KIIT University: ସାଙ୍ଘାତିକ କଥା କହିଲେ ପୁରୁଷ ବନ୍ଧୁ ଯୁବତୀଙ୍କ ସହ ଥିଲା ୨ ବର୍ଷର ପ୍ରେମ ସମ୍ପର୍କ , ଯୁବତୀ ଆଗକୁ…

ଭୁବନେଶ୍ୱର,୨୨।୨: KIIT ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ଯୁବତୀଙ୍କ ପୁରୁଷ ବନ୍ଧୁ ଆଦ୍‌ଭିକ୍‌ ଶ୍ରୀବାସ୍ଥବ ରିମାଣ୍ଡ ପରେ ଝାରପଡ଼ା ଜେଲ ଯାଇଛନ୍ତି।
ରିମାଣ୍ଡ ବେଳେ ପୋଲିସ ପାଖରେ ସତ ବଖାଣିଥିଲେ ଆଦ୍‌ଭିକ। ମୃତ ଛାତ୍ରୀଙ୍କ ସହ ତାଙ୍କର ୨ ବର୍ଷର ପ୍ରେମ ସମ୍ପର୍କ ଥିଲା। ଯୁବତୀ ସମ୍ପର୍କ ରଖିବାକୁ ଚାହୁଁ ନ ଥିବାରୁ ଝଗଡ଼ା ହେଉଥିଲା। ଶୁକ୍ରବାର ଅଭିଯୁକ୍ତଙ୍କ ଭଏସ ସ୍ପେକ୍ଟୋଗ୍ରାଫି ଟେଷ୍ଟ ହୋଇଛି।

KIIT ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ଘଟଣା ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ପ୍ରତିକ୍ରିୟା ରଖିଛନ୍ତି।ସେ କହିଛନ୍ତି, ଯେଉଁମାନଙ୍କୁ ସମନ ହୋଇଥିଲା ସେମାନେ ହାଜର ହୋଇଛନ୍ତି। ଉଚ୍ଚସ୍ତରୀୟ କମିଟି ଶୁଣାଣି କରି ସବୁ ରେକର୍ଡ କରି ରଖିଛି। ଯାହା ନିଷ୍କର୍ସ ଆସିବ ସେହି ଅନୁସାରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ଏହା ମଧ୍ୟରେ ୧୦ ଜଣଙ୍କୁ ଗିରଫ କରାଯାଇ ସାରିଥିବା ମନ୍ତ୍ରୀ କହିଛନ୍ତି।
ସେ ଆହୁରି କହିଛନ୍ତି, ପୋଲିସ ଇନ୍‌ଭେଷ୍ଟିଗେସନ, ଫୋରେନସିକ ଯାଞ୍ଚ ଚାଲିଛି। ଭାଇରାଲ ଭିଡିଓର ଭଏସ ସ୍ପେକ୍ଟ୍ରୋଗ୍ରାଫି କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରୁ ଯୁବକଙ୍କ ଝୁଲନ୍ତା ମୃତଦେହ ମିଳିବା ଘଟଣା: ବ୍ୟବଚ୍ଛେଦ ରିପୋର୍ଟକୁ ବିରୋଧ କରି ଧାରଣା ଦେବା ପରେ…

ଦାରିଙ୍ଗବାଡ଼ି,୩ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଦନେକବାଡ଼ି ପଞ୍ଚାୟତ ମାଣ୍ଡୁବାଡ଼ି ଗ୍ରାମ ବଲାମାହା ଜଙ୍ଗଲ ଡବାଡ଼ଙ୍ଗା ଗଛରେ ଗତ ସୋମବାର ଉଜ୍ଜ୍ବଳ ସିଂ ଦିଗାଲଙ୍କ ଝୁଲନ୍ତା…

ରାଜସ୍ଥାନ ବିଶ୍ୱବିଦ୍ୟାଳୟରେ ଗୁଣ୍ଡୁଚିମୂଷା ଆତଙ୍କ

ଜୟପୁର,୩ା୫: ରାଜସ୍ଥାନର ଏକ ବିଶ୍ୱବିଦ୍ୟାଳୟକୁ ଗୋଟିଏ ଗୁଣ୍ଡୁଚିମୂଷା ଆତଙ୍କିତ କରି ରଖିଛି। ଉକ୍ତ ଗୁଣ୍ଡୁଚିମୂଷା ଇତିମଧ୍ୟରେ ୨୦ ଜଣଙ୍କୁ କାମୁଡ଼ିଲାଣି। ଏହାକୁ ଧରିବା ପାଇଁ ପ୍ରାଣୀ ସହାୟତା…

ମୁଁ ବହୁତ ଚିନ୍ତାରେ ଅଛି…ଏମିତି କିଛି ଶେଷ ଶବ୍ଦ ସହ ମୃତ୍ୟୁକୁ ବାଛିନେଲେ ବିଚାରପତି ଅମନ…

ନୂଆଦିଲ୍ଲୀ,୨ା୫: ଦକ୍ଷିଣ ଦିଲ୍ଲୀର ସଫଦରଜଙ୍ଗ ଅଞ୍ଚଳରେ ଜଣେ ୩୦ ବର୍ଷୀୟ ବିଚାରପତି ତାଙ୍କ ବାସଭବନରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଅମନ କୁମାର ଶର୍ମା ନାମକ ଉକ୍ତ…

ହରିଶଙ୍କର ବୈଶାଖ ମେଳାରେ ଶ୍ରଦ୍ଧାଳୁଙ୍କୁ ମିଳିଲା ଅନ୍ନସେବା

ବଲାଙ୍ଗୀର,୨।୫(ସୁନିଲ କୁମାର ମହାନ୍ତି): ଓଡ଼ିଶାର ପବିତ୍ର ତୀର୍ଥସ୍ଥଳୀ ହରିଶଙ୍କର ପୀଠରେ ବୈଶାଖମେଳା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଯୁବ କୁଲୁତା ସମାଜ ଖପ୍ରାଖୋଲ ଏବଂ ପଶ୍ଚିମ ଓଡ଼ିଶା…

୨ବାଇକ୍‌ ମୁହାଁ ମୁହିଁ ଧକ୍କା: ତଳେ ପଡିଥିବା ବାଇକ୍‌ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରକ

ବଲାଙ୍ଗୀର,୨।୫: ବଲାଙ୍ଗୀର ଜିଲା ଟିଟିଲାଗଡ଼ ରୋଡ଼ ବିଜାଖମନଠାରେ ଶନିବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦୁଇ ମୋଟର ସାଇକେଲ ମୁହାଁ ମୁହିଁ ଧକ୍କା…

ରାଉରକେଲାରେ ୨ ନାବାଳିକାଙ୍କୁ ବଳାତ୍କାର

ରାଉରକେଲା,୨।୫(ସଙ୍ଗୀତା ଜେନା): ଇସ୍ପାତ ସହର ରାଉରକେଲାର ସେକ୍ଟର-୧୯ ଥାନା ଅଞ୍ଚଳରେ କୋଲ୍‌ ଡ୍ରିଙ୍କ୍‌ସ କିଣିବା ବାହାନାରେ ୨ଜଣ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ…

ପ୍ରବାସୀ ଶ୍ରମିକ ଦମ୍ପତିଙ୍କ ପୁଅ ଏ-୧ ଗ୍ରେଡରେ ଉତ୍ତୀର୍ଣ୍ଣ, ଇଞ୍ଜିନିୟର ହେବା ସହ ସଫଳ…

ବରଗଡ଼,୨।୫(ପ୍ରେମାନନ୍ଦ ଖମାରୀ) – ଶନିବାର ମାଟ୍ରିକ ପରୀକ୍ଷାଫଳ ପ୍ରକାଶ ପାଇଛି ।ଏଥିରେ ଜିଲାର ୪୬ଜଣ ଛାତ୍ରୀଛାତ୍ର ଏ-୧ ଗ୍ରେଡରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ତେବେ ସେମାନଙ୍କ ମଧ୍ୟରୁ ଅର୍ଥାତ୍…

ଇଣ୍ଟରନାସନାଲ ବୁକ୍ସ ଅଫ ରେକର୍ଡସରେ ସ୍ଥାନ ପାଇଲେ ଅଢ଼େଇ ବର୍ଷର କନ୍ୟା ‘ଶ୍ରେୟାଶିଂ’: ୨୫ ସେକେଣ୍ଡରେ….

ସାକ୍ଷୀଗୋପାଳ,୨।୫(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ନିଜର ବିଚକ୍ଷଣ ବୁଦ୍ଧି ଏବଂ ତତ୍କାଳ ସଠିକ ଉତ୍ତର ଦେଇଥିବା ଯୋଗୁ ଅଢ଼େଇ ବର୍ଷର ଶିଶୁକନ୍ୟା ଶ୍ରେୟାଶିଂ ପଣ୍ଡା ଇଣ୍ଟରନାସନାଲ ବୁକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri