ଯୁବକଙ୍କୁ ମାରି କାଜୁଗଛରେ ଝୁଲାଇଦେଲେ, ଭୁବନେଶ୍ୱରରୁ ଗାଁକୁ ଫେରିବାବେଳେ…

ନୟାଗଡ଼,୪ା୯(ଲୋକନାଥ ମିଶ୍ର): ରଣପୁର ଥାନା ଦର୍ପନାରାୟଣପୁର ଫାଣ୍ଡି ଖତିଆ ଗୋପୀନାଥପୁର ରାସ୍ତାର ଏକ କାଜୁଗଛରେ ଜଣେ ଯୁବକଙ୍କୁ ହତ୍ୟା କରି ଝୁଲାଇ ଦିଆଯାଇଥିବା ଦେଖିବାକୁ ମିଳିଛି। ହତ୍ୟାର ଶିକାର ହୋଇଥିବା ଯୁବକଙ୍କ ନାଁ ମାନସ ବେହେରା। ଘର ଇଟାମାଟି ଥାନା କୋଡିଏ କାହାଣିଆ ଗାଁରେ। ମାନସ ଭୁବନେଶ୍ୱରରେ କାମ କରୁଥିଲେ। ଗୁରୁବାର ଘରକୁ ଫେରିଥିଲେ। ଦର୍ପନାରାୟଣପୁରରେ ବସ୍‌ରେ ଓହ୍ଲାଇବା ପରେ ଘରକୁ ବାଇକ୍‌ ଯୋଗେ ଯାଉଥିଲେ। ହେଲେ ଘରେ ପହଞ୍ଚି ନ ଥିଲେ। ଶୁକ୍ରବାର ସକାଳେ ଖତିଆ ଗୋପୀନାଥପୁର ରାସ୍ତାର ଏକ କାଜୁଗଛରେ ମୃତଦେହ ଝୁଲୁଥିବାର ଦେଖିବାକୁ ମିଳିଥିଲା। ମୃତଦେହ ଝୁଲୁଥିବା ଗଛ ପାଖରେ ବାଇକ୍‌ ରଖାଯାଇଛି। ଖବର ପାଇ ରଣପୁର ଓ ଇଟାମାଟି ଥାନା ପୋଲିସ ପହଞ୍ଚି ତଦନ୍ତ କରୁଛି। ପାରିପାର୍ଶ୍ୱିକ ସ୍ଥିତିକୁ ଅନୁଧ୍ୟାନ କଲେ ହତ୍ୟାକାଣ୍ଡ ପରି ଲାଗୁଥିବା ପୋଲିସ ସନ୍ଦେହ କରୁଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମଣିଷ ଭଳି ଭାବିବ AI! OpenAI ଲଞ୍ଚ କଲା GPT-6 Astra

ନୂଆଦିଲ୍ଲୀ,୪।୯: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ କ୍ଷେତ୍ରରେ ଆଉ ଏକ ବଡ଼ ପଦକ୍ଷେପ ନେଇଛି OpenAI । କମ୍ପାନୀ ନିଜର ନୂଆ AI ମଡେଲ୍ GPT-6 Astraର ରୋଲ୍‌ଆଉଟ୍ ଆରମ୍ଭ…

Vaibhav Sooryavanshi ଖେଳିବେ ନା ନାହିଁ? ନିଷ୍ପତ୍ତି ଗୌତମ ଗମ୍ଭୀରଙ୍କ ଉପରେ ନିର୍ଭର କରେ

ନୂଆଦିଲ୍ଲୀ,୪।୯: ଦକ୍ଷିଣ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଦୁଲୀପ ଟ୍ରଫି ଫାଇନାଲ ସେପ୍ଟେମ୍ବର 6 ରୁ ଚେନ୍ନାଇରେ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ମ୍ୟାଚରେ Vaibhav…

ମେଲୋନିଙ୍କୁ ଖାସ୍‌ ମେସେଜ୍‌ ପଠାଇଲେ ମୋଦି, କହିଲେ ଡିୟର…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୪।୯: ଇଟାଲୀର ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ଏକ ନୂଆ ରାଜନୈତିକ ରେକର୍ଡ ସୃଷ୍ଟି କରିଛନ୍ତି। ଏହି ଉପଲବ୍ଧି ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲୋନିଙ୍କୁ ଅଭିନନ୍ଦନ…

ସିଏମ୍‌ କିଷାନ ମେଳାରେ ଚାଷୀଙ୍କ ବିକ୍ଷୋଭ: ଅତିଥି ଭାଷଣ ଦେବାବେଳେ…

ନୟାଗଡ଼,୪ା୯(ଲୋକନାଥ ମିଶ୍ର): ନୟାଗଡ଼ ବ୍ଲକରେ ଶୁକ୍ରବାର ଅନୁଷ୍ଠିତ ସିଏମ୍‌ କିଷାନ ମେଳାରେ ଚାଷୀମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ ସ୍ବାଇଁ, ଜିଲା ମୁଖ୍ୟ କୃଷି…

ଜନ୍ମାଷ୍ଟମୀରେ ଗ୍ରହଙ୍କ ମହାସଂଯୋଗ: ଆଜିଠୁ ଆରମ୍ଭ ହେଲା କର୍କଟ ସମେତ ୪ ରାଶିଙ୍କ ଭଲ ଦିନ, ମାଲାମାଲ ହେବା ସହ…

ଧାର୍ମିକ ଦୃଷ୍ଟିରୁ ଜନ୍ମାଷ୍ଟମୀ ଦିନଟି ବେଶ ଗୁରୁତ୍ୱପୂର୍ଣ୍ଣ। ତେବେ ୨୦୨୬ର ଜନ୍ମାଷ୍ଟମୀ ଜ୍ୟୋତିଷ ଦୃଷ୍ଟିରୁ ମଧ୍ୟ ବିଶେଷ ବୋଲି କୁହାଯାଉଛି। ଜ୍ୟୋତିଷ ଅନୁସାରେ, ସେପ୍ଟେମ୍ବର ୪ ତାରିଖ…

ପିଠି କୁଣ୍ଡାଇ ମାସକୁ ରୋଜଗାର ୧୪ ଲକ୍ଷ, ମାର୍କେଟରେ ମିଳୁଛି ଏମିତି ସୁବିଧା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବେଜିଂ, ୪।୯: ଚାଇନାର ଜଣେ ୩୨ ବର୍ଷୀୟ ଉଦ୍ୟୋଗୀ ଏକ ସାଧାରଣ ସମସ୍ୟାକୁ ଏକ ଅନନ୍ୟ ଏବଂ ସଫଳ ବ୍ୟବସାୟିକ ଧାରଣାରେ ପରିଣତ କରିଛନ୍ତି। ଲୋକମାନେ ଏବେ…

ସିର୍ଜାପାଲିରେ ଜନ୍ମାଷ୍ଟମୀ ଉତ୍ସବ: କଂସ ଦରବାର ମୁଖ୍ୟ ଆକର୍ଷଣ

କର୍ଲାମୁଣ୍ଡା,୪।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପକ୍ଷରୁ କେସିଙ୍ଗା ବ୍ଲକ ସିର୍ଜାପାଲି ଗ୍ରାମରେ ଜନ୍ମାଷ୍ଟମୀ ଉତ୍ସବ ପାଳିତ ହୋଇଯାଇଛି। ଏହି…

ଚାଷୀଙ୍କ ଖାତାକୁ ଗଲା ସିଏମ୍‌ କିଷାନ ଯୋଜନା ଟଙ୍କା, ଗଞ୍ଜାମର ଏତିକି ଚାଷୀ ପାଇଲେ…

ଛତ୍ରପୁର,୪ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ପବିତ୍ର ଜନ୍ମାଷ୍ଟମୀ ଅବସରରେ ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ରବି ଋତୁ ୨୦୨୬-୨୭ ପାଇଁ ‘ମୁଖ୍ୟମନ୍ତ୍ରୀ କିଷାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri