ବିଶ୍ୱ ର଼୍ୟାଙ୍କିଙ୍ଗ୍‌ରେ ଉପରକୁ ଉଠିଲା କିଟ୍‌

ଭୁବନେଶ୍ୱର, ୧୩।୧୦(ବ୍ୟୁରୋ): ଟାଇମ୍ସ ହାୟର ଏଜୁକେଶନ୍‌ ବିଶ୍ୱ ବିଶ୍ୱବିଦ୍ୟାଳୟ ର଼୍ୟାଙ୍କିଙ୍ଗ୍‌-୨୦୨୩ ବୁଧବାର ପ୍ରକାଶ ପାଇଛି। ଏଥିରେ କିଟ୍‌ ବିଶ୍ୱବିଦ୍ୟାଳୟ ଭଲ ପ୍ରଦର୍ଶନ କରିବା ସହ ଉପରକୁ ଉଠିଛି। ପୂର୍ବବର୍ଷ କିଟ୍‌ ୮୦୧+ ସ୍ଥାନରେ ରହିଥିବାବେଳେ ଏବର୍ଷ ୨ଶହ ର଼୍ୟାଙ୍କ ଉନ୍ନୀତ ହୋଇ ସମଗ୍ର ବିଶ୍ୱର ବିଶ୍ୱବିଦ୍ୟାଳୟଗୁଡ଼ିକ ମଧ୍ୟରେ ୬୦୧+ ସ୍ଥାନ ପାଇଛି।

ଏଥିସହ ଦେଶର ପୂର୍ବାଞ୍ଚଳ ଏବଂ ଓଡ଼ିଶା ବିଶ୍ୱବିଦ୍ୟାଳୟଗୁଡ଼ିକ ମଧ୍ୟରେ କିଟ୍‌ ପ୍ରଥମ ସ୍ଥାନରେ ରହିଛି। ଶୈକ୍ଷିକ ପରିବେଶ, ଗବେଷଣା, ଆଦୃତି, ଅନ୍ତର୍ଜାତୀୟ ଦୃଷ୍ଟିକୋଣ ଓ ଇଣ୍ଡଷ୍ଟ୍ରି ଇନ୍‌କମ୍‌ ଆଦି ମାନଦଣ୍ଡକୁ ନେଇ ଟାଇମ୍ସ ହାୟର ଏଜୁକେଶନ୍‌ ପକ୍ଷରୁ ବିଶ୍ୱର ପ୍ରମୁଖ ବିଶ୍ୱବିଦ୍ୟାଳୟକୁ ନେଇ ଏହି ର଼୍ୟାଙ୍କ ପ୍ରସ୍ତୁତ କରାଯାଇଛି। ଚଳିତବର୍ଷ କିଟ୍‌ ରୌପ୍ୟ ଜୟନ୍ତୀ ପାଳନ କରୁଥିବାବେଳେ କିଟ୍‌ ବିଶ୍ୱବିଦ୍ୟାଳୟକୁ ଏହି ସଫଳତା ମିଳିଥିବାରୁ କିଟ୍‌ର ସମସ୍ତ ଛାତ୍ରୀଛାତ୍ର, ଅଧ୍ୟାପକ ଓ କର୍ମଚାରୀଙ୍କ ମଧ୍ୟରେ ଖୁସି ଭରିଦେଇଛି। ଏଥିପାଇଁ କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ବିଶ୍ୱବିଦ୍ୟାଳୟର ସମସ୍ତ ଅଧ୍ୟାପିକା, ଅଧ୍ୟାପକ, ଛାତ୍ରୀଛାତ୍ର ଓ କର୍ମଚାରୀଙ୍କ ମିଳିତ ପ୍ରୟାସ ଯୋଗୁ ଏହା ସମ୍ଭବ ହୋଇପାରିଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?