ଲକ୍ଷ୍ନୌ,୨।୯: କେନ୍ଦ୍ରମନ୍ତ୍ରୀ ତଥା ଭାଜପା ଏମ୍ପି କୌଶଲ୍ କିଶୋରଙ୍କ ଲକ୍ଷ୍ନୌସ୍ଥିତ ବାସଭବନରୁ ଜଣେ ୩୦ ବର୍ଷୀୟ ଯୁବକଙ୍କ ମୃତଦେହ ମିଳିଛି। ମୃତକ ବିନୟ ଶ୍ରୀବାସ୍ତବ ମନ୍ତ୍ରୀଙ୍କ ପୁଅ ବିକାଶ କିଶୋରଙ୍କ ବନ୍ଧୁକ ଗୁଳିରେ ମରିଥିବା କୁହାଯାଉଛି। ଶ୍ରୀବାସ୍ତବ ଓ ବିକାଶଙ୍କ ମଧ୍ୟରେ ବନ୍ଧୁତା ରହିଥିଲା। ତେବେ ବିକାଶ ହିଁ ତାଙ୍କୁ ହତ୍ୟା କରିଛନ୍ତି ବୋଲି ଶ୍ରୀବାସ୍ତବଙ୍କ ଭାଇ ଅଭିଯୋଗ କରିଛନ୍ତି। ଲକ୍ଷ୍ନୌ ନିକଟସ୍ଥ ବେଗାରିୟା ଗାଁରେ ଶୁକ୍ରବାର ଭୋର୍ ୪ଟାବେଳେ ଏହି ଘଟଣା ଘଟିଥିଲା। ପୋଲିସ ମାମଲା ରୁଜୁକରିବା ସହ ୬ ଜଣଙ୍କୁ ଅଟକ ରଖି ପରଚାଉଚରା କରୁଛି।
‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼
ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…
ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ
ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…
ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ…
ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…
ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ
ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍ବରେ ଏକ କାର୍ ପୋଡିଯାଇ ପଡି ରହିଥିବା…
ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ
ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…
ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ
ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…
କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ
ଚେନ୍ନାଇ,୧୭।୨: ଏମ୍ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…
ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ
ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…
Archives

