ପଥରରେ ଛେଚି ଯୁବକଙ୍କୁ ହତ୍ୟା, ଜଣେ ଅଟକ

କେନ୍ଦୁଝର,(ସ୍ବ.ପ୍ର.): ସଦର ଥାନା ବଂଶପାଳ ବ୍ଲକ ଅନ୍ତର୍ଗତ ଫୁଲଝର ଗ୍ରାମ ନିକଟରେ ଜଣେ ଯୁବକଙ୍କୁ ପଥର ଛେଚି ହତ୍ୟା ଘଟଣା ଚାଞ୍ଚଲ୍ୟ ଖେଳିଯାଇଛି। ଯୁବକ ଜଣଙ୍କ କୁଶକଳା ଗ୍ରାମର ତରଣିସେନ ଖଟୁଆ ବୋଲି ଜଣାପଡିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ଏହି ଘଟଣାରେ ପୋଲିସ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମିପଟ୍ଟା ପାଇଁ ଶତାଧିକ ଲୋକ ଜିଲାପାଳଙ୍କ ଦ୍ୱାରସ୍ଥ

ଭଦ୍ରକ ଅଫିସ,୨।୧୨- ସ୍ଥାୟୀ ଜମିପଟ୍ଟା, ବିଦ୍ୟୁତ୍‌ ସଂଯୋଗ ଓ ଗମନାଗମନ ପରି ବିଭିନ୍ନ ମୌଳିକ ସମସ୍ୟାର ସମାଧାନ ପାଇଁ ସୋମବାର ଶତାଧିକ ଭୂମିହୀନ ଲୋକ ଜିଲାପାଳଙ୍କ...

୨୫ ପୀଠର ବିକାଶ ଆଶା ଉଜ୍ଜୀବିତ

ଜଗତ୍‌ସିଂହପୁର ଅଫିସ, ୩ା୩: କଳା, ସଂସ୍କୃତି, ଶିକ୍ଷା ଆଦି କ୍ଷେତ୍ରରେ ଜଗତ୍‌ସିଂହପୁରର ସ୍ବତନ୍ତ୍ରତା ରହିଛି। ଏହାବାଦ୍‌ ମା’ ଶାରଳା ମନ୍ଦିରଠାରୁ ଗୋରେଖନାଥ ପୀଠ ପର୍ଯ୍ୟନ୍ତ ଅନେକ...

ବିଶୋଧନ ହେଲା ଏସ୍‌ସିବି ପରିସର

କଟକ ଅଫିସ,୫।୭- କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଏବଂ ହସ୍ପିଟାଲରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି...

ରାତ୍ରିଭୋଜନ ଖାଇ ଆଶ୍ରମ ସ୍କୁଲ ଛାତ୍ରୀ ଅସୁସ୍ଥ

ନବରଙ୍ଗପୁର,୨୦।୧୧(ବି.ପ୍ର.): ନବରଙ୍ଗପୁର ଜିଲା ବେତାଳ ଆଶ୍ରମ ସ୍କୁଲ ଛ୍ରାତ୍ରୀନିବାସରେ ରାତ୍ରିଭୋଜନ କରି ୫ ଛାତ୍ରୀ ଅସୁସ୍ଥ ହୋଇଛନ୍ତି। ଗୁରୁତର ଅବସ୍ଥାରେ ସେମାନଙ୍କୁ ଜିଲା ସଦର ମହକୁମା...

ଟ୍ରାଙ୍କୁଲାଇଜ୍‌ କରି ଚିକିତ୍ସା

ପରଜଙ୍ଗ, ୧୭।୧(ଡି.ଏନ୍‌.ଏ.)  ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ୍‌ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ ଆମ୍ବପଳାସ ବିଟ୍‌ ଅନ୍ତର୍ଗତ ଖେସରା ଜଙ୍ଗଲରେ ଅସୁସ୍ଥ ହୋଇ ବିଚରଣ କରୁଥିବା ଏକ...

ଦୃଷ୍ଟି ବାଧିତ ଶିଶୁଙ୍କର ଶିଖିବାର ଅଧିକାର ରହିଛି: ଦୃଷ୍ଟିବାଧିତଙ୍କୁ ଡେଜିପ୍ଲେୟର ବଣ୍ଟନ

ନୂଆପଡା ଅଫିସ,୧୪ା୮-ଭିନ୍ନକ୍ଷମମାନେ ଅକ୍ଷମ ନୁହନ୍ତି। ସେମାନଙ୍କଠାରେ ଅନନ୍ୟ ପ୍ରତିଭା ଭରି ରହିଛି । ସେମାନଙ୍କ ମଧ୍ୟ ଶିକ୍ଷାଧିକାର ରହିଛି। ବିଶେଷ କରି ଦୃଷ୍ଟିବାଧିତ ଶିଶୁଙ୍କ ଶିଖିବାର...

ପୁରୀରେ ପୁଣି ଅଗ୍ନିକାଣ୍ଡ

ପୁରୀ ଅଫିସ,୧୦।୩:  ପୁରୀରେ ପୁଣି ଅଗ୍ନିକାଣ୍ଡ ଘଟିଛି। ବୁଧବାର ପୁରୀ ବଡ଼ଦାଣ୍ଡ ମରୀଚିକୋଟ ଛକ ନିକଟରେ ଥିବା ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସରେ ଥିବା ୪୩ ଦେକାନ...

ପ୍ରଥମ ଦରମାରେ ଭାଇ ସହ ରେଷ୍ଟୁରାଣ୍ଟରେ ଖାଇଥିଲି

ବାଲେଶ୍ୱର ଜିଲା ସୋରୋ ତହସିଲ ଅନ୍ତର୍ଗତ କେଦାରପୁରରେ ଆମ ଗାଁ ହୋଇଥିଲେ ହେଁ, ଗୋପାଳପୁରରେ ଆମେ ରହୁଥିଲୁ। କାରଣ ବାପା ସେଠାରେ ଜାଗା କିଣି ଘର...

Advertisement
Archives

Model This Week