ଯୁବକଙ୍କୁ ହତ୍ୟା କରି ସୁଟ୍‌କେସରେ ପୂରାଇ ଫିଙ୍ଗିଦେଲେ

ଖୋର୍ଦ୍ଧା ଅଫିସ,୨୨ା୧(.): ଖୋର୍ଦ୍ଧା ଜିଲା ନାଚୁଣୀ ଥାନା ହରିପୁର ଫରେଷ୍ଟ ଜଙ୍ଗଲରୁ ଜଙ୍ଗଲ ମଧ୍ୟରେ ପଡ଼ିଥିବା ଏକ ସୁଟ୍‌କେସରୁ ଜଣେ ଯୁବକଙ୍କ ମୃତଦେହ ଜବତ କରାଯାଇଛି। ନାଚୁଣୀ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ସୂଚନାନୁଯାୟୀ, ରବିବାର ହରିପୁର ଜଙ୍ଗଲରେ ଏକ ସୁଟ୍‌କେସ୍‌ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖି ନାଚୁଣୀ ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ସୁଟ୍‌କେସ ଜବତ କରିଛି। ଯାଞ୍ଚ ବେଳେ ଏଥିରୁ ଜଣେ ଯୁବକଙ୍କ ମୃତଦେହ ଥିବାର ଦେଖିବାକୁ ମିଳିଛି। ଯୁବକଙ୍କୁ କେହି ଦୁର୍ବୃତ୍ତ ହତ୍ୟା କରି ସୁଟ୍‌କେସ ଭିତିରେ ଭର୍ତ୍ତି କରି ଜଙ୍ଗଲରେ ଫିଙ୍ଗି ଦେଇଥିବା ଅନୁମାନ କରାଯାଉଛି ।
ପୋଲିସ ଘଟଣାସ୍ଥଳରେ ଛାନ୍‌ଭିନ୍‌ ଜାରି ରଖିଛି। ମୃତ ଯୁବକ ଜଣକ ପରିଚୟ ଏଯାଏ ସ୍ପଷ୍ଟ ହୋଇନାହିଁ। ଯୁବକଙ୍କୁ ଅନ୍ୟ କେଉଁଠି ହତ୍ୟା କରିବା ପରେ ହତ୍ୟାକାରୀମାନେ ଏଠାରେ ଫିଙ୍ଗି ଦେଇଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଏନେଇ ଅଧିକ ତଦନ୍ତ ଜାରି ରହିଥିବା ବାଲୁଗାଁ ଏସ୍‌ଡିପିଓ ମାନସ ରଞ୍ଜନ ବାରିକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

Facebookରେ ଲାଇଭ୍‌ ଆସିଲେ,ବେକରେ ରଶି ଲଗାଇ ଝୁଲି ପଡ଼ିଲେ…ସ୍ତ୍ରୀଙ୍କ ସହ ବିବାଦ ପରେ…

ବରେଲୀ,୧୯।୮: ଉତ୍ତରପ୍ରଦେଶର ବରେଲୀ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ପାରିବାରିକ ବିବାଦକୁ କେନ୍ଦ୍ର କରି ଜଣେ ଯୁବକ ଫେସବୁକ୍‌ରେ ଲାଇଭ୍ ଆସି ଆତ୍ମହତ୍ୟା…

କେବେ ବାନ୍ଧିବେ ରାକ୍ଷୀ? ୨୭ ନା ୨୮, ଜାଣନ୍ତୁ ତାରିଖ

ରାକ୍ଷୀ ପୂର୍ଣ୍ଣିମା ଏକ ଲୋକପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ…

ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନିତ କରିବ ପାକିସ୍ତାନ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମାବାଦ,୧୯।୮: ପାକିସ୍ତାନ ସରକାର ମହମ୍ମଦ ଅଲୀ ଜିନ୍ନାଙ୍କ ଗୁରୁତର ଅସୁସ୍ଥତାକୁ ଗୋପନ ରଖିବା ଏବଂ ତାଙ୍କର ଚିକିତ୍ସା କରିଥିବା ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନ ଦେବାକୁ ଘୋଷଣା…

ପାକିସ୍ତାନକୁ ବିଶ୍ୱକପ୍‌ରୁ ବିଦା କଲା ଭାରତ

ନୂଆଦିଲ୍ଲୀ,୧୯।୮: FIH ହକି ବିଶ୍ୱକପ୍ ୨୦୨୬ ର ଏକ ରୋମାଞ୍ଚକର ମ୍ୟାଚ୍‌ରେ ଭାରତୀୟ ପୁରୁଷ ହକି ଦଳ ପାକିସ୍ତାନକୁ ୫-୩ ଗୋଲ୍‌ରେ ପରାସ୍ତ କରି ପରବର୍ତ୍ତୀ ରାଉଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri