ସ୍ବାମୀ ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ

ଟିକିରି, ୧।୧୦(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଶଙ୍କରଡା ପଞ୍ଚାୟତ ଚଣା ପୁକେଲ ଗ୍ରାମରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଟିକିରି ପୋଲିସ ଅଭିଯୁକ୍ତ କୃଷ୍ଣ ମାଝିଙ୍କୁ ଗିରଫ କରିଛି। ମୃତକ ହେଲେ କୃଷ୍ଣଙ୍କ ସ୍ତ୍ରୀ ହାକ ମାଝି।
ସ୍ତ୍ରୀଙ୍କ ମୃତ୍ୟୁ ପରେ କୃଷ୍ଣ ଚଣା ପୁକେଲ ଗ୍ରାମର ହାକ ମାଝିଙ୍କୁ ବିବାହର ବିବାହ କରିଥିଲେ। ବାହାଘର ପରେ ମଧ୍ୟ ତାଙ୍କର କୌଣସି ପିଲାପିଲି ନ ଥିଲା। କୃଷ୍ଣ ସବୁବେଳେ ନିଶାସକ୍ତ ଅବସ୍ଥାରେ ଘରେ ଝଗଡ଼ା କରୁଥିଲେ। ସ୍ତ୍ରୀ ତାଙ୍କୁ ଛାଡି ନିଜ ବାପା ଘରକୁ ଚାଲି ଯାଇଥିଲେ। ଏହାପରେ କୃଷ୍ଣ ନିଜ ସମ୍ପର୍କୀୟ ଭାଈଙ୍କର ଛୋଟ ଝିଅକୁ ପାଖରେ ରଖିବା ପାଳିବା ସହ ସ୍ତ୍ରୀଙ୍କ ଗାଁକୁ ମଝିରେ ମଝିରେ ଯାଇଥାନ୍ତି। କୃଷ୍ଣ କୁନି ଝିଅ ସହ ଚଣା ପୁକେଲରେ ଥିଲେ। ଗୁରୁବାର ରାତିରେ ନିଶାସକ୍ତ ଅବସ୍ଥାରେ ଶିଶୁ କନ୍ୟାଙ୍କୁ ଟାଙ୍ଗିଆରେ ହାଣିବାକୁ ଯାଉଥିବାବେଳେ ହାକ କୃଷ୍ଣଙ୍କୁ ଅଟକାଇଥିଲେ। ଏଥିରେ କୃଷ୍ଣ ରାଗିଯାଇ ହାକଙ୍କୁ ଟାଙ୍ଗିଆରେ ହାଣି ଦେଇଥିଲେ। ପାଟିଶୁଣି ପରିବାର ଲୋକେ ସେଠାରେ ପହଞ୍ଚତ୍ବା ବେଳକୁ ହାକଙ୍କ ମୃତ୍ୟୁ ହୋଇଯାଇଥିଲା। ସେମାନେ କୃଷ୍ଣଙ୍କୁ ବାନ୍ଧି ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ କରି ଅଭିଯୁକ୍ତଙ୍କୁ ଗିରଫ କରିଛି। ହାକ ଓ କୃଷ୍ଣଙ୍କ ଟଣା ଓଟରା ମଧ୍ୟରେ ଶିଶୁଟି ଆହତ ହୋଇଥିବାରୁ ତାଙ୍କୁ ଟିକିରି ଡାକ୍ତରଖାନାରେ ଭର୍ତ୍ତି କରଯାଇଛି। ହାକଙ୍କ ଭାଇ ଗୋପାଳଙ୍କ ଅଭିଯୋଗ କ୍ରମେ ଟିକିରି ପୋଲିସ ୧୨୭/୨୨ରେ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri