ଶିଶୁକନ୍ୟାକୁ ହତ୍ୟା କରି କଟାମୁଣ୍ଡ ଧରି ଗାଁ ଦାଣ୍ଡରେ ବୁଲିଲେ ଯୁବକ

ଜମନକିରା,୨୫ା୩(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ଥାନା କସଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏକ ଆଠ ବର୍ଷର ଶିଶୁକନ୍ୟାାର ଗଳା କାଟି ହତ୍ୟା କରିଛନ୍ତି ଦୁର୍ବୃତ୍ତ। କସଡ଼ା ଗାଁର ନବକିଶୋର ଧରୁଆଙ୍କ ଆଠ ବର୍ଷର ଝିଅ ଲୁସି ଘର ପାଖ ଚାଷ ଜମିକୁ ଶୌଚ ହେବାକୁ ଯାଇଥିଲା। ଏହି ସମୟରେ ଗାଁର ପ୍ରଶାନ୍ତ ବଗାର ଏକ ଟାଙ୍ଗିଆରେ ତାଙ୍କୁ ହତ୍ୟା କରିଥିଲେ। ହତ୍ୟା କରିବା ପରେ କଟା ମୁଣ୍ଡକୁ ଧରି ଗାଁ ଦାଣ୍ଡରେ ବୁଲିଥିଲେ। ପ୍ରଜାଲିନର ପରିବାର ଲୋକେ ମହୁଲ ଗୋଟାଇବାକୁ ଯାଇଥିବା ବେଳେ ଏଭଳି ଘଟଣା ଦେଖିବାକୁ ପାଇଥିଲେ। ଖବର ପାଇ ଜମନକିରା ପୋଲିସ ଘଟଣାସ୍ଥଳରେ ପହଞ୍ଚି ପ୍ରଶାନ୍ତଙ୍କୁ କାବୁ କରି ତଦନ୍ତ ଆରମ୍ଭ କରିଛି। ଅଭିଯୁକ୍ତ ପ୍ରଶାନ୍ତ ବିବାହିତ ଥିବା ବେଳେ ଘରେ ସ୍ତ୍ରୀ ଓ ଗୋଟିଏ ପିଲା ଥିବା ଜଣାଯାଇଛ।


Enter your email to get our daily news in your inbox.

All Right Reserved By Dharitri.Com

୬୦ ବସ୍ତା କାଠ ଅଙ୍ଗାର ଜବତ, ୨ ଗିରଫ

କେନ୍ଦୁଝର,୧୧ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ରେଞ୍ଜ ବନବିଭାଗ ଗୁରୁବାର ଅଟେଇ ସରକ୍ଷିତ ଜଙ୍ଗଲରୁ ଚୋରା ଚାଲାଣ ହେଉଥିବା ଏକ କାଠ ଅଙ୍ଗାର (କୋଇଲା) ବୋଝେଇ ପିକଅପ୍‌...

ଟ୍ରଲର ମାଡ଼ରେ ଯାଉଛି ଅଲିଭ୍‌ରିଡ୍‌ଲେଙ୍କ ଜୀବନ

ରାଜନଗର, ୧୯ା୧୨(ଡି.ଏନ.ଏ.):ହିନ୍ଦୁ ଶାସ୍ତ୍ରରେ ଭଗବାନଙ୍କ ଦ୍ୱିତୀୟ ଅବତାର ରୂପେ କଇଁଛଙ୍କୁ ସ୍ଥାନ ଦିଆଯାଇଛି। ସମୁଦ୍ର ମନ୍ଥନ ସମୟରେ କଇଁଛଙ୍କ ପିଠିରେ ମନ୍ଦରାଚଳ ପର୍ବତକୁ ରଖାଯାଇ ଘୂର୍ଣ୍ଣନ...

ଅଳିଆ ଆବର୍ଜନାରେ ଭରପୂର ମେଡିକାଲ ପରିସର

ଗଞ୍ଜାମ,୨୦।୧୧(ଡି.ଏନ୍‌.ଏ.): ସହରକୁ ସ୍ବଚ୍ଛ ଓ ସୁନ୍ଦର ନିମନ୍ତେ ସ୍ବଚ୍ଛ ଭାରତ ମିଶନରେ ସରକାର ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରୁଛନ୍ତି l କିନ୍ତୁ କିଛି ସ୍ଥାନରେ...

ଅଭିନେତା ଅଜିତ ଦାସଙ୍କୁ କରୋନା

ଭୁବନେଶ୍ୱର(ବ୍ୟୁରୋ),୨ା୯: ବରିଷ୍ଠ ଓଡ଼ିଆ ସିନେ ଅଭିନେତା ତଥା ନାଟ୍ୟକାର ଅଜିତ ଦାସ କରୋନାରେ ଆକ୍ରାନ୍ତ ହୋଇଥିବା ତାଙ୍କ ପରିବାର ସୂତ୍ରରୁ ସୂଚନା ମିଳିଛି। ସୋମବାର ଦାସ...

ମ୍ୟୁନିସିପାଲିଟି କରୋନା ଯୋଦ୍ଧାଙ୍କୁ ଔଷଧ ବ୍ୟବସାୟୀ ସଂଘର ସହାୟତା

ବଲାଙ୍ଗୀର ଅଫିସ, ୨୧ା୪: କରୋନା ସଂକ୍ରମଣକୁ ଖାତିର ନ କରି ଲକ୍‌ଡାଉନ୍‌ ସମୟରେ ଜନସାଧାରଣଙ୍କୁ ସେବା ଯୋଗାଇ ଆସୁଥିବା ମ୍ୟୁନିସିପାଲିଟି କର୍ମଚାରୀଙ୍କୁ ବଲାଙ୍ଗୀର ଔଷଧ ବ୍ୟବସାୟୀ...

ସ୍ମିତାରାଣୀ ପ୍ରସଙ୍ଗରେ ଯାହା ଯୁକ୍ତିଯୁକ୍ତ ତାହା କରାଯିବ: ମନ୍ତ୍ରୀ

ଭୁବନେଶ୍ୱର,୮।୨(ବ୍ୟୁରୋ): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ ନିର୍ବାହୀ ଅଧିକାରିଣୀ(ପିଇଓ)୍‌ ସ୍ମିତାରାଣୀ ବିଶ୍ୱାଳ ମୃତ୍ୟୁ ଘଟଣାର ଏକମାତ୍ର ମୂକସାକ୍ଷୀ ବିବାଦୀୟ ଅତିଥି ଭବନ ଭଙ୍ଗାଯିବା...

ପଥର ଖାଦାନ ପାଇଁ ବଳିପଡ଼ିଲା ତୈଳଭଣ୍ଡାର

ଯାଜପୁର ଅଫିସ,୫ା୮: ଯାଜପୁର ଜିଲା ଚଣ୍ଡିଖୋଲଠାରେ ପ୍ରସ୍ତାବିତ ଦେଶର ୪ର୍ଥ ସର୍ବବୃହତ୍‌ ତୈଳଭଣ୍ଡାର ପଥର ଖାଦାନ ପାଇଁ ବଳିପଡିଛି। କ୍ୟାବିନେଟ ମଞ୍ଜୁରୀ ମିଳିବାର ଇତିମଧ୍ୟରେ ୪...

ଦ୍ରୌପଦୀଙ୍କ ବିପକ୍ଷରେ ଯାଇପାରେ କଂଗ୍ରେସ, ସିପିଏମ୍‌ ଭୋଟ

ଭୁବନେଶ୍ୱର,୧୦।୭(ବ୍ୟୁରୋ): ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ବିଜେଡି ନିଜର ସମର୍ଥନ ଦେବାକୁ ଘୋଷଣା କରିଥିବା ବେଳେ କଂଗ୍ରେସ ନିଜର ମତ ସ୍ପଷ୍ଟ କରି ନାହିଁ।...

Advertisement
Archives

Model This Week