ମହିଳାଙ୍କୁ ହତ୍ୟାକରି ୫ ଲକ୍ଷ ଟଙ୍କା ଲୁଟ୍‌

କେନ୍ଦ୍ରାପଡ଼ା ଅଫିସ/ପଟ୍ଟାମୁଣ୍ଡାଇ (ଡି.ଏନ୍‌.ଏ.),୧୮।୮: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ଅରଡପଲ୍ଲୀ ଗ୍ରାମରେ ସୋମବାର ଦୁର୍ବୃତ୍ତମାନେ ଜଣେ ମହିଳାଙ୍କୁ ହତ୍ୟା କରି ୫ଲକ୍ଷ ଟଙ୍କା ସହ ସୁନାରୁପା ଅଳଙ୍କାର ଲୁଟିନେଇଛନ୍ତି। ଅପରାହ୍ନ ଗୋଟାଏରେ ଗ୍ରାମର ଅମୂଲ୍ୟ କୁମାର ଜେନାଙ୍କ ସ୍ତ୍ରୀ ମିନତି (୫୫) ଏକୁଟିଆ ଘରେ ଥିଲେ। ଏହି ସମୟରେ ଦୁର୍ବୃତ୍ତମାନେ ଘରେ ପଶି ତାଙ୍କୁ ଭୁଜାଲିରେ ଆକ୍ରମଣ କରି ହତ୍ୟା କରିଥିଲେ। ପରେ ସେମାନେ ଘରେ ଥିବା ନଗଦ ୫ ଲକ୍ଷ ଟଙ୍କା, ୩ ଲକ୍ଷ ଟଙ୍କାର ସୁନା ଓ ରୁପା ଅଳଙ୍କାର ଲୁଟି ନେଇଥିଲେ। ଏ ନେଇ ଅମୂଲ୍ୟ ଥାନାରେ ଅଭିଯୋଗ କରିବା ପରେ ପୋଲିସ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି। ଏ ସମ୍ପର୍କରେ ଥାନା ଅଧିକାରୀ ରାକେଶ ତ୍ରିପାଠୀ କହିଛନ୍ତି, ତଦନ୍ତକୁ ତ୍ୱରାନ୍ବିତ ପାଇଁ ଡଗ୍‌ ସ୍କ୍ବାଡ୍‌ ଓ ଫରେନସିକ ଟିମର ସାହାଯ୍ୟ ନିଆଯାଉଛି ା ଖୁବ୍‌ ଶୀଘ୍ର ଅପରାଧୀ ଧରାପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ବୈଜୟନ୍ତଙ୍କ ସହ ଅଂଶୁମାନ୍‌ଙ୍କ ମୁକାବିଲା

କେନ୍ଦ୍ରାପଡ଼ା,୨୮ା୩ (ଜଗନ୍ନାଥ ଧଳ)ଆସନ୍ତା ଜୁନ୍‌ ୧ ତାରିଖରେ କେନ୍ଦ୍ରାପଡ଼ା ଲୋକସଭା ଆସନ ପାଇଁ ସାଧାରଣ ନିର୍ବାଚନ ହେବ ା ୭ ବିଧାନସଭା ନିର୍ବାଚନ ମଣ୍ଡଳୀକୁ ନେଇ...

୧୫ ଦିନ ତଳେ ହୋଇଥିଲା ଉଦ୍‌ଘାଟନ, ଧସିଲା ସେତୁ

ଆଳି,୨୫ା୩ (ବନମାଳୀ ସେନାପତି): ବହୁ ପ୍ରତୀକ୍ଷିତ ପଦନିପାଳ ସେତୁ ଉଦ୍‌ଘାଟନ ହେବାର ୧୫ଦିନ ମଧ୍ୟରେ ସଂଯୋଗୀକରଣ ରାସ୍ତା ସାମାନ୍ୟ ବର୍ଷାରେ ଧୋଇଯାଇଛି। ଫଳରେ ପଞ୍ଚାୟତବାସୀ ପୁନର୍ବାର...

ଦୂଷିତ ଜଳ, ଚିନ୍ତାରେ ଜିଲାବାସୀ

କେନ୍ଦ୍ରାପଡ଼ା,୨୪ା୩ (ଜଗନ୍ନାଥ ଧଳ):ଖରାର ପ୍ରକୋପ ବଢ଼ୁଛି। ଅସହ୍ୟ ଖରାତାତି ସହ ପାନୀୟ ଜଳ ସମସ୍ୟା କେନ୍ଦ୍ରାପଡ଼ା ଜିଲାବାସୀଙ୍କୁ ଅସ୍ତବ୍ୟସ୍ତ କରୁଛି। ଏହି ସମସ୍ୟାର ସମାଧାନ ପାଇଁ...

ଇଟାଭାଟି ଧୂଆଁ ଯୋଗୁ ପ୍ରଦୂଷଣ

ପଟ୍ଟାମୁଣ୍ଡାଇ,୨୪ା୩ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ପ୍ରବଳ ଖରା ସାଙ୍ଗକୁ ଗରମ ଅନୁଭୂତ ହେଉଛି। ଶନିବାର ତାପମାତ୍ରା ୩୫ରୁ ୩୭ ଡିଗ୍ରୀ ରହିଥିବା ବେଳେ...

ଏକାଠି ହେଲେ ଧ୍ରୁବ, ଅଂଶୁମାନ

ରାଜନଗର, ୨୩ା୩(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ନିର୍ବାଚନମଣ୍ଡଳୀର ବିଜେଡି ସମନ୍ବୟ ବୈଠକ ଶୁକ୍ରବାର ଭୁବନେଶ୍ୱରସ୍ଥିତ ଶଙ୍ଖ ଭବନରେ ଅନୁଷ୍ଠିତ ହୋଇଯାଇଛି। ପୂର୍ବତନ ବିଧାୟକ ତଥା...

ନିଶା କବଳରେ ଯୁବଗୋଷ୍ଠୀ, ବଢୁଛି ଅପରାଧ

ପଟ୍ଟାମୁଣ୍ଡାଇ,୨୨ା୩ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଦିନକୁ ଦିନ ନିଶା କାରବାର ବଢ଼଼ି ଚାଲିଛି। ନିଶାସେବନକାରୀଙ୍କ ସଂଖ୍ୟା ବି ବଢ଼ିଛି। ହାତ ପାହାନ୍ତାରେ ନିଶାଦ୍ରବ୍ୟ ସହଜରେ...

ଅସରାଏ ବର୍ଷାରେ ବିଦ୍ୟାଳୟରେ ଖେଳୁଛି ପାଣି

ଡେରାବିଶ,୨୦।୩ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡା ଜିଲା ଡେରାବିଶ ବ୍ଲକ ଅଧୀନ କୁରୁଜଙ୍ଗାସ୍ଥିତ ଆଦର୍ଶ ବିଦ୍ୟାଳୟ ପାଇଁ ନବ ନିର୍ମିତ ଗୃହ ଅର୍ଦ୍ଧ ନିର୍ମିତ ଅବସ୍ଥାରେ...

ନିଷିଦ୍ଧାଞ୍ଚଳରେ ମତ୍ସ୍ୟଜୀବୀଙ୍କ ଅବାଧ ପ୍ରବେଶ

କେନ୍ଦ୍ରାପଡ଼ା, ୨୦।୩(ଜଗନ୍ନାଥ ଧଳ): ବିଶ୍ୱପ୍ରସିଦ୍ଧ ଗହୀରମଥା ଅନ୍ତୁଡ଼ିଶାଳରେ ସାମୁଦ୍ରିକ କଇଁଛ ଅଲିଭ ରିଡ୍‌ଲେ ସୁରକ୍ଷିତ ନାହାନ୍ତି। ସୁରକ୍ଷା ପାଇଁ ନିକଟରେ ଗହୀରମଥା ସାମୁଦ୍ରିକ ଅଞ୍ଚଳରେ ପର୍ଯ୍ୟଟକଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri