କିଟ୍‌ ଖେଳିବ ସର୍ବଭାରତୀୟ ବିଶ୍ୱବିଦ୍ୟାଳୟ ଖୋ ଖୋ

ଭୁବନେଶ୍ୱର, ୧୯ା୧(ବିଜୟ ରଣା): କଳାହାଣ୍ଡି ବିଶ୍ୱବିଦ୍ୟାଳୟ ଭବାନୀପାଟଣା ଆନୁକଲ୍ୟରେ ପୂର୍ବାଞ୍ଚଳ ଆନ୍ତ ଜୋନ୍‌ ଖୋ ଖୋ (ପୁରୁଷ) ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛିା ଏଥିରେ କାଲିକଟରେ ଜାନୁୟାରୀ ୨୮ରୁ ୩୧ ପର୍ଯ୍ୟନ୍ତ ହେବାକୁଥିବା ସର୍ବଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ଖୋ ଖୋ ଖେଳିବା ଲାଗି କିଟ୍‌ ଯୋଗ୍ୟତା ଅର୍ଜନ କରିଛିା ଲିଗ୍‌ ପର୍ଯ୍ୟାୟରେ ଏହି ଦଳ ସମ୍ବଲପୁର ୟୁନିଭର୍ସିଟି, ଫକିର ମୋହନ ୟୁନିଭର୍ସିଟି ଏବଂ ହେମଚାନ୍ଦ ବିଶ୍ୱବିଦ୍ୟାଳୟ ସହ ଶ୍ରେଷ୍ଠ ୪ ମଧ୍ୟରେ ସ୍ଥାନ ଯୋଗ୍ୟତା ହାସଲ କରିଛିା ୪ଟି ଶ୍ରେଷ୍ଠ ଦଳ ମଧ୍ୟରେ ଖେଳାଯାଉଥିବା ମ୍ୟାଚଗୁଡ଼ିକ ମଧ୍ୟରେ କିଟ୍‌ ଗୁରୁବାର ସମ୍ବଲପୁର ୟୁନିଭର୍ସିଟିକୁ ଏକ ଇନିଂସ ଓ ୧୮:୫ରେ ପରାସ୍ତ କରିଛିା ଏହି ଦଳ ଶୁକ୍ରବାର ଏହାର ଅବଶିଷ୍ଟ ମ୍ୟାଚ ଫକିର ମୋହନ ୟୁନିଭର୍ସିଟି ଓ ହେମଚାନ୍ଦ ଯାଦବ ବିଶ୍ୱବିଦ୍ୟାଳୟ ବିପକ୍ଷରେ ଖେଳିବା


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଚ ପୂର୍ବରୁ ବଡ଼ ନିଷ୍ପତ୍ତି, T20 ବିଶ୍ୱକପ୍ ଫାଇନାଲରେ ଖେଳିବେନି ଏହି ୪ ଖେଳାଳି

ନୂଆଦିଲ୍ଲୀ,୮।୩: ଟି-୨୦ ବିଶ୍ୱକପର ଫାଇନାଲରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମୁହାଁମୁହିଁ ହେବାକୁ ଯାଉଛନ୍ତି । ଭାରତର ପ୍ଲେଇଂ ଇଲେଭେନରେ କିଏ କିଏ ରହିବେ, ତାହା ଏବେ ବଡ଼…

ଵାଲଡ଼ା ନାଗେଶ୍ୱରୀ ପାହାଡ଼ରେ ଲୋକ ଅଧିକାର ଯାତ୍ରା ଦଳର ବୈଠକ, ଖଣି ଖନନ କରିବାକୁ ଦିଆଯିବନି…

ନନ୍ଦପୁର,୮।୩(ତୁଷାର କାନ୍ତ ମହାନ୍ତି): ଉତ୍କଳ ଗୌରବ ମଧୁସୁଦନ ଦାସଙ୍କ ଜନ୍ମ ପୀଠରୁ ପ୍ରାକୃତିକ ସମ୍ପଦର ସୁରକ୍ଷା ନିମନ୍ତେ ବାହାରିଥିବା ଲୋକ ଅଧିକାର ଯାତ୍ରା ଦଳ କୋରାପୁଟ ଜିଲା ନନ୍ଦପୁର…

ଦ୍ରୁତ ଗତିରେ ଗାଡ଼ି ଚଳାଇବା ହେଲା କାଳ

ବଲାଙ୍ଗୀର,୮।୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସଦର ବ୍ଲକ ଡୁଡୁକାଶିରା ରୋଡ଼ ଏକ ବୁଲାଣିଆ ରାସ୍ତାରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବକ…

ମାଇକେଲ କ୍ଲାର୍କଙ୍କ ବଡ଼ ଭବିଷ୍ୟବାଣୀ, ଟି-୨୦ ବିଶ୍ୱକପ୍ ଫାଇନାଲରେ ଏହି ଖେଳାଳି ହେବେ ପ୍ଲେୟର ଅଫ….

ନୂଆଦିଲ୍ଲୀ,୮।୩:  ପୂର୍ବତନ ଅଷ୍ଟ୍ରେଲିୟ ଅଧିନାୟକ ମାଇକେଲ କ୍ଲାର୍କ ୨୦୨୬ ଟି- ୨୦ ବିଶ୍ୱକପ୍ ପାଇଁ ଏକ ଭବିଷ୍ୟବାଣୀ କରିଛନ୍ତି । କ୍ଲାର୍କ ସେହି ଖେଳାଳିଙ୍କ ବିଷୟରେ କହିଥିଲେ ଯିଏ…

ଅନ୍ତର୍ଜାତୀୟ ମହିଳା ଦିବସରେ ଯାତାୟାତ ପାଇଁ ସଂଘର୍ଷ କରୁଛନ୍ତି ମହିଳା

ଦାରିଙ୍ଗବାଡ଼ି,୮ା୩(ଅରୁଣ ସାହୁ): ଆଜି ବିଶ୍ୱ ପାଳୁଛି ମହିଳା ଦିବସ। ଏହି କ୍ରମରେ ଦାରିଙ୍ଗବାଡ଼ିଠାରେ ଏହି ଦିନରେ ଏକାଧିକ ସ୍ଥାନରେ ଏହି ଦିବସ ବଡ଼ ଧୂମ୍‌ଧାମରେ ପାଳନ କରାଯାଉଛି।…

‘ସମାଜ ଗଠନରେ ନାରୀମାନଙ୍କ ଭୂମିକା ଅତୁଳନୀୟ’

ଥୁଆମୂଳ ରାମପୁର,୮ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ରବିବାର ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଏକ…

‘ନାରୀ ଶିକ୍ଷିତ ହେଲେ ଆର୍ଥିକ କ୍ଷେତ୍ରରେ ପ୍ରଗତି ହୋଇପାରିବ’

ଭଞ୍ଜନଗର,୮ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଶାଖା ୧ ଏବଂ ଘୁମୁସର ଗବେଷଣା ପ୍ରତିଷ୍ଠାନ(ଜିଜିପି) ପକ୍ଷରୁ…

ଫାଇନାଲ ମ୍ୟାଚରେ ହେବ ବର୍ଷା! ଜାଣନ୍ତୁ କେମିତି ରହିଛି ପାଗ

ନୂଆଦିଲ୍ଲୀ,୮।୩: ସେମିଫାଇନାଲରେ ଇଂଲଣ୍ଡକୁ ୭ ରନରେ ପରାସ୍ତ କରି ଟିମ ଇଣ୍ଡିଆ ୨୦୨୬ ଟି୨୦ ବିଶ୍ୱକପ ଫାଇନାଲରେ ପହଞ୍ଚିଛି। ଭାରତ ରବିବାର, ୮ ମାର୍ଚ୍ଚରେ ଅହମଦାବାଦର ନରେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri