Posted inଖେଳ

୬ ବଲ୍‌ରେ ୬ ଛକା: ଯୁବରାଜଙ୍କ ପରେ ଉପଲବ୍ଧି ହାସଲ କଲେ ଏହି ଓ୍ବେଷ୍ଟଇଣ୍ଡିଜ୍‌ ବ୍ୟାଟ୍ସମ୍ୟାନ୍‌, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୪।୩: ନୂଆ ରେକର୍ଡ କରିଛନ୍ତି ଓ୍ବେଷ୍ଟଇଣ୍ଡିଜ୍‌ ବ୍ୟାଟ୍ସମ୍ୟାନ୍‌ କିରୋନ ପୋଲାର୍ଡ। ଓ୍ବେଷ୍ଟଇଣ୍ଡିଜ-ଶ୍ରୀଲଙ୍କା ମଧ୍ୟରେ ଖେଳାଯାଇଥିବା ଟି-୨୦ ମ୍ୟାଚ୍‌ରେ ସେ ଲଗାତାର ୬ ଛକା ମାରିଛନ୍ତି। ତାଙ୍କ ପୂର୍ବରୁ ଭାରତୀୟ ବ୍ୟାଟ୍ସମ୍ୟାନ୍‌ ଯୁବରାଜ ସିଂହଙ୍କ ନାମରେ ଏହି ରେକର୍ଡ ଥିଲା। ୨୦୦୭ ବିଶ୍ୱ ଟି-୨୦ ଚାମ୍ପିୟନଶିପ୍‌ରେ ସେ ଷ୍ଟୁଅଟ୍‌ ବ୍ରାଡଙ୍କ ଓଭରରେ ଲଗାତାର ୬ ଛକା ମାରିଥିଲେ। ଏବେ ପୋଲାର୍ଡ ଦ୍ୱିତୀୟ କ୍ରିକେଟର ଭାବେ ଏହି ଉପଲବ୍ଧି ହାସଲ କରିଛନ୍ତି। ପୋଲାର୍ଡ ଅକିଲା ଧନଞ୍ଜୟଙ୍କ ଓଭରରେ ୬ ଛକା ମାରିଥିଲେ।

ଦେଖନ୍ତୁ ଭିଡିଓ:


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri