ଯୁବକଙ୍କୁ ହତ୍ୟା କରି ଗଛରେ ଟାଙ୍ଗିଦେଲେ

ଆନନ୍ଦପୁର,୧୬ା୬(ସୁଶାନ୍ତ କୁମାର ସାହୁ): ପୋଖରୀ କୂଳ ଗଛରେ ଝୁଲୁଛି ମୃତଦେହ। ପାରିପାଶର୍‌ବିକ ସ୍ଥିତିରୁ କେହି ହତ୍ୟା କରି ଝୁଲାଇ ଦେଇଥିବା ଅଭିଯୋଗ ଆଣିଲେ ପରିବାର ଲୋକ। ଘଷିପୁରା ଥାନା ଶୈଲଙ୍ଗ ପୋଖରୀ କୂଳ ଗଛରେ ଝୁଲୁଛି ଶୈଲଙ୍ଗ ଗ୍ରାମର ଧରଣୀ ରାଉତଙ୍କ ମୃତଦେହ। ସୋମବାର ସକାଳୁ ଗଛରେ ଧରଣୀଙ୍କ ମୃତଦେହ ଝୁଲୁଥିବା ଅବସ୍ଥାରେ ସ୍ଥାନୀୟ ଲୋକେ ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ। ପରିବାର ଲୋକେ ପାରିପାଶର୍‌ବିକ ସ୍ଥିତିକୁ ଦେଖି ଧରଣୀଙ୍କୁ କେହି ହତ୍ୟା କରି ଝୁଲାଇ ଦେଇଥିବା ଅଭିଯୋଗ କରିଛନ୍ତି। ଧରଣୀଙ୍କର କାହା ସହ ଶତ୍ରୁତା ନଥିଲା ସ୍ଥାନୀୟ ଅଞ୍ଚଳରେ ଜୁଆଖେଳ ହେଉଛି। ଏହି ଜୁଆଖେଳକୁ ନେଇ କେହି ହତ୍ୟା କରିଥାନ୍ତି ବୋଲି ପରିବାର ଲୋକେ କହିଛନ୍ତି। ଅନ୍ୟପକ୍ଷରେ ଖବରପାଇ ଘଷିପୁରା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଗ୍ନି-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୭ା୮(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଆଇଟିଆରରେ ଗୁରୁବାର ଅଗ୍ନି -୪ ମଧ୍ୟମ ଦୂରଗାମୀ ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ହୋଇଛି। ଏହି ପରୀକ୍ଷଣ ଷ୍ଟ୍ରାଟେଜିକ୍‌…

ଭାଲୁ ଆକ୍ରମଣରେ ଭଉଣୀଭାଇ ମୃତ: ମୃତଦେହ ପାଖରେ ଜଗି ରହିଲା ଭାଲୁ

ଉମରକୋଟ,୭।୮(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ସୀମାନ୍ତ ଛତିଶଗଡ଼ ରାଜ୍ୟ କାଙ୍କେର ଜିଲା ମରକାଟୋଲା ଗାଁରେ ଏକ ହିଂସ୍ର ମାଈ ଭାଲୁ ଆକ୍ରମଣରେ ଗୋଟିଏ ପରିବାରର ଦୁଇ ଭଉଣୀଭାଇଙ୍କର…

୧୧ କୋଟି ଟଙ୍କାର ଲଟେରି ଟିକେଟ ଅଳିଆରୁ ଉଦ୍ଧାରକଲେ ସଫେଇ କର୍ମଚାରୀ

ରୋମ୍‌,୭ା୮:ଇଟାଲୀରେ ଜଣେ ମହିଳା ୧୧ କୋଟି ଟଙ୍କା (୧ ମିଲିୟନ/ପ୍ରାୟ ୧୦.୯ କୋଟି ଟଙ୍କା)ର ମେଗା ଲଟେରି ଜିତିବା ପରେ ଭୁଲବଶତଃ ତାହାକୁ ଅଳିଆ ଗଦାରେ ଫିଙ୍ଗି…

ଘୂର୍ଣ୍ଣିବଳୟ ପ୍ରଭାବରେ ସପ୍ତାହେ ଯାଏ ପ୍ରବଳ ବର୍ଷା: ଅରେଞ୍ଜ ଓ୍ବାର୍ନିଂ ଜାରି, ଘଣ୍ଟାପ୍ରତି…

ଭୁବନେଶ୍ୱର,୭ା୮(ବନ୍ଦନା ସେଠୀ): ଉତ୍ତର ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚତାରେ ଉତ୍ତର-ପଶ୍ଚିମ…

ବୋହୂ ନିଖୋଜ, ଶାଶୁ ଥାନାରେ

ହାଟଡ଼ିହୀ/ଛେନାପଦୀ,୬l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଇଂଚୋଳ ଗ୍ରାମର ଜଣେ ବୋହୂ ନିଖୋଜ ହୋଇଯାଇଛନ୍ତି। ଏନେଇ ଶାଶୁ ଥାନାରେ ଦ୍ୱାରସ୍ଥ ହୋଇ ଅଭିଯୋଗ କରିଛନ୍ତି।…

୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ, ଥାନାରେ ମାମଲା

ହାଟଡ଼ିହୀ,୬l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଛେନାପଦୀ ବିଷ୍ଣୁପ୍ରିୟା ବାଳାଶ୍ରମରୁ ଜଣେ ୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ ହୋଇଯାଇଛନ୍ତି। ବିଭିନ୍ନ ସ୍ଥାନରେ ଖୋଜାଖୋଜି ପରେ ଛାତ୍ରଙ୍କ…

Video: ନୂଆ ରିଲ ଶେୟାର କଲେ ପ୍ରଧାନମନ୍ତ୍ରୀ ମୋଦି: କହିଲେ…

ନୂଆଦିଲ୍ଲୀ,୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଇନଷ୍ଟାଗ୍ରାମ ରିଲ ଶେୟାର କରିଛନ୍ତି। ଏହି ରିଲ ଜାତୀୟ ହସ୍ତତନ୍ତ ଦିବସ (୭ ଅଗଷ୍ଟରେ ପାଳିତ) ଅବସରରେ ପୋଷ୍ଟ କରାଯାଇଥିଲା।…

୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ: ବନ୍ଧା ହେଲେ ଅଭିଯୁକ୍ତ

ଦେବଗଡ,୬ା୮(ଶଶାଙ୍କ ଶେଖର ଝାଙ୍କର): ୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ ଅଭିଯୋଗରେ ଦେବଗଡ଼ ଥାନା ପୋଲିସ ଗୁରୁବାର ବାସୁଦେବପୁର ଗ୍ରାମର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri