ଯୁବକଙ୍କୁ ନିର୍ମମ ହତ୍ୟା

ଭବାନୀପାଟଣା,୧୫ା୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସଦରଥାନା ଅନ୍ତର୍ଗତ ପେଙ୍ଗସୁର ଗାଁରେ ବୁଧବାର ଏକ ହତ୍ୟାକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ ନେଇ ଗାଁର ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଜଣାପଡ଼ିଛି। ମୃତକ ହେଲେ ପେଙ୍ଗସୁର ଗ୍ରାମର ଅମର ମାଝି। ଗୁଣି ଗାରେଡ଼ି ସନ୍ଦେହରେ ଏହି ହତ୍ୟା କରାଯାଇଥିବା ଜଣାପଡ଼ିଥିବା ବେଳେ ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି। ସାଇଣ୍ଟିଫିକ୍‌ ଟିମ୍‌ ସହାୟତାରେ ପୋଲିସ ତଦନ୍ତ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ଭବାନୀପାଟଣା ମେଡିକାଲକୁ ପଠାଇଥିଲା। ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାରବର୍ଗଙ୍କୁ ହସ୍ତାନ୍ତର କରାଯାଇଛି। ଅନ୍ୟପକ୍ଷରେ ହତ୍ୟାକାଣ୍ଡ ଘଟଣାରେ ପୋଲିସ ଜଣେ ବ୍ୟକ୍ତିଙ୍କୁ ଅଟକ ରଖିଥିବା ବେଳେ ଅଧିକ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ବହୁ ପୁରାତନ ବଗିବନ୍ଧ କାର୍ଯ୍ୟାରମ୍ଭ

ରାଜକନିକା,୧୯।୪(ସଞ୍ଜୟ କୁମାର ଦାଶ): ରାଜକନିକା ବ୍ଲକର ମରହଟ୍ଟା ବନ୍ଧ ବା ବଗିବନ୍ଧ ଭାବେ ଜଣାଶୁଣା କନିକା ଉପଖଣ୍ଡ ସାଲାଇନ୍‌ ଏମବାଗମେଣ୍ଟର କାର୍ଯ୍ୟ ଆରମ୍ଭ ହୋଇଛି। ୨୫ ଲକ୍ଷ...

ମାଲକାନଗିରି ଜିଲା ସୀମାରେ ହାଇ ଆଲର୍ଟ

ମାଲକାନଗିରି,୧୯ା୪(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ମାଓବାଦୀମାନେ ସୀମାନ୍ତ ଛତିଶଗଡ଼ରେ ସେମାନଙ୍କର କାୟା ବିସ୍ତାରକରି ନିର୍ବାଚନକୁ ଭଣ୍ଡୁର...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୧୯।୪(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରପରିଷଦ ପକ୍ଷରୁ କରାଯାଇଥିବା ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତିର ଗନ୍ଧ ସ୍ପଷ୍ଟ ବାରି ହେଉଥିବା ନେଇ ଅଭିଯୋଗ ଆସୁଥିଲେ...

ଭିଟାମାଟି ଛାଡ଼ି ଅନୁତପ୍ତ ବୁଡ଼ଇଞ୍ଚଳ ବିସ୍ଥାପିତ

ବଲାଙ୍ଗୀର, ୧୯ା୪(ବୀରେନ୍ଦ୍ର କୁମାର ଝାଙ୍କର):ଲୋୟର ସୁକ୍‌ତେଲ ଡ୍ୟାମ୍‌ ହେଲେ ଚିର ମରୁଡି ପ୍ରପୀଡିତ ବଲାଙ୍ଗୀର ଜିଲା ଜଳପ୍ଳାବିତ ହେବ। ହଜାର ଏକର କୃଷିକ୍ଷେତ୍ରକୁ ପାଣି ମାଡ଼ିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri