ହତ୍ୟା କରି ମହିଳାଙ୍କୁ ପିଙ୍ଗିଦେବା ମାମଲା: ଅଭିଯୁକ୍ତଙ୍କୁ ଧରି ସିନ୍‌ ରିକ୍ରିଏଶନ କଲା ପୋଲିସ

ବଲାଙ୍ଗୀର,୨୩।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଲା ଥାନା କେଶରକେଲାସ୍ଥିତ ପମ୍ପହାଉସ ନିକଟରେ ସଂଯୁକ୍ତା ମହାନନ୍ଦଙ୍କୁ ହତ୍ୟା କରି ଫିଙ୍ଗି ଦିଆଯାଇଥିଲା। ଘଟଣାରେ ସମ୍ପୃକ୍ତ ହତ୍ୟାକାରୀଙ୍କୁ ପୋଲିସ ଶୁକ୍ରବାର ଗିରଫ କରିଛି।

ଏପରିକି ପୋଲିସ ଗିରଫ ଅଭିଯୁକ୍ତଙ୍କୁ ଘଟଣାସ୍ଥଳକୁ ନେଇ ସିନ୍‌ ରିକ୍ରିଏଶନ କରାଇଛି। କିଭଳି ଭାବେ ସଂଯୁକ୍ତାଙ୍କୁ ଆଣି ହତ୍ୟା କରିବା ପରେ ପିଙ୍ଗି ଦିଆଯାଇଥିଲା ଅଭିଯୁକ୍ତ ଜଣକ ପୋଲିସ ଆଗରେ ଡେମୋ ଦେଖାଇଥିଲେ। ପୋଲିସ ଏହାର ରେକର୍ଡିଂ କରିଛି। ବଲାଙ୍ଗୀର ସଦର ଏସ୍‌ଡିପିଓ ପ୍ରଦୀପ କୁମାର ସାହୁ କେଶରକେଲା ପମ୍ପହାଉସ ନିକଟରେ ଘଟିଥିବା ହତ୍ୟାକାଣ୍ଡରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରି ପୋଲିସ ଅଧିକ ତଦନ୍ତ କରୁଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ବିଭିନ୍ନ କୋର୍ଟକୁ ବୋମା ଧମକ: ସୁରକ୍ଷା କଡ଼ାକଡ଼ି, ତଲାସୀ ଜାରି

ଭୁବନେଶ୍ୱର,୬।୨: ଓଡ଼ିଶାର ବିଭିନ୍ନ ଜିଲା କୋର୍ଟକୁ ବୋମାରେ ଉଡ଼ାଇ ଦେବା ପାଇଁ ଧମକ ମିଳିଛି। ଧମକପୂର୍ଣ୍ଣ ଇମେଲ୍ ମିଳିବା ପରେ ସାରା ରାଜ୍ୟରେ ହଇଚଇ ସୃଷ୍ଟି ହୋଇଛି।…

‘ଥ୍ୟାଙ୍କ ୟୁ ପାକିସ୍ତାନ…’, ଭାରତ ସହ ଖେଳିବାକୁ ମନା କଲା ପାକ୍‌, ଖୁସିରେ ନାଚି ଉଠିଲା ବାଂଲାଦେଶ!

ନୂଆଦିଲ୍ଲୀ,୬।୨: ବାଂଲାଦେଶ ଏବଂ ପାକିସ୍ତାନ ଟି-୨୦ ବିଶ୍ୱକପରେ ଭାରତ ବିରୁଦ୍ଧରେ ଚୁପଚାପ ଏକତ୍ରିତ ହୋଇଥିଲେ। ଏହା ଏବେ ସାମ୍ନାକୁ ଆସିଛି। ବାଂଲାଦେଶର କ୍ରୀଡା ପରାମର୍ଶଦାତା ଆସିଫ ନଜରୁଲ…

ସ୍କୁଲ ଯାଇ ନିଖୋଜ ଥିଲେ ଦଶମ ଶ୍ରେଣୀ ଛାତ୍ରୀ: ଜଙ୍ଗଲରୁ ମିଳିଲା…

ରାଉରକେଲା,୬।୨(ଦୀନେଶ କୁମାର ମିଶ୍ର): ସୁନ୍ଦରଗଡ଼ ଜିଲା ବିସ୍ରା ଥାନା ଅନ୍ତର୍ଗତ ଜାମ୍ବେର୍ନା ଗ୍ରାମରେ ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କ ମୃତଦେହ ଜଙ୍ଗଲରୁ ଉଦ୍ଧାର କରାଯାଇଛି। ଏ ଘଟଣା…

ଆପଣଙ୍କ ଇମେଲ୍ ଏବଂ ତଥ୍ୟ ସୁରକ୍ଷିତ ତ? ଏମିତି କରନ୍ତୁ ଯାଞ୍ଚ

ଭୁବନେଶ୍ୱର,୬।୨: ବର୍ତ୍ତମାନର ଡିଜିଟାଲ ଯୁଗରେ ତଥ୍ୟ ଚୋରି ବା ‘ଡାଟା ବ୍ରିଚ୍’ ଏକ ବଡ଼ ସମସ୍ୟା ଭାବେ ଉଭା ହୋଇଛି। ଆପଣଙ୍କ ବ୍ୟକ୍ତିଗତ ଇମେଲ୍ ଆଇଡି (Email…

ଆଉ ରହିବ ନାହିଁ ଘର ଭଡ଼ା ଟେନସନ: ଭଡ଼ାରେ ଘର ଦେବେ ସରକାର

ଭୁବନେଶ୍ୱର,୬।୨: ଗରିବ ଲୋକଙ୍କ ପାଇଁ ନୂଆ ନୂଆ ଯୋଜନା ଆଣୁଛନ୍ତି ମୋହନ ସରକାର। ଏଣିକି ସହରାଞ୍ଚଳରେ ଆଉ ରହିବ ନାହିଁ ଘର ଭଡ଼ା ଟେନସନ। ଏଣିକି ସହରୀ…

ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କ ପାଇଁ ଖୁସି ଖବର: ବଢିଲା ଟଙ୍କା ଫେରସ୍ତ ପ୍ରକ୍ରିୟା ଅବଧି

ଭୁବନେଶ୍ୱର,୬।୨: ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କ ପାଇଁ ଖୁସି ଖବର। ପୁଣି ଟଙ୍କା ଫେରସ୍ତ ପାଇଁ ସମୟ ଦେଲେ ରାଜ୍ୟ ସରକାର। ଫଳରେ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଟଙ୍କା…

ବରଗଡରେ ଚାଞ୍ଚଲ୍ୟ: ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି, ଚାଲିଗଲା ୨ ଯୁବକଙ୍କ ଜୀବନ

ବରଗଡ,୬।୨(ପ୍ରେମାନନ୍ଦ ଖମାରୀ):ବରଗଡ ହାଟପଦା ସାଇ ମନ୍ଦିର ପାଖରେ ହୋଇଥିବା ଗୋଷ୍ଠୀ ସଂଘର୍ଷ ଘଟଣାରେ ୨ଜଣଙ୍କ ଜୀବନ ଯାଇଛି। ମୃତକମାନେ ହେଲେ, ସ୍ଥାନୀୟ କଲେଜ ରୋଡ ବାସିନ୍ଦା ପ୍ରଦୀପ…

ଶିକ୍ଷା ବ୍ୟବସ୍ଥା ପ୍ରଶ୍ନକୁ ଏଡାଇ ଚାଲିଗଲେ ଜିଲାପାଳ: ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ

ଥୁଆମୂଳ ରାମପୁର, ୬ା୨ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପ୍ରଶାସନ ପକ୍ଷରୁ ନୀତି ଆୟୋଗଙ୍କ ‘ଆକାଂକ୍ଷା ବ୍ଲକ କାର୍ଯ୍ୟକ୍ରମ’ (Aspirational Blocks Programme) ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri