ଫୁଲବାଣୀ ଅଫିସ/ବାଲିଗୁଡ଼ା/ ରାଇକିିଆ(ଡି.ଏନ୍.ଏ.), ୧୨।୧୦: କନ୍ଧମାଳ ଜିଲା ନୂଆଗାଁ ବ୍ଲକ ଗୁଞ୍ଜିବାଡ଼ି ପଞ୍ଚାୟତର ତଡ଼ବାଡ଼ି ଗ୍ରାମ ମୁଖ୍ୟରାସ୍ତା ପାଶର୍ବ ଏକ ବୁଦା ମୂଳରୁ ଜଣେ ଯୁବକଙ୍କ ମୃତଦେହ ଜବତ କରାଯାଇଛି। ସେ ହେଲେ ସାରଙ୍ଗଡ଼ ପଞ୍ଚାୟତ କୁଳପଦର ଗ୍ରାମର ଟଟେ ମଲ୍ଲିକଙ୍କ ବଡ଼ ପୁଅ ପ୍ରଦୀପ। ତାଙ୍କ ଶରୀରକୁ ଧାରୁଆ ଅସ୍ତ୍ରରେ ହଣାଯାଇଛି। ପ୍ରଦୀପ ତଡ଼ବାଡ଼ି ଗ୍ରାମର ଜଣେ ଝିଅକୁ ଭଲ ପାଉଥିଲେ। କିନ୍ତୁ ଏହି ପ୍ରେମ ସମ୍ପର୍କକୁ ଝିଅର ବଡ଼ ଭାଇ ଯତୀନ ପ୍ରଧାନ ବିରୋଧ କରି ଆସୁଥିଲେ। ଏହାକୁ ନ ମାନିବାରୁ ଯତୀନ ଏକ ଟାଙ୍ଗିଆରେ ଆକ୍ରମଣ କରି ପ୍ରଦୀପଙ୍କୁ ହତ୍ୟା କରଥିଲେ। ଏହାପରେ ସେ ସାରଙ୍ଗଗଡ଼ ଥାନାରେ ଆତ୍ମସମର୍ପଣ କରିଥିଲେ। ଥାନାଧିକାରୀ ବଧୂଲିକା ବିଶ୍ୱାଳ, ଜି. ଉଦୟଗିରି ଏସ୍ଡିପିଓ ଘଟଣାର ତଦନ୍ତ ଚଳାଇଛନ୍ତି। ଏ ନେଇ ନଂ ୯୧/୨୨ରେ ମାମଲା ରୁଜୁ ହୋଇଛି।
Posted inHome Left, ଆମ ଜିଲା ଖବର, କନ୍ଧମାଳ View All
ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍
ନୂଆଦିଲ୍ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...
ବାଇକ୍ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…
କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା ୪୨ ମୌଜା ଥାନା ଅନ୍ତର୍ଗତ ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...
ଏମିତି ମିଛ କହିଲା ଚାଇନା: ସବୁ ପୋଲ୍ ଖୋଲିଦେଲା ଭାରତ
ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...
ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…
ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...
ଅନଲାଇନରେ ଅର୍ଡର କରୁଛନ୍ତି? ଆଜି ଆସିବନି ପାର୍ସଲ, ଡେଲିଭେରୀ ଏଜେଣ୍ଟଙ୍କ ବଡ଼ ଘୋଷଣା
ନୂଆଦିଲ୍ଲୀ,୩୧।୧୨: ଯଦି ଆପଣ ଆଜି ପାର୍ଟି କରିବାକୁ ମନସ୍ଥ କରିଛନ୍ତି ଏବଂ ଅନଲାଇନରେ ଖାଦ୍ୟ ଏବଂ ପାନୀୟ ଅର୍ଡର କରିବାକୁ ଯୋଜନା କରୁଛନ୍ତି, ତେବେ ଏହା...
ବୁଲୁଛି ଗୋଠଛଡା ଦନ୍ତା: ଭୟଭୀତ ଅବସ୍ଥାରେ ଲୋକେ
ଆନନ୍ଦପୁର ୩୧।୧୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଆନନ୍ଦପୁର,ଘସିପୁରା ଅଞ୍ଚଳରେ ବୁଧବାର ସକାଳୁ ସକାଳୁ ଏକ ଗୋଠଛଡା ଦନ୍ତାହାତୀ ବୁଲୁଥିବା ବେଳେ...
୨୦୨୬ରେ ଏହି ୪ ରାଶିରେ ଆସିବ ବଡ଼ ପରିବର୍ତ୍ତନ: ପାଇବେ ଭଲ ଖବର, ବର୍ଷ ସାରା କେମିତି ରହିବ ଜାଣନ୍ତୁ…
ଗ୍ରହମାନଙ୍କର ଗତି ଏବଂ ଗମନରେ ପରିବର୍ତ୍ତନ ଦେଶ ଏବଂ ବିଶ୍ୱ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇଥାଏ। ଗ୍ରହମାନଙ୍କର ରାଶି ଏବଂ ନକ୍ଷତ୍ରରେ ପରିବର୍ତ୍ତନ ରାଶିମାନଙ୍କ...
ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…
ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...
Archives


