ସ୍ତ୍ରୀହନ୍ତାଙ୍କୁ ଆଜୀବନ କାରାଦଣ୍ଡ

ଝାରସୁଗୁଡ଼ା ଅଫିସ,୮ା୩: ସ୍ତ୍ରୀ ହତ୍ୟା ମାମଲାର ବିଚାର କରି ଝାରସୁଗୁଡ଼ା ଜିଲା ଦୌରାଜଜ୍‌ ସତ୍ୟବ୍ରତ ମିଶ୍ର ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଅଭିଯୁକ୍ତ ସ୍ବାମୀ ହେଲେ ଝାରସୁଗୁଡ଼ା ସେଲ୍ସଟ୍ୟାକ୍ସ କାର୍ଯ୍ୟାଳୟର ଅବସରପ୍ରାପ୍ତ ପିଅନ ଗୋବିନ୍ଦ ଖାତି। ତାଙ୍କୁ ୩୦୨ ଦଫାରେ ଆଜୀବନ କାରାଦଣ୍ଡ ଓ ୨୦୨ଦଫାରେ ୫ବର୍ଷ ସଶ୍ରମ କାରାଦଣ୍ଡ ସହ ୩ହଜାର ଟଙ୍କା ଜରିମାନା ଦେବା ପାଇଁ ରାୟରେ ପ୍ରକାଶ ପାଇଛି ।

୧୬ଜଣଙ୍କ ସାକ୍ଷ୍ୟ ଓ ପ୍ରମାଣକୁ ଆଧାରକରି ବିଚାରପତି ରାୟ ପ୍ରକାଶ କରିଛନ୍ତି। ଏହି ମାମଲାରେ ସରକାରଙ୍କ ତରଫରୁ ଅତିରିକ୍ତ ପିପି ଗଙ୍ଗାଧର ଗଡ଼ନାୟକ ମାମଲା ପରିଚାଳନା କରୁଥିଲେ। ସୂଚନାଯୋଗ୍ୟ, ୨୦୧୪ ମେ ୨୩ରେ ଗୋବିନ୍ଦ ସ୍ତ୍ରୀ ଲକ୍ଷ୍ମୀ ପ୍ରଧାନଙ୍କୁ ହତ୍ୟାକରି ପ୍ରମାଣ ନଷ୍ଟ ପାଇଁ ବଢ଼େଇମୁଣ୍ଡାର ଏକ ପରିତ୍ୟକ୍ତ ଘରେ ନିଆଁ ଲଗାଇ ମୃତଦେହ ପୋଡ଼ିଦେଇଥିଲେ। ଏହା ଜଣାପଡିବା ପରେ ପୋଲିସ ଝାରସୁଗୁଡ଼ା ଟାଉନ ଥାନା କେସ୍‌ ନଂ.୨୦୮/୧୪ରେ ଏକ ହତ୍ୟା ମାମଲା ରୁଜୁକରି ତଦନ୍ତ ଚଳାଇଥିଲା। ପରେ ପୋଲିସ ଅଭିଯୁକ୍ତ ସ୍ବାମୀଙ୍କୁ ସେତେବେଳେ ଗିରଫ କରି କୋର୍ଟ ଚାଲାଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

Mahashivratri 2026: ଜାଗରରେ ମଙ୍ଗଳଙ୍କ ମହାପରିବର୍ତ୍ତନ, ଏହି ୩ରାଶିର ବାଜିବ ଲଟେରୀ!

ମହାଶିବରାତ୍ରି ପର୍ୱକୁ ଭଗବାନ ଶିବଙ୍କ ପୂଜା ଏବଂ ଭକ୍ତିର ସର୍ୱୋତ୍ତମ ଉତ୍ସବ ଭାବରେ ବିବେଚନା କରାଯାଏ। ଏହି ବର୍ଷ ମହାଶିବରାତ୍ରିକୁ ବହୁତ ସ୍ୱତନ୍ତ୍ର ଭାବରେ ବିବେଚନା କରାଯାଏ…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

India vs Pakistan: ଭାରତ-ପାକିସ୍ତାନ ମ୍ୟାଚ୍‌କୁ ନେଇ ସବୁଠୁ ବଡ଼ ଭବିଷ୍ୟବାଣୀ! ଜିତିବ ଏହି ଟିମ୍‌ …

କଲମ୍ୱୋ,୧୫ା୨: ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ୍‌ ୨୦୨୬ର ସବୁଠୁ ହାଇ ଭୋଲଟେଜ୍ ମୁକାବିଲା ଆସନ୍ତାକାଲି ଖେଳାଯିବ । ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦୀଙ୍କ ମଧ୍ୟରେ ଘମାଘୋଟ୍‌ ଲଢେଇ ହେବାକୁ ଯାଉଛି…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

୪୫ତମ ବାର୍ଷିକ ଉତ୍ସବ ପାଳିଲା କେସିଙ୍ଗା ମହାବିଦ୍ୟାଳୟ, ଛାତ୍ରୀଛାତ୍ରମାନଙ୍କୁ କର୍ମଯୋଗୀ ହେବାକୁ…

କେସିଙ୍ଗା, ୧୫।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ୪୫ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଶନିବାର ଅନୁଷ୍ଠିତ ଏହି ଉତ୍ସବରେ ଅଧ୍ୟକ୍ଷ ସୁଶାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri