ପରିଚୟ ଲୁଚାଇବାକୁ ପଥରରେ ଛେଚି ହତ୍ୟା

ଯୋଡ଼ା,୨୨।୧୧(ଡି.ଏନ.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅଧୀନ ହାତୀଦରୀ-ଧାତିକା ରାସ୍ତା କଡ଼ରୁ ସୋମବାର ଏକ ମୃତଦେହ ପୋଲିସ ଜବତ କରିଛି।

ସୂଚନା ଅନୁଯାୟୀ, ରବିବାର ବିଳମ୍ବିତ ରାତିରେ ଉକ୍ତ ରାସ୍ତା କଡ଼ ଜଙ୍ଗଲରେ ଏକ ଯୁବକଙ୍କ ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଜଣାଇଥିଲେ। ପୋଲିସ ସେଠାରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା। ଉକ୍ତ ଯୁବକଙ୍କୁ ଏକ ବଡ ପଥରରେ ଛେଚି ହତ୍ୟା କରାଯାଇଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି। ମୃତ ଯୁବକଙ୍କ ବୟସ ଆନୁମାନିକ ୨୫ରୁ ୩୦ ବର୍ଷ ମଧ୍ୟରେ ହେବ। ତାଙ୍କର ପରିଚୟ ମିଳି ପାରି ନାହିଁ। ତାଙ୍କ ମୁହଁକୁ ପଥରରେ ଛେଚି ବିଭତ୍ସ ଭାବେ ହତ୍ୟା କରାଯାଇଛି। ଫଳରେ ସ୍ଥାନୀୟ ଲୋକ ତାଙ୍କୁ ଚିହ୍ନିପାରୁ ନାହାନ୍ତି। ଏ ନେଇ ପୋଲିସ ଏକ ମାମଲା (ନଂ.୧୬୧/୨୧) ରୁଜୁ କରି ଅଧୀନ ତଦନ୍ତ କରୁଥିବା ବାମେବାରୀ ଥାନା ଏସ୍‌ଆଇ ବିଶ୍ୱଜିତ ବେହେରା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ବିରୋଧୀଙ୍କ ଅପପ୍ରଚାର ପଥରରେ ମୁଣ୍ଡ ପିଟିବା ସଦୃଶ‘

ନିମାପଡ଼ା,୩।୧୦(ଡି.ଏନ୍‌.ଏ.): ନିମାପଡ଼ା ନିର୍ବାଚନମଣ୍ଡଳୀ ୧୧ନଂ. ଜୋନ୍‌ ବିଜେଡି ଜିଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁ ମାମଲାରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ...

ଶାଗମାଛ ଦରରେ ଜମି କିଣିବାକୁ ମସୁଧା

ଯାଜପୁର ଅଫିସ,୩ା୧: ଯାଜପୁର ଜିଲା ଦେଇ ପ୍ରବାହିତ ବୈତରଣୀ ନଦୀର ବାମ ଓ ଡାହାଣ ପାର୍ଶ୍ୱ ସପ୍ତମାତୃକା ମନ୍ଦିର ନିକଟରେ ୨ଟି ଆନିକଟ (ବ୍ୟାରେଜ) ନିର୍ମାଣାଧୀନ...

କଡ଼ା ପହରା ମଧ୍ୟରେ ଷ୍ଟ୍ରଙ୍ଗ ରୁମ୍‌

ଚମ୍ପୁଆ, ୨୯ା୪(ଡି.ଏନ.ଏ.)- ଗତ ୨୩ ତାରିଖରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପରେ ବିଭିନ୍ନ ବୁଥ୍‌ରୁ ଇଭିଏମ୍‌ ଅଣାଯାଇ  ଷ୍ଟ୍ରଙ୍ଗ ରୁମରେ ରଖାଯାଇଛି। ସ୍ଥାନୀୟ  ଚନ୍ଦ୍ରଶେଖର ମହାବିଦ୍ୟାଳୟଠାରେ...

କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ଅମରଙ୍କ ଚିଠି : ଡିଏମ୍‌ଏଫ୍‌ଟି ଜିଏସ୍‌ଟି ଛାଡ଼ କରାଯାଉ

ଭୁବନେଶ୍ୱର,୧୮ା୧୦(ବ୍ୟୁରୋ) : ଆଦିବାସୀବହୁଳ ଖଣିଜ ସମ୍ପଦ ଜିଲାଗୁଡିକର ବିକାଶ ପାଇଁ ରାଜ୍ୟ ସରକାର ଡିଷ୍ଟ୍ରିକ୍ଟ ମିନେରାଲ ଫାଉଣ୍ଡେଶନ ଟ୍ରଷ୍ଟ(ଡିଏମ୍‌ଏଫ୍‌ଟି) ଗଠନ କରିଛନ୍ତି। ଏହି ଟ୍ରଷ୍ଟ ଉପରୁ...

ପୋଲିସ କମିଶନ ନେଉଛି: ମନ୍ତ୍ରୀ

ଭୁବନେଶ୍ୱର,୨୪।୧(ବ୍ୟୁରୋ):ରାଜ୍ୟରେ କେତେକ ଘଟଣାରେ ପୋଲିସ ଏବଂ ଓକିଲମାନେ ଏସ୍‌ସି/ଏସ୍‌ଟି ମାମଲାଗୁଡ଼ିକରେ କମିଶନ ନେଉଛନ୍ତି। ସୋମବାର ସ୍ଥାନୀୟ ରୋଟାରୀ ଭବନରେ ଆଇନ ସେବା ସଂସ୍ଥା କ୍ଲାପ୍‌ ପକ୍ଷରୁ...

୨୯ ଗ୍ୟାସ ସିଲିଣ୍ଡର ଜବତ

ଛତ୍ରପୁର,୪ା୧୧(ଡି.ଏନ୍‌.ଏ.)- ଛତ୍ରପୁର ଉପଜିଲାପାଳ ପ୍ରସନ୍ନ କୁମାର ପାତ୍ରଙ୍କ ନିର୍ଦ୍ଦେଶକ୍ରମେ ଶୁକ୍ରବାର ଉପଖଣ୍ଡସ୍ତରୀୟ ଯୋଗାଣ ବିଭାଗର ଏକ ଏନଫୋର୍ସମେଣ୍ଟ ସ୍କ୍ବାର୍ଡ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି।...

ମିଶନ ଶକ୍ତି ଗ୍ରୁପ୍‌କୁ ବିନା ସୁଧରେ ୩ଲକ୍ଷ ଋଣ

ଭଞ୍ଜନଗର,୨୦।୧୧(ଡି.ଏନ.ଏ): ମହିଳାମାନଙ୍କୁ ସ୍ବାବଲମ୍ବୀ କରିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କରୁଛନ୍ତି। ଯୋଜନାର ସଫଳତା ଯୋଗୁ ମହିଳାମାନେ ଆଜି ଆତ୍ମନିର୍ଭରଶୀଳ ହୋଇପାରିଛନ୍ତି । ସେମାନଙ୍କ ଆର୍ଥତ୍କ...

ଧରିତ୍ରୀ ପ୍ରଭାବ: ସ୍କୁଲ ବାଟରୁ ବାଉଁଶ ଖୋଲିଲେ ଗ୍ରାମବାସୀ

ପାଟପୁର,୧୬ା୪-ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପକ୍ଷରୁ ୧୩୦ ସ୍କୁଲ କଲେଜରେ କ୍ବାରାଣ୍ଟାଇନ୍‌ କେନ୍ଦ୍ର ଖୋଲାଯାଇଥିବା ବେଳେ ସେଠାରେ ପ୍ରବାସୀଙ୍କୁ ସଙ୍ଗରୋଧରେ ରହିବା ବ୍ୟବସ୍ଥା କରାଯାଇଛି। ହେଲେ...

Advertisement
Archives

Model This Week