ରାଜଧାନୀରେ ମର୍ଡର: ଯୁବକଙ୍କୁ ହତ୍ୟା କରି ରେଳଧାରଣାରେ ଫିଙ୍ଗିଦେଲେ ଦୁର୍ବୃତ୍ତ

ଭୁବନେଶ୍ୱରୀ,୨ା୧: ରାଜଧାନୀ ଭୁବନେଶ୍ବରରେ ଥମୁନି ମର୍ଡର। ଗୋଟିଏ ପରେ ଗୋଟିଏ ମୁଣ୍ଡ ଗଡ଼ାଇ ଚାଲିଛନ୍ତି ଦୁର୍ବୃତ୍ତ। ଗୁରୁବାର ପୁଣି ଏକ ବୀଭତ୍ସ ହତ୍ୟାକାଣ୍ଡ ସାମ୍ନାକୁ ଆସିଛି। ଜଣେ ଯୁବକଙ୍କୁ ଅତି ନିର୍ମମ ଭାବେ ହାଣି ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ମୃତ ଯୁବକଙ୍କ ନାମ ହେଲା ସ୍ବରାଜ ବେହେରା।

ମୃତଦେହଟି ପୁନାମା ଗେଟ୍‌ ନିକଟସ୍ଥ ରେଳ ଧାରଣାରୁ ଜବତ ହୋଇଛି। ତେବେ ସ୍ବରାଜଙ୍କ ପିଠି ଓ ଦେହରେ ଖଣ୍ଡାଚୋଟର ଚିହ୍ନ ରହିଥିବାରୁ ଏହା ଏକ ସୁଚିନ୍ତିତ ହତ୍ୟାକାଣ୍ଡ ବୋଲି ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡ଼ିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତନାଘନା ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ହାତୀଦାନ୍ତ ଜବତ, ୪ ଅଭିଯୁକ୍ତ ଅଟକ

ବାରିପଦା,୨୨ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଜଙ୍ଗଲରେ ହାତୀମାନେ ଅସୁରକ୍ଷିତ ହୋଇପଡ଼ିଲେଣି। ଶିକାରୀମାନେ ଜଙ୍ଗଲ ଭିତରେ ପଶି ହାତୀଙ୍କୁ ମାରି ସେମାନଙ୍କ ଦାନ୍ତ ଚୋରାଚାଲାଣ କରୁଛନ୍ତି। ବୁଧବାର ଧରାପଡ଼ିଛନ୍ତି...

ଖୋଲିବ ଗୁମର, ଫସିବେ ବବି !

ଭୁବନେଶ୍ୱର,୨୨ା୧: ଖୋଲିବ ଗୁମର। ପୁଣି ଫସିବେ ବିଜେଡି ନେତା ବବି ଦାସ। ଭାଜପା ସରକାର ବବିଙ୍କ ଉପରେ କଡ଼ା ଆକ୍ସନ ନେବେ ବୋଲି ରାଜନୈତିକ ମହଲରେ...

ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି-୨୦୨୦: ଲାଗୁ ହେଲେ ବନ୍ଦ ହୋଇଯିବ ଅଙ୍ଗନବାଡି!

ଭୁବନେଶ୍ୱର,୨୨।୧: ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି (NEP) କାର୍ଯ୍ୟକାରୀ କରିବା ପାଇଁ ପ୍ରକ୍ରିୟାକୁ ତ୍ୱରାନ୍ବିତ କରି, ରାଜ୍ୟ ସରକାର ପ୍ରଥମ ଶ୍ରେଣୀରୁ ୬ ବର୍ଷରୁ ଅଧିକ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢିଲା ଭତ୍ତା ଟଙ୍କା, ଏଣିକି ମିଳିବ ୨୫ହଜାର ଟଙ୍କା

ଭୁବନେଶ୍ୱର,୨୨।୧: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପୁଣି ବଡ଼ ଘୋଷଣା । ବଢାଇଲେ ଭତ୍ତା । ପାଚକ ଓ ପାଚିକାଙ୍କ ପାରିଶ୍ରମିକ ୧ ହଜାର ଟଙ୍କା ବୃଦ୍ଧିକରି...

ବିଦ୍ୟାଳୟରେ ତାଲା ପକାଇଲେ ଅଭିଭାବକ

ବଣାଇଁ,୨୨ା୧(ପ୍ରଦୀପ ତ୍ରିପାଠୀ): ବିଗତ ୧୯୧୩ ଅର୍ଥାତ୍‌ ସ୍ବାଧୀନତାର ୩୫ ବର୍ଷ ପୂର୍ବରୁ ସ୍ଥାପିତ ଝିର୍ଡ଼ାପାଲୀ ପ୍ରାଥମିକ ବିଦ୍ୟାଳୟରେ ଅଚଳାବସ୍ଥା ନେଇ ବୁଧବାର ଗ୍ରାମବାସୀ ଓ ଅଭିଭାବକ...

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ସୁଭଦ୍ରାରେ ୧୫୭ ପୁରୁଷ କରିଛନ୍ତି ଆବେଦନ

ଭୁବନେଶ୍ୱର,୨୨ା୧: ସୁଭଦ୍ରା ଯୋଜନାରେ ପୁରୁଷମାନେ ଆବେଦନ କରିଥିବା ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ରାଜ୍ୟର ୧୫୭ ଜଣ ପୁରୁଷ ସୁଭଦ୍ରାରେ ଆବେଦନ...

ନବୀନ ପଟ୍ଟନାୟକଙ୍କ ଗୁମର ଖୋଲିଲେ ପୂର୍ବତନ ପୋଲିସ ଡିଜି: ରାଜ୍ୟରେ ପଡିଗଲା ଚହଳ

ଭୁବନେଶ୍ୱର,୨୨।୧: ପୂର୍ବତନ ପୋଲିସ ଡିଜି ତଥା ଭାଜପା ନେତା ପ୍ରକାଶ ମିଶ୍ରଙ୍କ ବହି ‘କମେଡି ଇନ୍‌ ଖାକି’ ରାଜ୍ୟ ରାଜନୀତିରେ ଚହଳ ସୃଷ୍ଟି କରିଛି। ଏହି...

କମିଲା ଶୀତ, ବଢ଼ିଲା ତାପମାତ୍ରା: ଏହି ଦିନ ପର୍ଯ୍ୟନ୍ତ ଘନ କୁହୁଡି

ଭୁବନେଶ୍ୱର,୨୨ା୧(ଅନୁରାଧା ମହାରଣା):ରାଜ୍ୟର ବିଭିନ୍ନ ସ୍ଥାନରେ ଦିନ ତାପମାତ୍ରା ୧ରୁ ୨ ଡିଗ୍ରୀ ବୃଦ୍ଧି ପାଇଛି। ଆସନ୍ତା ୨୪ ଘଣ୍ଟା ପରେ ରାତି ତାପମାତ୍ରା ମଧ୍ୟ ବଢ଼ିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri