KIIT University: ପୂର୍ବ ସରକାରଙ୍କ ସମୟରେ ଅହେତୁକ ଅନୁକମ୍ପା ବର୍ତ୍ତମାନର ସରକାର କଠୋର ଆକ୍ସନ, କାହିଁକି ଏମିତି କହିଲେ…

ଭୁବନେଶ୍ୱର,୨୨।୨: KIIT ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ଘଟଣା ପ୍ରସଙ୍ଗରେ ବରିଷ୍ଠ କଂଗ୍ରେସ ନେତା ବିଜୟ ପଟ୍ଟନାୟକ ପ୍ରତିକ୍ରିୟା ରଖିଛନ୍ତି।
ସେ କହିଛନ୍ତି କିଟ୍‌ରେ ଘଟିଥିବା ଘଟଣା ଦୁର୍ଭାଗ୍ୟଜନକ। ଏହା ସାଧାରଣ ଘଟଣା ନୁହେଁ, ଏଥିପାଇଁ ଓଡ଼ିଶା ବିଶ୍ବ ଦରବାରରେ ନିନ୍ଦିତ ହୋଇଛି। ନେପାଳୀ ଛାତ୍ରଙ୍କୁ ହୀନ ଦୃଷ୍ଟିରେ ଦେଖାଯାଇଛି, ରେସିଜିମ ଚାଲିଛି। ପୂର୍ବ ସରକାରଙ୍କ ସମୟରେ ଅହେତୁକ ଅନୁକମ୍ପା ଦିଆଯାଇଥିଲା’ ବର୍ତ୍ତମାନର ସରକାର କଠୋର ଆକ୍ସନ ନେବା ଦରକାର। ଯାହା ଫଳରେ ଆଗାମୀ ଦିନରେ ଏହାର ପୁନରାବୃତ୍ତି ଯେପରି ହେବ ନାହିଁ । ସରକାର ସଂପୃକ୍ତ ୟୁନିଭର୍ସିଟିକୁ ସୋ କଜ ନୋଟିସ କରିବା ଉଚିତ୍‌। ଓଡ଼ିଶା ସରକାରଙ୍କ ସହ କେନ୍ଦ୍ର ଓ ୟୁଜିସି ବି ନୋଟିସ କରିବା ଉଚିତ ବୋଲି ବିଜୟ କହିଛନ୍ତି।

ସେ ଆହୁରି କହିଛନ୍ତି, ତାଙ୍କର ଡିମ୍‌ଡ ୟୁନିଭର୍ସିଟି ଷ୍ଟାଟସ ରହିବ କି ନାହିଁ ନୋଟିସ କରିବା ଉଚିତ। ରାଜ୍ୟପାଳଙ୍କ ଅଫିସରେ ଉଚ୍ଚସ୍ତରୀୟ କମିଟି ହେବା ଦରକାର। ଭବିଷ୍ୟତରେ ଏଭଳି ଘଟଣା ହେଲେ ବିଦେଶ ଛାତ୍ରୀଛାତ୍ର ଅଭିଯୋଗ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଏବେ ଦେଶରେ ବର୍ଜ୍ୟ ପରିଚାଳନା ପାଇଁ ଅନେକ ବ୍ୟକ୍ତି ଓ ସଂସ୍ଥା ଚେଷ୍ଟା କରୁଛନ୍ତି। ଏହି କ୍ରମରେ ହରିୟାଣା ବୁଦ୍ଧ କଲେଜ ଫ୍ୟାଶନ ଛାତ୍ରୀଛାତ୍ରଙ୍କ ଉଦ୍ୟମ ପ୍ରଶଂସନୀୟ।…

ପୁରସ୍କାର ପସରା

ବୁଲାବିକାଳି ତା’ ପସରା ଧରି ନିତିଦିନିଆ ବେପାର କରେ ଗାଁ ଗାଁ ବୁଲି। ଯାହା ବିକ୍ରିବଟା ହୁଏ, ସେଥିରେ ଚଳେ। ପରିବାର ସଦସ୍ୟଙ୍କ ପେଟ ପୋଷେ। ବୁଲାବିକାଳିର…

ଆମେରିକା ଗସ୍ତ କରିବେ ସି ଜିନପିଙ୍ଗ, ଚାଇନା ସମ୍ପର୍କରେ ଟ୍ରମ୍ପ କାହିଁକି ନିଜ ନିଷ୍ପତ୍ତି ବଦଳାଇଲେ? ଜାଣନ୍ତୁ…

ଓ୍ବାଶିଂଟନ,୨୧।୯: ଏପରି ଏକ ସମୟ ଥିଲା ଯେତେବେଳେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ନାମ ନ ନେଇ ଆମେରିକୀୟ ଅର୍ଥନୀତି ଉପରେ ଆଲୋଚନା କରୁ ନଥିଲେ।…

ନିଃସନ୍ତାନ କର ଭଗବାନ

ମୋଟେ ସହଜ ନୁହେଁ ଭଗବାନଙ୍କୁ ଏମିତି ବର ମାଗିବା! ଶିଶୁ ସନ୍ତାନର ଓଠରୁ ଝରି ପଡୁଥିବା ‘ବାପା’ ଡାକ ଶୁଣିବାରେ ପିତୃତ୍ୱ ଯେମିତି ଅନିର୍ବଚନୀୟ ଉଲ୍ଲାସରେ ଜଡ଼ସଡ଼…

ଭାରତ ମହାସାଗରରେ ବଡ଼ ବିସ୍ଫୋରଣ ଘଟାଇବ ଇରାନ; ଟ୍ରମ୍ପଙ୍କୁ ଦେଲା ଖୋଲା ଚେତାବନୀ!

ତେହରାନ,୨୧।୯: ଅନେକ ମାସ ବିତିଯାଇଥିଲେ ମଧ୍ୟ ଆମେରିକା ଏବଂ ଇରାନ ମଧ୍ୟରେ ଥିବା ବିବାଦ ସମ୍ପୂର୍ଣ୍ଣ ଭାବେ ଶେଷ ହୋଇନାହିଁ। ଏହି ପରିପ୍ରେକ୍ଷୀରେ, ଇରାନ ଏକ ଚେତାବନୀ…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ…

ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ

ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର…

ଏସିଆନ ଗେମ୍ସର ଓପନିଂ ମ୍ୟାଚ୍‌ରେ ଭାରତର ବଡ଼ ବିଜୟ

କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍‌ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍‌ପ୍ରୀତ ସିଂ ଏକାକି ୪ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?