Posted inଖେଳ

କିରେନ ରିଜିଜୁଙ୍କୁ କରୋନା

ନୂଆଦିଲ୍ଲୀ, ୧୮ା୪ (ପି.ଟି.)-କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ କରୋନା ସଂକ୍ରମିତ ହୋଇଛନ୍ତି। ତେବେ ସେ ଫିଟ୍‌ ଓ ସୁସ୍ଥ ଅନୁଭବ କରୁଥିବା ଶନିବାର ପ୍ରକାଶ କରିଛନ୍ତି। ୪୯ ବର୍ଷୀୟ ରିଜିଜୁ ତାଙ୍କ ଟୁଇଟର ପେଜ୍‌ରେ କହିଛନ୍ତି ଏକାଧିକ ଥର କୋଭିଡ୍‌ ଟେଷ୍ଟ ପରେ ସେ ପଜିଟିଭ ଥିବା ଜଣାପଡ଼ିଥିଲା। ସେ ବର୍ତ୍ତମାନ ସେଲ୍ଫ କ୍ୱାରାଣ୍ଟାଇନ୍‌ରେ ଅଛନ୍ତି। ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନେ କୋଭିଡ୍‌ ଟେଷ୍ଟ କରାଇ ନେବାକୁ ସେ ଅନୁରୋଧ କରିଛନ୍ତି। ସୂଚନାଯୋଗ୍ୟ, ରିଜିଜୁ ଶୁକ୍ରବାର ତେହେରିଠାରେ ଏକ ଓ୍ବାଟର ସ୍ପୋଟର୍‌ସ ଆଣ୍ଡ୍‌ ଆଡ୍‌ଭେଞ୍ଚର ଇନ୍‌ଷ୍ଟିଚ୍ୟୁଟ୍‌ର ଉଦ୍‌ଘାଟନ ପାଇଁ ଉତ୍ତରାଖଣ୍ଡ ଗସ୍ତ କରିଥିଲେ। ଏହି ଉତ୍ସବରେ ସେ ରାଜ୍ୟ ମୁଖ୍ୟମନ୍ତ୍ରୀ ତିରଥ ସିଂ ରାଓ୍ବତଙ୍କ ସଂସ୍ପର୍ଶରେ ଆସିଥିଲେ, ଯିଏକି ନିକଟରେ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୨୩ ରନ୍‌ରେ ଏମ୍‌ଆଇ ପରାଜିତ…

ମୁମ୍ବାଇ, ୨।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ଶନିବାର ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ୍‌(ଏମ୍‌ଆଇ) ରନ୍‌ରେ ପରାଜିତ ହୋଇଛି। ଏମ୍‌ଆଇ ୮ ଓ୍ବିକେଟ...

‘ଭାରତକୁ ହେୟଜ୍ଞାନର ଫଳ’

ବ୍ରିସ୍‌ବେନ୍‌, ୨୦ା୧ (ପି.ଟି.)- ଅନଭିଜ୍ଞ ତଥା ଇଞ୍ଜୁରିଗ୍ରସ୍ତ ଭାରତଠାରୁ ତାଙ୍କ ଦଳର ପରାଜୟ ଅଷ୍ଟ୍ରେଲିଆ କ୍ରିକେଟ ଦଳର ମୁଖ୍ୟ କୋଚ୍‌ ଜଷ୍ଟିନ ଲାଙ୍ଗରଙ୍କୁ ଖୁବ୍‌ ବାଧିଛି।...

ବିସିସିଆଇର ୩୬ତମ ଅଧ୍ୟକ୍ଷ ହେଲେ ରୋଜର ବିନ୍ନି

ନୂଆଦିଲ୍ଲୀ,୧୮।୧୦: ବୋର୍ଡ ଅଫ କଣ୍ଟ୍ରୋଲ ଫର୍‌ କ୍ରିକେଟ ଇନ ଇଣ୍ଡିଆ (ବିସିସିଆଇ)ର ୩୬ତମ ଅଧ୍ୟକ୍ଷ ହୋଇଛନ୍ତି ପୂର୍ବତନ କ୍ରିକେଟର୍‌ ରୋଜର ବିନ୍ନି। ମଙ୍ଗଳବାର ମୁମ୍ବାଇର ତାଜ...

ହଂକଂ ଅଧିନାୟକ ପଦ ଛାଡ଼ିଲେ ଓଡ଼ିଆ ଖେଳାଳି ଅଂଶୁମାନ

ନୂଆଦିଲ୍ଲୀ, ୧୨।୯- ଭାରତ ପକ୍ଷରୁ ଖେଳିବା ସ୍ବପ୍ନରେ ଓଡ଼ିଆ ପୁଅ ଅଂଶୁମାନ ରଥ ଗୁରୁବାର ହଂକଂ ଜାତୀୟ କ୍ରିକେଟ୍‌ ଦଳର ଅଧିନାୟକ ପଦରୁ ଇସ୍ତଫା ଦେଇଛନ୍ତି।...

ଆରମ୍ଭରୁ ସିଏସ୍‌କେକୁ ୫୦ ଭୋଲ୍ଟର ଝଟ୍‌କା

ଦୁବାଇ,୧୯।୯: ଚଳିତ ଆଇପିଏଲ ସିଜନର ଦ୍ୱିତୀୟ ପର୍ଯ୍ୟାୟ ରବିବାରଠାରୁ ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଆରମ୍ଭ ହୋଇଯାଇଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷ ମ୍ୟାଚ୍‌ରେ ଆରମ୍ଭରୁ ଚେନ୍ନାଇ...

ରାଜ୍ୟ ଫୁଟ୍‌ବଲ ଆସୋସିଏଶନକୁ ମିଳିବ ୨୪ ଲକ୍ଷ

ନୂଆଦିଲ୍ଳୀ, ୩ା୧୧ (ପି.ଟି.) ଦେଶରେ ରହିଥିବା ସମସ୍ତ ରାଜ୍ୟ ଫୁଟବଲ ଆସୋସିଏଶନଗୁଡିକୁ ବାର୍ଷିକ ୨୪ ଲକ୍ଷ ଟଙ୍କା ପ୍ରଦାନ କରିବ ସର୍ବଭାରତୀୟ ଫୁଟବଲ ଫେଡେରେଶନ (ଏଆଇଏଫ୍‌ଏଫ୍‌)।...

ମନେପଡ଼ିବେ ମାରାଡୋନା

ରେଫରିଙ୍କ ହ୍ବିସିଲ ବାଜିବ। ପଡ଼ିଆରେ ଖେଳାଳିମାନଙ୍କ ମଧ୍ୟରେ ଲଢ଼େଇ ଆରମ୍ଭ ହେବ। ସମର୍ଥକମାନେ ଗ୍ୟାଲେରିରେ ନାଚିବେ। ଏସବୁ ଦେଖିବାକୁ ମିଳିବ କାତାରରେ। କିନ୍ତୁ ଜଣେ ଅନୁପସ୍ଥିତ...

ପୁଅ ସହ କ୍ୟୁଟ୍‌ ଫଟୋ ଶେୟାର କଲେ ହାର୍ଦ୍ଦିକ ପାଣ୍ଡ୍ୟା, ଏମିତି ପ୍ରତିକ୍ରିୟା ଦେଲେ ଅନୁଷ୍କା

ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ତ୍ରୀ ତଥା ମଡେଲ ନତାଶା ଷ୍ଟାନକୋଭିକ ସୋସିଆଲ ମିଡିଆରେ ବହୁତ ସକ୍ରିୟ। ସବୁ ସମୟରେ ସେ...

Advertisement
Archives

Model This Week