ଯୁବକଙ୍କୁ ହତ୍ୟା କରି ରାସ୍ତାରେ ଫିଙ୍ଗିଦେଲେ ଦୁର୍ବୃତ୍ତ

ହରଭଙ୍ଗା,୩୦ା୧୦(ଡି.ଏନ୍‌.ଏ.): ବୌଦ୍ଧ ଜିଲା ପୁରୁଣାକଟକ ଥାନା ସିଙ୍ଗାଣିବିଡ଼ା ନିକଟରେ ଗୁରୁବାର ରାତିରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରି ରାସ୍ତାକଡ଼ରେ ଫିଙ୍ଗି ଦେଇଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ, ମୃତ ଯୁବକ ଜଣକ ହରଭଙ୍ଗା ବ୍ଲକ ତିଲେଶ୍ବର ପଞ୍ଚାୟତ ବାଦିକଟା ଗ୍ରାମର ଅର୍ଜୁନ ପାତ୍ର (୩୫) ବୋଲି ଜଣାପଡ଼ିଛି । କେହି ଦୁର୍ବୃତ୍ତ ଅର୍ଜୁନଙ୍କୁ ହତ୍ୟା କରି ରାସ୍ତା କଡ଼ରେ ଆଣି ଫିଙ୍ଗି ଦେଇଥିବା ବେଳେ ଶୁକ୍ରବାର ସକାଳୁ ସ୍ଥାନୀୟ ଲୋକେ ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ। ପରେ ପୋଲିସକୁ ଖବର ଦେବାରୁ ପୁରୁଣାକଟକ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଥିବା ଜଣାପଡ଼ିଛି। ଅର୍ଜୁନ ଏକ କ୍ରସର କମ୍ପାନୀରେ ଓ୍ବେଲଡିଂ ମିସ୍ତ୍ରୀ ଭାବେ କାର୍ଯ୍ୟ କରୁଥିବା ତାଙ୍କର ସମ୍ପର୍କୀୟ ଲୋକମାନେ କହିଛନ୍ତି। ପ୍ରେମ ସମ୍ପର୍କକୁ ନେଇ ଏପରି କାଣ୍ଡ ଘଟିଥିବା ସାଧାରଣରେ ଆଲୋଚନା ହେଉଛି। ଅନ୍ୟପକ୍ଷରେ ପୋଲିସ ଘଟଣାର ଛାନଭିନ୍‌ କରୁଥିବା ବେଳେ ତଦନ୍ତ ପରେ ସତ୍ୟାସତ୍ୟ ଜଣାପଡ଼ିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂରଣ ହେଲାନି ସହରବାସୀଙ୍କ ସ୍ବପ୍ନ

ବାଲେଶ୍ୱର ଅଫିସ, ୧୬।୩(ମାନସ ବିଶ୍ୱାଳ)-ସଂସ୍କୃତିସମ୍ପନ୍ନ ବାଲେଶ୍ୱର ସହରରେ ଜନସଂଖ୍ୟା ଓ ପରିସୀମା ବୃଦ୍ଧି ପାଉଥିବାବେଳେ ଆଧୁନିକ ଜୀବନଧାରା ସହ ତାଳ ଦେଇ ଚାଲିବା ପାଇଁ ଭିତ୍ତିଭୂମି...

କୃଷକ ସଭାର ବିକ୍ଷୋଭ, ସ୍ମାରକପତ୍ର ପ୍ରଦାନ

ଛତ୍ରପୁର,୩।୮(ଡି.ଏନ.ଏ.)ଅଖିଳ ଭାରତ କୃଷକ ସଭା ଅନୁବଦ୍ଧିତ ଓଡିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ଶନିବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ...

ପାଣି ପାଇଁ ରାସ୍ତାରୋକୋ

ଉଦଳା,୮।୬ (ଡି.ଏନ.ଏ.) ପାନୀୟ ଜଳ ପାଇଁ ହୀନସ୍ତା ଭୋଗୁଥିବା ମୟୂରଭଞ୍ଜ ଜିଲା ଉଦଳା ବ୍ଲକ ବଡ଼ଖମଣ ପଞ୍ଚାୟତ ଅଧୀନ ଅନନ୍ତପୁର ଗ୍ରାମବାସୀ ରାସ୍ତାରୋକୋ କରିଛନ୍ତି। ଶୁଦ୍ଧ...

ମା’ ଭଣ୍ଡାରଘରଣୀଙ୍କ ବିଜୟ ଉତ୍ସବ

ନବରଙ୍ଗପୁର,୨୬ା୧୦(ବି.ପ୍ର.)- ନବରଙ୍ଗପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ଭଣ୍ଡାରଘରଣୀଙ୍କ ବିଜୟା ଦଶମୀ ପୂଜା ରବିବାର ରାତିରେ ସମାପନ ହୋଇଯାଇଛି। ସନ୍ଧ୍ୟାରେ ମା’ଙ୍କ ବିଜୟ ଶୋଭାଯାତ୍ରା ବାହାରିଥିଲା।...

ଶ୍ରୀମନ୍ଦିରରେ ନୃସିଂହ ଜନ୍ମ ନୀତି

ପୁରୀ ଅଫିସ,୭ା୫: ବୈଶାଖ ଶୁକ୍ଲ ଚତୁର୍ଦ୍ଦଶୀ ତଥା ନୃସିଂହ ଚତୁର୍ଦ୍ଦଶୀରେ ଶ୍ରୀମନ୍ଦିରରେ ନୃସିଂହ ଜନ୍ମ ନୀତି ସମ୍ପନ୍ନ ହୋଇଛି। ଯାତ ଭୋଗ ସରିବା ପରେ ଠାକୁର...

ବ୍ରହ୍ମପୁରରୁ ବସ୍‌ ଯୋଗେ ପଶ୍ଚିମବଙ୍ଗ ଗଲେ ୩୮ ଶ୍ରମିକ

ବ୍ରହ୍ମପୁର ଅଫିସ,୮ା୫- ଲକ୍‌ଡାଉନ୍‌ ପରେ ବ୍ରହ୍ମପୁରର ବିଭିନ୍ନ ସ୍ଥାନରେ ରହିଯାଇଥିବା ୩୮ ଜଣ ଶ୍ରମିକଙ୍କୁ ଶୁକ୍ରବାର ରାତିରେ ଏକ ବସ୍‌ ଯୋଗେ ପଶ୍ଚିମବଙ୍ଗ ପଠାଯାଇଛି। ବିଏମ୍‌ସି...

ନିଶରେ ଟ୍ରାକ୍ଟର ଟାଣି ଚର୍ଚ୍ଚାରେ ବାଲେଶ୍ୱରର ଶୁଭପ୍ରସାଦ

ବାଲେଶ୍ୱର ଅଫିସ, ୧୮।୧୨: ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅଧୀନ ତାଳପଦା ଭିଲ୍ଲା ଗ୍ରାମର ଶୁଭପ୍ରସାଦ ମଳିକ ନିଶରେ ଟ୍ରାକ୍ଟର ଟାଣି ଚର୍ଚ୍ଚାକୁ ଆସିଛନ୍ତି। ପଶ୍ଚିମବଙ୍ଗ...

ସ୍ପଷ୍ଟ ଦିବାଲୋକରେ ଲୁଟେରା ଆତଙ୍କ: ବାଇକ୍‌ ଡିକି ଭାଙ୍ଗି ୨୯ ହଜାର ଲୁଟ୍‌

ଭୁବନ, ୨୬।୭(ଡି.ଏନ.ଏ.)-ଭୁବନ ବସ୍‌ଷ୍ଟାଣ୍ଡରୁ ଶୁକ୍ରବାର ଅପରାହ୍ନ ୨ଟାରେ ବାଇକ୍‌ ଡିକି ଭାଙ୍ଗି ୨୯ ହଜାର ଟଙ୍କା ଏବଂ ଜରୁରୀ କାଗଜପତ୍ର ଲୁଟ୍‌ ହୋଇଛି। ଲୁଟ୍‌ର ଶିକାରଯ...

Advertisement
Archives

Model This Week