Odisha Elections 2024
Posted inଫୁରସତ

ଡେଙ୍ଗୁ ବ୍ୟାପୁ କି ମ୍ୟାଲେରିଆ; ଏଠାରେ କିନ୍ତୁ ମଶା ମାରିବା ପାପ

ବର୍ତ୍ତମାନ ସମୟରେ ସମଗ୍ର ଭାରତରେ ଡେଙ୍ଗୁ ନିଜ କାୟା ବିସ୍ତାର କରିଛି। ତାପମାତ୍ରା ସାଙ୍ଗକୁ ବର୍ଷା ଯୋଗୁ ମଶାଙ୍କ ପ୍ରାର୍ଦୁଭାବ ବଢ଼ିଥିବାରୁ ଲୋକେ ଏହି ରୋଗରେ ପୀଡ଼ିତ ହେଉଛନ୍ତି। ତେବେ ଆଜି ଆମେ ଦୁନିଆର ଏକ ଏଭଳି ଦେଶ ବିଷୟରେ କହିବୁ ଯେଉଁଠି ମଶା ମାରିବା ପାପ। ମ୍ୟାଲେରିଆ ବ୍ୟାପୁ ଅଥବା ଡେଙ୍ଗୁ, ଯଦି ସରକାରୀ ଅଧିକାରୀ କୌଣସି ଔଷଧ ସ୍ପ୍ରେ କରିବା ଲାଗି ଅଞ୍ଚଳରେ ପହଞ୍ଚନ୍ତି ତେବେ ଲୋକେ ତାଙ୍କୁ ଘଉଡାଇ ଦିଅନ୍ତି। ସେଠାକାର ବାସିନ୍ଦା କିନ୍ତୁ ଗୋଟିଏ ବି ମଶା ମାରନ୍ତି ନାହିଁ। ଆଶ୍ଚର୍ଯ୍ୟ ଲାଗିଲେ ବି କଥାଟି ସତ।

ଯେଉଁ ଦେଶରେ ମଶା ମାରିବା ପାପ, ସେଇଟି ହେଲା ଆମ ପଡ଼ୋଶୀ ଦେଶ ଭୂଟାନ। ଭୂଟାନରେ ବୌଦ୍ଧ ଧର୍ମ ପାଳନ କରାଯାଇଥାଏ। ଏଥିଯୋଗୁ ଏଠାରେ କୌଣସି ବି ଜୀବଙ୍କୁ ହତ୍ୟା କରିବା ପାପ ବୋଲି କୁହାଯାଏ। ଏଣୁ ମଶାଙ୍କୁ ମାରିବା ଲାଗି ସରକାରୀସ୍ତରରେ ତତ୍ପରତା ବୃଦ୍ଧି ପାଇଲେ ଲୋକେ ହଙ୍ଗାମା କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୪ ବର୍ଷ ବୟସରେ ଜେଜେ ମା’ ହେଲେ ଶିର୍ଲି

ସିଙ୍ଗାପୁର: ସିଙ୍ଗାପୁରର ଶିର୍ଲି ଲିଙ୍ଗ୍‌ ନାମ୍ନୀ ଜଣେ ମହିଳା ସୋସିଆଲ ମିଡିଆ ଇନଫ୍ଲୁଏନ୍ସର ମାତ୍ର ୩୪ ବର୍ଷ ବୟସରେ ଜେଜେ ମା’ ହୋଇଛନ୍ତି। ତାଙ୍କର ୧୭...

ବିଶ୍ୱର ସବୁଠୁ ଛୋଟ ମହିଳାଙ୍କୁ ଭେଟିଲେ ‘ଦ ଗ୍ରେଟ୍‌ ଖଲି’: ପରେ ଘଟିଲା….ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୧୮।୫: ଦେଶର ଜଣେ ଜଣାଶୁଣା କୁସ୍ତି ଖେଳାଳି ‘ଦ ଗ୍ରେଟ୍‌ ଖଲି’ କିଏ ବା ନ ଜାଣେ ନାହିଁ। ସେ ଅନେକ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଜିତିଛନ୍ତି।...

ନିରାପଦ ଏଚ୍‌ଆଇଭି ଟିକା ପାଇଁ ମିଳିତ ଉଦ୍ୟମ ଦରକାର

ସମଗ୍ର ବିଶ୍ୱରେ ଚିନ୍ତାର କାରଣ ସାଜିଥିବା ତଥା ଅନ୍ୟତମ ପ୍ରମୁଖ ରୋଗ ମଧ୍ୟରେ ଏଡ୍‌ସ (ଆକ୍ୟୁଆଡ ଇମ୍ୟୁନ ଡେଫିସିଏନ୍‌ସି ସଣ୍ଡ୍ରୋମ) ଅନ୍ୟତମ। ଏହାର ଏ ପର୍ଯ୍ୟନ୍ତ...

ବଟର ଚିକେନ୍‌ ଉଦ୍ଭାବକ କିଏ

ନୂଆଦିଲ୍ଲୀ,୧୮ା୫: ବଟର ଚିକେନ୍‌ ହେଉଛି ତନ୍ଦୁରରେ ରନ୍ଧାଯାଉଥିବା ଚିକେନ୍‌ ପିସ୍‌ଗୁଡ଼ିକୁ ଟମାଟୋ, କ୍ରିମ୍‌ ଓ ବଟର ସହ ମିଶ୍ରଣ କରି ପ୍ରସ୍ତୁତ କରାଯାଉଥିବା ଏକ ବ୍ୟଞ୍ଜନ।...

ରାହୁଲ ଗାନ୍ଧୀଙ୍କ ବିବାହକୁ ନେଇ ଏକ ବଡ଼ କଥା କହିଲେ ଭଉଣୀ ପ୍ରିୟଙ୍କା, ଜାଣିଲେ…

ନୂଆଦିଲ୍ଲୀ,୧୭ା୫: ଲୋକ ସଭା ନିର୍ବାଚନରେ କଂଗ୍ରେସ ପ୍ରଚାରରେ ବ୍ୟସ୍ତ ଥିବା ପ୍ରିୟଙ୍କା ଗାନ୍ଧୀ ଭାଇ ରାହୁଲ ଗାନ୍ଧୀଙ୍କ ବିବାହ ସମ୍ପର୍କରେ ଏକ ବଡ଼ ବିବୃତ୍ତି ଦେଇଛନ୍ତି।...

ଜାଣନ୍ତୁ କେଉଁ ରାଜନେତା କେତେ ପଢ଼ିଛନ୍ତି, କାହାର ଶିକ୍ଷାଗତ ଯୋଗ୍ୟତା ଅଧିକ, କାହାର କମ୍‌

ଆମର ଅନେକ ରାଜନେତା ଅଛନ୍ତି, ଯେଉଁମାନଙ୍କ ହାତରେ ଆମ ଦେଶ ଏବଂ ରାଜ୍ୟ ପରିଚାଳିତ ହେଉଛି। ତେବେ ଏମାନଙ୍କ ଶିକ୍ଷାଗତ ଯୋଗ୍ୟତା ବିଷୟରେ ଅଧିକାଂଶ ଲୋକ...

୩୪ ବର୍ଷ ବୟସରେ ଜେଜେ ମା’ ହେଲେ ସୋସିଆଲ ମିଡିଆ ଇନଫ୍ଲୁଏନ୍ସର

ସିଙ୍ଗାପୁର:ସମ୍ପ୍ରତି ଯୁବପିଢ଼ି ନିଜ କ୍ୟାରିୟରକୁ ଦୃଷ୍ଟିରେ ରଖି ବିଳମ୍ବରେ ବିବାହ କରିବା ସହ ବିଳମ୍ବରେ ପରିବାର ଆରମ୍ଭ କରିବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସିଙ୍ଗାପୁରର ଶିର୍ଲି...

ଆଜି ଜାତୀୟ ଡେଙ୍ଗୁ ଦିବସ

ଆମେ ସମ୍ମୁଖୀନ ହେଉଥିବା ସ୍ବାସ୍ଥ୍ୟ ସମସ୍ୟାଗୁଡ଼ିକ ମଧ୍ୟରେ ଡେଙ୍ଗୁ ଅନ୍ୟତମ। ଏଡିସ୍‌ ମଶା ହେଉଛି ଏହାର ବାହକ। ପ୍ରାରମ୍ଭରୁ ଡେଙ୍ଗୁର ଚିକିତ୍ସା କରା ନ ଗଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri