Posted inଖେଳ

୩୩ ବଲ୍‌ରେ ବିସ୍ଫୋରକ ଇନିଂସ ଖେଳି ଦଳକୁ ଜିତାଇଲେ ଏହି କ୍ରିକେଟର୍‌

ୱେଷ୍ଟଇଣ୍ଡିଜ ଅଧିନାୟକ କିରେନ ପୋଲାର୍ଡଙ୍କ ଅର୍ଦ୍ଧଶତକ ଏବଂ ଡୱେନ ବ୍ରାଭୋଙ୍କ ସୁପର ବୋଲିଂ ୱେଷ୍ଟଇଣ୍ଡିଜ ଦଳ ଚତୁର୍ଥ ଟି -୨୦ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୨୧ରେ ପରାସ୍ତ କରିବାରେ ସମର୍ଥ ହୋଇଛି। ଏହା ସହିତ ୱେଷ୍ଟଇଣ୍ଡିଜ ମଧ୍ୟ ସିରିଜ ଜିତିବାର ଆଶାକୁ ବଞ୍ଚାଇ ରଖିଛି। ପାଞ୍ଚଟି ଟି -୨୦ ମ୍ୟାଚର ଏହି ସିରିଜ ବର୍ତ୍ତମାନ ୨-୨ ସ୍ତରରେ ପହଞ୍ଚିଛି । ପ୍ରଥମେ ବ୍ୟାଟିଂ କରୁଥିବାବେଳେ ଲେଣ୍ଡଲ ସିମନ୍ସ (୪୭) ଏବଂ କିରନ ପୋଲାର୍ଡଙ୍କ ୫୧ ରନ ଯୋଗୁ ୱେଷ୍ଟଇଣ୍ଡିଜ ଦଳ ୨୦ ଓଭରରେ ୬ ଉଇକେଟ ହରାଇ ୧୬୭ ରନ ସ୍କୋର କରିବାରେ ସଫଳ ହୋଇଥିଲା। ଏହାର ଜବାବରେ ଦକ୍ଷିଣ ଆଫ୍ରିକାର ଦଳ ୯ ଉଇକେଟ ହରାଇ ୨୦ଓଭରରେ ୧୪୬ ରନ ସ୍କୋର କରଇଥିଲା। ଏକ ସମୟରେ ୱେଷ୍ଟଇଣ୍ଡିଜ ଦଳ ୬ ଉଇକେଟ ହରାଇ ୧୦୧ ରନ ପାଇଁ ସଂଘର୍ଷ କରିଥିଲା। ସେହି ସମୟରେ ପୋଲାର୍ଡ ଫାବିଆନ ଆଲେନଙ୍କ ସହ ୩୩ ବଲରେ ଅପରାଜିତ ୬୬ ରନ ବାଣ୍ଟିଥିଲେ। ବିସ୍ଫୋରକ ବ୍ୟାଟ୍ସମ୍ୟାନ ପୋଲାର୍ଡ ଦୁଇଟି ଚୌକା ଓ ପାଞ୍ଚ ଛକା ସହାୟତାରେ ୨୫ ବଲରେ ଅପରାଜିତ ୫୧ ରନ ଖେଳିଥିଲେ। ଏଥି ସହିତ ଜବରଦସ୍ତ ଫର୍ମରେ ଥିବା ଫାବିଆନ ଆଲେନ ୧୨ ବଲରେ ୧୯ ରନ୍‌ରେ ଅପରାଜିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ, ଗିରଫ ହେଲେ ନାବାଳକ ଅଭିଯୁକ୍ତ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳର ଶଙ୍କର ଜେନାଙ୍କୁ ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାବୁଙ୍କ କୋଠା ସଉକ, ଚଢ଼ାଉରେ ମିଳିଲା…

ମାଲକାନଗିରି,୨୭।୯(ଦୁର୍ଯ୍ୟୋଧନ ପାତ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧୀନ ମାଥିଲି ବ୍ଲକରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

ଏସୀୟ କ୍ରୀଡ଼ା: ଭାରତୀୟ ମହିଳା ହକି ଦଳର ବଡ଼ ବିଜୟ, ସିଙ୍ଗାପୁରକୁ ହରାଇ ସେମିରେ ସ୍ଥାନ ପକ୍କା

କାକାମିଗାହାରା,୨୭ା୯: ସୁନେଲିତା ଟପ୍ପୋଙ୍କ ଡବଲ ଗୋଲ ବଳରେ ଭାରତୀୟ ମହିଳା ହକି ଦଳ ୭-୦ ଗୋଲରେ ସିଙ୍ଗାପୁରକୁ ହରାଇ ସେମିଫାଇନାଲରେ ପ୍ରବେଶ କରିଛି। ଭାରତ ପାଇଁ ଅଧିନାୟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?