ମହିଳାଙ୍କୁ ହତ୍ୟାକରି ୫ ଲକ୍ଷ ଟଙ୍କା ଲୁଟ୍‌

କେନ୍ଦ୍ରାପଡ଼ା ଅଫିସ/ପଟ୍ଟାମୁଣ୍ଡାଇ (ଡି.ଏନ୍‌.ଏ.),୧୮।୮: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ଅରଡପଲ୍ଲୀ ଗ୍ରାମରେ ସୋମବାର ଦୁର୍ବୃତ୍ତମାନେ ଜଣେ ମହିଳାଙ୍କୁ ହତ୍ୟା କରି ୫ଲକ୍ଷ ଟଙ୍କା ସହ ସୁନାରୁପା ଅଳଙ୍କାର ଲୁଟିନେଇଛନ୍ତି। ଅପରାହ୍ନ ଗୋଟାଏରେ ଗ୍ରାମର ଅମୂଲ୍ୟ କୁମାର ଜେନାଙ୍କ ସ୍ତ୍ରୀ ମିନତି (୫୫) ଏକୁଟିଆ ଘରେ ଥିଲେ। ଏହି ସମୟରେ ଦୁର୍ବୃତ୍ତମାନେ ଘରେ ପଶି ତାଙ୍କୁ ଭୁଜାଲିରେ ଆକ୍ରମଣ କରି ହତ୍ୟା କରିଥିଲେ। ପରେ ସେମାନେ ଘରେ ଥିବା ନଗଦ ୫ ଲକ୍ଷ ଟଙ୍କା, ୩ ଲକ୍ଷ ଟଙ୍କାର ସୁନା ଓ ରୁପା ଅଳଙ୍କାର ଲୁଟି ନେଇଥିଲେ। ଏ ନେଇ ଅମୂଲ୍ୟ ଥାନାରେ ଅଭିଯୋଗ କରିବା ପରେ ପୋଲିସ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି। ଏ ସମ୍ପର୍କରେ ଥାନା ଅଧିକାରୀ ରାକେଶ ତ୍ରିପାଠୀ କହିଛନ୍ତି, ତଦନ୍ତକୁ ତ୍ୱରାନ୍ବିତ ପାଇଁ ଡଗ୍‌ ସ୍କ୍ବାଡ୍‌ ଓ ଫରେନସିକ ଟିମର ସାହାଯ୍ୟ ନିଆଯାଉଛି ା ଖୁବ୍‌ ଶୀଘ୍ର ଅପରାଧୀ ଧରାପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ପାଳନ ହେବ ଐତିହାସିକ ଜମ୍ବୁ ମହୋତ୍ସବ: ଅଗ୍ନିଶମ, ବିଦ୍ୟୁତ୍‌, ସ୍ବାସ୍ଥ୍ୟ, ପାନୀୟଜଳକୁ ଗୁରୁତ୍ୱ ଦେଇ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ଝାମୁଯାତ୍ରାରେ ଐତିହାସିକ ଜମ୍ବୁ ମହୋତ୍ସବ ପାଳନ କରିବାକୁ ପ୍ରଶାସନିକ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ମାଟିରେ ପ୍ଲାଷ୍ଟିକ୍‌ ପୋତିହୋଇ ଜଳଧାରଣ ହ୍ରାସ

ପଟ୍ଟାମୁଣ୍ଡାଇ,୧ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ପ୍ଲାଷ୍ଟିକର ବ୍ୟବହାର ବହୁଳ ଭାବରେ ବଢ଼ିଚାଲିଛି। ସହର ସାରା କୁଢ଼ କୁଢ଼ ପ୍ଲାଷ୍ଟିକ ଅଳିଆ ଓ ଆବର୍ଜନା…

ପ୍ରଭାବଶାଳୀଙ୍କ ମାଲିକାନାରେ ଗୋବରୀ ନଦୀ : ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ପ୍ରହସନ

ପଟ୍ଟାମୁଣ୍ଡାଇ,୩୧ା୩(କଳ୍ପତରୁ ନାୟକ):ରାଜ୍ୟ ସରକାରୀ ଜମି ଜବରଦଖଲ ଉଚ୍ଛେଦ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗତବର୍ଷ ଡିସେମ୍ବରରେ କଡ଼ା ଚେତାବନୀ ଦେଇଥିଲେ। ଜବରଦଖଲକାରୀମାନେ ସରକାରୀ ଜମି ଫେରାନ୍ତୁ…

ସାବଧାନ! ଜଣଙ୍କ ପରେ ଜଣଙ୍କୁ ଟାଣି ନେଉଛି କୁମ୍ଭୀର, ଏବେ ବି ନଦୀରେ ଘୂରି ବୁଲୁଛି

ମହାକାଳପଡ଼ା,୩୦ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ଗୋବରୀ ନଦୀର କାଉସପାଳ ଫେରୁଘାଟଠାରେ ଏକ ୨୦ ଫୁଟ ଲମ୍ବର ବଉଳ କୁମ୍ଭୀର ଘୂରି ବୁଲୁଛି। ଏହାକୁ ନେଇ ନଦୀ…

ଲୁଣାନଦୀର ଜଳସ୍ତର କମୁଛି: ଆଗାମୀ ଦିନରେ ଦେଖାଦେବ…

କେନ୍ଦ୍ରାପଡ଼ା, ୨୮ା୩ (ଜଗନ୍ନାଥ ଧଳ)ଡିସେମ୍ବର ମାସଠାରୁ କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଲୁଣାନଦୀର ଜଳସ୍ତର କମିବାରେ ଲାଗିଛି। ଫଳରେ ଆଗାମୀ ଦିନରେ କେନ୍ଦ୍ରାପଡ଼ା ପୌରାଞ୍ଚଳରେ ପିଇବା ପାଣି ସମସ୍ୟା…

ଜଳସ୍ତର ନିମ୍ନଗାମୀ: ବଢ଼ିଲାଣି ତାତି,ସଙ୍କଟ ହେଲାଣି ପାନୀୟ ଜଳ

ମହାକାଳପଡ଼ା,୨୮ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦୀର୍ଘଦିନଧରି ପାନୀୟ ଜଳ ସଙ୍କଟ ଦେଖାଦେଇଛି। ଅଞ୍ଚଳରେ ଜଳସ୍ତର ନିମ୍ନଗାମୀ ଯୋଗୁ ନଳକୂପରୁ ଅଧିକାଂଶ ସମୟରେ…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri