାରେ ଅଭିଯୁକ୍ତ ପୁଅଙ୍କୁ ଗୁରୁବାର ଜେଲ ପଠାଇ ଦିଆଯାଇଛି। ସେ ହେଲେ ଚନ୍ଦ୍ରଶେଖରପୁର ଥାନା...

ଓଡ଼ିଶା ହସ୍ତତନ୍ତରେ ଇଣ୍ଡୋ-ଓ୍ବେଷ୍ଟର୍ନ କଲେକ୍ସନ: ୫ ଡିଜାଇନର୍‌ଙ୍କ ପରିବେଶ ଉପଯୋଗୀ ପୋଷାକ

ଭୁବନେଶ୍ୱର,୧୧ା୧(ବ୍ୟୁରୋ): ପାରମ୍ପରିକ ସହ ଫ୍ୟୁଜନ୍‌ର ଝଲକ। ପ୍ରତି ପୋଷାକରେ ଥିଲା ଏକ କାହାଣୀ। ପଟଚିତ୍ରରୁ ଆରମ୍ଭ କରି ସମ୍ବଲପୁରୀ ପର୍ଯ୍ୟନ୍ତ, ପ୍ରତ୍ୟେକ ଡିଜାଇନ୍‌ରେ ଓଡ଼ିଶାର ଉତ୍କୃଷ୍ଟ...

ମାଡ୍‌ପିଟ୍‌ରେ ଜଣଙ୍କ ଜୀବନ ଗଲା

ଜମନକିରା,୩ା୮(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡପଲି ଫାଣ୍ଡି ଅନ୍ତର୍ଗତ ମେଣ୍ଢା ବହାଲ ଗାଁରେ ମାଡ଼ପିଟ୍‌ ଯୋଗୁ ସେହି ଗାଁର କାର୍ତ୍ତିକ ଖଡିଆ(୪୫)ଙ୍କ ଚିକିତ୍ସାଧୀନ ଅବସ୍ଥାରେ...

ମାଟ୍ରିକ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ

କଟକ ଅଫିସ,୧୨ା୭:ମାଟ୍ରିକ ପରୀକ୍ଷାଫଳକୁ ନେଇ ଅସନ୍ତୁଷ୍ଟ ଥିବା ପରୀକ୍ଷାର୍ଥୀଙ୍କ ନିମନ୍ତେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ସୋମବାରଠାରୁ ଉତ୍ତର ଖାତା ପୁନଃ ଯାଞ୍ଚ ପାଇଁ...

Advertisement
Archives

Model This Week