Posted inଜାତୀୟ

ଏୟାର ହୋଷ୍ଟେସ୍‌ଙ୍କୁ ହତ୍ୟା

ମୁମ୍ବାଇ,୪ା୯: ଏୟାର ହୋଷ୍ଟେସ୍‌ ରୁପାଲ ଓଗ୍ରେ (୨୪)ଙ୍କ ମୃତଦେହ ମୁମ୍ବାଇର ଏକ ଆପାର୍ଟମେଣ୍ଟରୁ ମିଳିଛି। ଏନେଇ ପୋଲିସ ହତ୍ୟା ମାମଲା ରୁଜୁ କରିଛି। ରୁପାଲଙ୍କ ଘର ଛତିଶଗଡ଼ରେ। ସେ ଏୟାର ଇଣ୍ଡିଆରେ ତାଲିମ ନେବା ଲାଗି ଗତ ଏପ୍ରିଲରେ ମୁମ୍ବାଇ ଆସିଥିଲେ। ରବିବାର ବିଳମ୍ବିତ ରାତିରେ ଅନ୍ଧେରୀର ମାରୋଲ ଅଞ୍ଚଳରେ ଥିବା କ୍ରିଶନଲାଲ୍‌ ମାରଓ୍ବା ମାର୍ଗର ଏନ୍‌ଜି କମ୍ପ୍ଲେକ୍ସର ଏକ ଫ୍ଲାଟ୍‌ରୁ ତାଙ୍କ ମୃତଦେହ ମିଳିଥିଲା। ତାଙ୍କ ବେକ କଟାଯାଇଥିବାରୁ ପୋଲିସ ଜଣେ ଅଜଣା ବ୍ୟକ୍ତିଙ୍କ ନାଁରେ ହତ୍ୟା ମାମଲା ରୁଜୁ କରିଛି। ଅଭିଯୁକ୍ତଙ୍କୁ ଗିରଫ କରିବା ଲାଗି କେତେକ ଟିମ୍‌ ଗଠନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଭଉଣୀ, ଭାଣିଜୀଙ୍କୁ ନେଇ ଯାଉଥିଲେ ମାମୁ: ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା

ବାଲେଶ୍ୱର, ୩୦।୬ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ହତ୍ୟା ଘଟଣା: ପୂର୍ବ ପ୍ରେମିକାଙ୍କୁ ଘରେ ପଶି ମାରିଥିଲେ, ଆସିଲା ବଡ଼ ରାୟ

ଭୁବନେଶ୍ବର,୩୦।୬: ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ପ୍ରିୟଙ୍କା ସାହୁ ହତ୍ୟା ଘଟଣାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। କୋର୍ଟ ଅଭିଯୁକ୍ତ ଯାଜପୁରର ଜଗନ୍ନାଥ ପ୍ରଧାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ…

ସଂସଦର ସବୁଠାରୁ ଧନୀ ଏମ୍ପି କିଏ? ଜାଣନ୍ତୁ କେଉଁ ଦଳ ସବୁଠାରୁ ଅଧିକ ମାଲାମାଲ୍!

ନୂଆଦିଲ୍ଲୀ,୩୦।୬: ଦେଶର ସଂସଦରେ ରାଜନୀତି ସହିତ ସମ୍ପତ୍ତିର ପରିମାଣ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୋଟିଏ ପଟେ ଲୋକ ସଭାରେ କୋଟିପତି ଏମ୍ପିଙ୍କ ସଂଖ୍ୟା କ୍ରମାଗତ…

କୋଟି କୋଟି ଗ୍ରାହକଙ୍କୁ ବଡ଼ ଉପହାର! ଜୁଲାଇ ମାସରୁ କମିବ ବିଜୁଳି ଦର

ନୂଆଦିଲ୍ଲୀ,୩୦।୬: ଉତ୍ତର ପ୍ରଦେଶର କୋଟି କୋଟି ବିଦ୍ୟୁତ ଗ୍ରାହକଙ୍କ ପାଇଁ ଜୁଲାଇ ମାସ ବଡ଼ ଆଶ୍ୱସ୍ତି ନେଇ ଆସୁଛି। ଯଦି ଆପଣ ମଧ୍ୟ ପ୍ରତିମାସରେ ମହଙ୍ଗା ବିଜୁଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri