Advertisement

ବାପାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

କରଞ୍ଜିଆ,୨୦ା୧- ମୟୂରଭଞ୍ଜ ଜିଲା କରଞ୍ଜିଆ ଥାନା ଅଧୀନ ଧୋକଟା ଗଁାରେ ଶୁକ୍ରବାର ବାପାଙ୍କୁ ଟାଙ୍ଗିଆରେ ହାଣି ପୁଅ ହତ୍ୟା କରିଥିବା ଚର୍ଚ୍ଚାର ବିଷୟ ହୋଇଛି। ମୃତକ ହେଲେ ପଞ୍ଚାନନ ନାଏକ। ହତ୍ୟାକାଣ୍ଡ ପରେ ପୁଅ ବିକାଶ ଚଢେଇଭୋଳ ଫାଣ୍ଡିରେ ଆତ୍ମସମର୍ପଣ କରିଥିବା ସୂଚନା ମିଳିଛି। ହତ୍ୟାର କାରଣ ଅସ୍ପଷ୍ଟ ଥିବା ବେଳେ ପାରିବାରିକ କଳହରୁ ଏଭଳି ଘଟଣା ଘଟିଥିବା ପୋଲିସ କହିଛି। ପୋଲିସ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ଚାଲିଥିଲା ଜୁଆଆଡ୍ଡା: ୧୦ଙ୍କୁ ବାନ୍ଧିଲା ପୋଲିସ

ଛତ୍ରପୁର,୪।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ପୋଲିସ ମଙ୍ଗଳବାର ରାତିରେ ସ୍ଥାନୀୟ ଷ୍ଟେଶନ ରୋଡ଼ରେ ଚାଲିଥିବା ଏକ ଜୁଆଆଡ୍ଡା ଉପରେ ଚଢ଼ାଉ କରିଥିଲା। ସେଠାରୁ ୧୦...

ମରାମତି ହେଉନି ରାସ୍ତା

କଣିହାଁ,୨।୧(ଡି.ଏନ.ଏ.) କଣିହାଁ ବ୍ଲକ ବଡ଼ଗୁଣ୍ଡୁରୀ ପଞ୍ଚାୟତ ବଡ଼ହୀରା ଗାଁର କଂକ୍ରିଟ ରାସ୍ତା ଦୀର୍ଘଦିନ ହେବ ଫାଟିଯାଇଛି। ଏହି ରାସ୍ତା ଦେଇ ଦୈନିକ ଅନେକ ଭାରୀଯାନ ଯାଉଥିବା ବେଳେ...

ବେକାରମୁକ୍ତ ମୟୂରଭଞ୍ଜ ଗଠନ ଦାବିରେ ବିକ୍ଷୋଭ

ବାରିପଦା ଅଫିସ, ୧୩ା୨- ବେକାରମୁକ୍ତ ମୟୂରଭଞ୍ଜ ଗଠନ ଦାବିରେ ଭଞ୍ଜସେନା ପକ୍ଷରୁ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ ସହିତ ଧାରଣା ଦିଆଯାଇଥିଲା। ଶିମିଳିପାଳର...

ଶିଶୁପୁତ୍ରକୁ ଧରି ପ୍ରେମିକଙ୍କ ସହ ମହିଳା ଫେରାର

ଧର୍ମଶାଳା,୨୭ା୯(ଡି.ଏନ୍‌.ଏ.): ଧର୍ମଶାଳା ଥାନା ଅଞ୍ଚଳର ଜଣେ ମହିଳା ନିଜ ୫ ବର୍ଷର ଶିଶୁପୁତ୍ରକୁ ଧରି ପ୍ରେମିକଙ୍କ ସହିତ ଫେରାର ହୋଇଯାଇଛନ୍ତି। ଏ ନେଇ ଗୁରୁବାର ମହିଳାଙ୍କ...

କାଳବୈଶାଖୀ: ଖେତରେ ଲୋଟିଲା ପାଚିଲା ଧାନ

ଜୁନାଗଡ଼,୧୬।୫(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକରେ ଶନିବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପବନ ବହିବା ସହ ବର୍ଷା ହୋଇଥିଲା। ଏଥି ଯୋଗୁ ଖେତରେ ଅମଳ ଅବସ୍ଥାରେ...

ପେଟ ପାଇଁ ଦଣ୍ଡି ଧରିଲେ କଳାକାର

ପଦ୍ମପୁର,୨୪।୭ (ଡି.ଏନ.ଏ.)-ମହାମାରୀ କରୋନାରେ କବଳିତ ମଣିଷ ନିଜର ଜୀବନ ଜୀବିକା ହରାଇଛି। ନିମ୍ନ ମଧ୍ୟବିତ୍ତ, ଶ୍ରମିକ, ଦିନମଜୁରିଆ ପେଟ ପାଇଁ ସଂଗ୍ରାମ କରୁଛନ୍ତି। କରୋନା କଟକଣା...

୧ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ଶିକ୍ଷକ

ନୟାଗଡ଼ ଅଫିସ,୧୪।୮-ଜଣେ ଶିକ୍ଷକଙ୍କ ଏମଏସ୍‌ପି (ବର୍ଦ୍ଧିତ ଦରମା) ମଞ୍ଜୁର କରାଇଦେବା ପାଇଁ ଅନ୍ୟ ଜଣେ ଶିକ୍ଷକ ୧ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ...

ହୀରାକୁଦରେ ପକ୍ଷୀଗଣନା ଶେଷ

ସମ୍ବଲପୁର,୮ା୧(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଜଳଭଣ୍ଡାରରେ ରବିବାର ଦିନିକିଆ ବିଦେଶୀ ପକ୍ଷୀ ଗଣନା ଶେଷ ହୋଇଛି। ୧୦ ତାରିଖରେ ପକ୍ଷୀଗଣନା ରିପୋର୍ଟ ପ୍ରକାଶ ପାଇବ । ବିଗତ...

Advertisement
Archives

Model This Week