KIIT University: ଭାଇରାଲ ଭିଡିଓର କରାଯିବ ଭଏସ ସ୍ପେକ୍ଟ୍ରୋଗ୍ରାଫି

ଭୁବନେଶ୍ୱର,୨୨।୨: KIIT ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ଘଟଣା ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ପ୍ରତିକ୍ରିୟା ରଖିଛନ୍ତି।
ସେ କହିଛନ୍ତି, ଯେଉଁମାନଙ୍କୁ ସମନ ହୋଇଥିଲା ସେମାନେ ହାଜର ହୋଇଛନ୍ତି। ଉଚ୍ଚସ୍ତରୀୟ କମିଟି ଶୁଣାଣି କରି ସବୁ ରେକର୍ଡ କରି ରଖିଛି। ଯାହା ନିଷ୍କର୍ସ ଆସିବ ସେହି ଅନୁସାରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ଏହା ମଧ୍ୟରେ ୧୦ ଜଣଙ୍କୁ ଗିରଫ କରାଯାଇ ସାରିଥିବା ମନ୍ତ୍ରୀ କହିଛନ୍ତି।
ସେ ଆହୁରି କହିଛନ୍ତି, ପୋଲିସ ଇନ୍‌ଭେଷ୍ଟିଗେସନ, ଫୋରେନସିକ ଯାଞ୍ଚ ଚାଲିଛି। ଭାଇରାଲ ଭିଡିଓର ଭଏସ ସ୍ପେକ୍ଟ୍ରୋଗ୍ରାଫି କରାଯିବ।

ଅନ୍ୟପକ୍ଷେ କଂଗ୍ରେସ ନେତା ବିଜୟ ପଟ୍ଟନାୟକ କହିଛନ୍ତି, କିଟ୍‌ରେ ଘଟିଥିବା ଘଟଣା ଦୁର୍ଭାଗ୍ୟଜନକ। ଏହା ସାଧାରଣ ଘଟଣା ନୁହେଁ, ଏଥିପାଇଁ ଓଡ଼ିଶା ବିଶ୍ବ ଦରବାରରେ ନିନ୍ଦିତ ହୋଇଛି। ନେପାଳୀ ଛାତ୍ରଙ୍କୁ ହୀନ ଦୃଷ୍ଟିରେ ଦେଖାଯାଇଛି, ରେସିଜିମ ଚାଲିଛ। ପୂର୍ବ ସରକାରଙ୍କ ସମୟରେ ଅହେତୁକ ଅନୁକମ୍ପା ଦିଆଯାଇଥିଲା’ ବର୍ତ୍ତମାନର ସରକାର କଠୋର ଆକ୍ସନ ନେବା ଦରକାର। ଯାହା ଫଳରେ ଆଗାମୀ ଦିନରେ ଏହାର ପୁନରାବୃତ୍ତି ଯେପରି ହେବ ନାହିଁ । ସରକାର ସଂପୃକ୍ତ ୟୁନିଭର୍ସିଟିକୁ ସୋ କଜ ନୋଟିସ କରିବା ଉଚିତ୍‌। ଓଡ଼ିଶା ସରକାରଙ୍କ ସହ କେନ୍ଦ୍ର ଓ ୟୁଜିସି ବି ନୋଟିସ କରିବା ଉଚିତ ବୋଲି ବିଜୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କାରଣକୁ ନେଇ ୧୨ ଘଣ୍ଟିଆ ଲାଞ୍ଜିଗଡ ବନ୍ଦ ଡାକରା: ସ୍କୁଲ, କଲେଜ, ଦୋକାନ ବଜାର ସବୁ ଠପ୍‌

ଲାଞ୍ଜିଗଡ,୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସବ-ରେଜିଷ୍ଟାର କାର୍ଯ୍ୟାଳୟକୁ ଜିଲା ପ୍ରଶାସନ ପକ୍ଷରୁ ବିଶ୍ୱନାଥପୁରଠାରେ ସ୍ଥାପନ ନେଇ ଲାଞ୍ଜିଗଡ ଅଞ୍ଚଳବାସୀ ବିରୋଧ କରିଛନ୍ତି।…

ବିବାହର କିଛି ଘଣ୍ଟା ପରେ ଏକ ସନ୍ତାନକୁ ଜନ୍ମ ଦେଲେ କନ୍ୟା, ଆଶ୍ଚର୍ଯ୍ୟ ହୋଇଗଲା ବର, ପୂରା ଘଟଣା ଜାଣିଲେ…

ଲକ୍ଷ୍ନୌ,୫।୨: ଉତ୍ତର ପ୍ରଦେଶର ରାମପୁର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଆଜିମନଗର ଥାନା ଅଞ୍ଚଳ ଅନ୍ତର୍ଗତ…

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ମିଳିବ ଫାଇଦା, ଏମାନେ ହେବେ ଉପକୃତ….

ଭୁବନେଶ୍ୱର,୫।୧: ଭାରତ-ଆମେରିକା ନୂତନ ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ଫାଇଦା। ଏନେଇ ଗୁରୁବାର ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାର ସାମୁଦ୍ରିକ…

UPI New Rules: ବଦଳିଲା UPI ଟ୍ରାଞ୍ଜାକ୍ସନ ପଦ୍ଧତି, ଜାଣନ୍ତୁ କେଉଁମାନେ ହେବେ ପ୍ରଭାବିତ

ନୂଆଦିଲ୍ଲୀ,୫।୨: ଭାରତରେ ଡିଜିଟାଲ ପେମେଣ୍ଟ ଆମ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି। ପନିପରିବା କିଣିବା ଠାରୁ ଆରମ୍ଭ କରି ଅନଲାଇନ ସପିଂ, ବିଦ୍ୟୁତ୍‌ ବିଲ…

ମମତା ସରକାରଙ୍କୁ ସୁପ୍ରିମକୋର୍ଟ ଝଟକା, ୨୦ ଲକ୍ଷ କର୍ମଚାରୀଙ୍କୁ ୨୫% DA ଦେବାକୁ ନିର୍ଦ୍ଦେଶ

କୋଲକାତା,୫।୨: ପଶ୍ଚିମବଙ୍ଗ ସରକାର ଏବଂ କର୍ମଚାରୀଙ୍କ ମଧ୍ୟରେ ମହଙ୍ଗା ଭତ୍ତା (ଡିଏ) ନେଇ ଦୀର୍ଘ ଦିନ ଧରି ଚାଲିଥିବା ବିବାଦରେ ସୁପ୍ରିମକୋର୍ଟ ଗୁରୁବାର ପ୍ରାୟ ୨୦ ଲକ୍ଷ…

ଧାନ କିଣାକୁ ନେଇ ଅବ୍ୟବସ୍ଥା: ଯୋଗାଣ ଅଧିକାରୀଙ୍କୁ ଅଟକ ରଖିଲେ ଉତ୍ତ୍ୟକ୍ତ ଚାଷୀ

ଲଇକେରା, ୫।୨(ରଞ୍ଜନ କୁମାର ମେହେର ): ଝାରସୁଗୁଡା ଜିଲାରେ ବର୍ତ୍ତମାନ ଧାନ କିଣାକୁ ନେଇ ଘୋର ଅବ୍ୟବସ୍ଥା ଲାଗି ରହିଛି। ଗୁରୁବାର ସକାଳୁ ମଣ୍ଡିକୁ ଟ୍ରାକ୍ଟରରେ ଧାନ…

ପରିବା ବିକ୍ରି ପାଇଁ ଯାଉଥିଲେ ଦମ୍ପତି, ଅଟୋ ଓଲଟି ଚାଲିଗଲା ମହିଳାଙ୍କ ଜୀବନ

ନନ୍ଦପୁର,୫।୨( ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନା ଅଧୀନ କେଚଲା ରାସ୍ତାର ନାରଜିପୁଟ ଗ୍ରାମ ନିକଟରେ ଦୁର୍ଘଟଣା । ନିଜ ଅଟୋରେ ଦମ୍ପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri