Posted inଜାତୀୟ

ହତ୍ୟାକାରୀ ଦୁଇଭାଇଙ୍କୁ ମାରି ଚର୍ଚ୍ଚିତ ଗ୍ୟାଙ୍ଗଷ୍ଟର୍‌ ହେବାକୁ ଚାହୁଁଥିଲେ: ୟୁପି ପୋଲିସ

ନୂଆଦିଲ୍ଲୀ, ୧୬।୪: ଅତିକ ଅହମ୍ମଦ ଓ ଅଶରଫଙ୍କ ୩ ହତ୍ୟାକାରୀଙ୍କୁ ଗିରଫ କରିବା ପରେ ୟୁପି ପୋଲିସ ପଚରାଉଚରା କରିଛି। ତେବେ ୟୁପି ପୋଲିସ କହିବାନୁସାରେ, ହତ୍ୟାକାରୀ ପପୁଲାର୍‌ ଗ୍ୟାଙ୍ଗଷ୍ଟର୍‌ ହେବା ପାଇଁ ଦୁଇଭାଇଙ୍କୁ ହତ୍ୟା କରିଛନ୍ତି।
ଯେତେବେଳେ ୟୁପି ପୋଲିସ ହତ୍ୟାକାରୀଙ୍କୁ ସେମାନଙ୍କର ଉଦ୍ଦେଶ୍ୟ ପଚାରିଥିଲା, ସେମାନେ ଅତିକ ଅହମ୍ମଦ ଓ ଅଶରଫକୁ ମାରି ଚର୍ଚ୍ଚିତ ହେବାକୁ ଚାହୁଁଥିଲେ ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅସଫଳତାକୁ ସ୍ବୀକାର

ବିଶ୍ୱକପ୍‌ ଫୁଟ୍‌ବଲ-୨୦୨୬ରେ ଆର୍ଜେଣ୍ଟିନାକୁ ହରାଇ ସ୍ପେନ୍‌ ଚାମ୍ପିୟନ ହେବା ଦୁଇମାସ ବିତିଗଲାଣି। ଭାରତରେ ଗୋଟେ ଚର୍ଚ୍ଚା ଚାଲିଛି ଆମ ଦେଶ କେବେ ଫୁଟ୍‌ବଲ ବିଶ୍ୱ ମଞ୍ଚରେ ଖେଳିବାକୁ…

୫୫ରୁ ୬୫ କିମି ବେଗରେ ବହିବ ପବନ: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୩ା୯:ବଙ୍ଗୋପସାଗରରେ ସକ୍ରିୟ ଥିବା ଗଭୀର ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ବୁଧବାର ରାତି କିମ୍ବା ଗୁରୁବାର ସକାଳ ସୁଦ୍ଧା ବିଶାଖାପାଟଣାମ୍‌ ଓ ଗୋପାଳପୁର ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ…

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

IMD ଡିଜିଙ୍କ ବଡ଼ ସୂଚନା, ୨୩ ରାତିରେ ଉପକୂଳ ଅତିକ୍ରମ କରିବ ବାତ୍ୟା

ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ। ମଙ୍ଗଳବାର ସାରୁ ରାତି ଭିତରେ ଅବପାତ ଗଭୀର ଅବପାତର ରୂପ ନେବ। ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ…

୮ମ ବେତନ ଆୟୋଗକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ସରକାରୀ କର୍ମଚାରୀଙ୍କୁ ମିଳିବ ୧୮ ଲକ୍ଷ ଟଙ୍କାର…

ନୂଆଦିଲ୍ଲୀ,୨୨।୯: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ଅପେକ୍ଷା ଜାରି ରହିଛି। ବର୍ତ୍ତମାନ ଆୟୋଗ ବିଭିନ୍ନ କର୍ମଚାରୀ ସଂଗଠନ ସହ ଆଲୋଚନା କରୁଛି। ରିପୋର୍ଟ ଲାଗୁ…

ବଳାତ୍କାର ମାମଲାରେ କେଉଁ ରାଜ୍ୟ ଆଗରେ? ଓଡ଼ିଶାର ସ୍ଥିତି ଜାଣି ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ବିହାରର ଜମୁଇ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣାକୁ ନେଇ ଚର୍ଚ୍ଚା ଜୋର ଧରିଛି। ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଏକ ଭିଡିଓରେ ଜଣେ ନାବାଳିକା…

ଗ୍ରାଚ୍ୟୁଇଟିକୁୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପାଇଁ…

ନୂଆଦିଲ୍‌ଲୀ,୨୨।୯: ସୁପ୍ରିମକୋର୍ଟଙ୍କ ଦ୍ୱାରା ଗ୍ରାଚ୍ୟୁଇଟିକୁ ନେଇ ଏକ ବଡ଼ ରାୟ ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ ଚୁକ୍ତିଭିତ୍ତିକ (କଣ୍ଟ୍ରାକ୍ଟ) କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କ ପାଇଁ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?