ପଥରରେ ଛେଚି ଯୁବକଙ୍କୁ ହତ୍ୟା, ହତ୍ୟାକାରୀ ଅଟକ

ବ୍ରହ୍ମପୁର ଅଫିସ,୫।୧୦: ବଡବଜାର ଥାନା ଅନ୍ତର୍ଗତ ପ୍ରେମନଗର ମୁଖ୍ୟ ରାସ୍ତାରେ ଜଣେ ବ୍ୟକ୍ତିଙ୍କୁ ମଙ୍ଗଳବାର ରାତିରେ ପଥରରେ ଛେଚି ହତ୍ୟା କରାଯାଇଛି। ମୃତ ବ୍ୟକ୍ତି ଜଣଙ୍କ ଗୋଶାଣିନୁଆଗାଁ ଥାନା ଅନ୍ତର୍ଗତ ହରିହର ନଗର ଦ୍ୱିତୀୟ ଲାଇନରେ ରହୁଥିବା କେ. ବାଳକୃଷ୍ଣ ପାତ୍ର(୪୭)।
ଅନ୍ୟପଟେ ହତ୍ୟାକାଣ୍ଡରେ ସମ୍ପୃକ୍ତ ହତ୍ୟାକରୀଙ୍କୁ ପୋଲିସ ଅଟକ ରଖି ତଦନ୍ତ ଚାଳଇଛି। ଏପରିକି ପୋଲିସ ଘଟଣାସ୍ଥଳରୁ ପଥର ଜବତ କରିଛି। ଯୁବକ ଜଣଙ୍କ କେଉଁ କାରଣରୁ ବାଳକୃଷ୍ଣଙ୍କୁ ଏଭଳି ନିର୍ମମ ଭାବେ ହତ୍ୟା କରିଛନ୍ତି,ତାହାକୁ ନେଇ ପୋଲିସ ଖୋଳତାଡ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଖାତା ଦେଖିବାକୁ ଆସୁନାହାନ୍ତି ଅଧ୍ୟାପକ

ଭଞ୍ଜନଗର,୧୩।୬(ଡି.ଏନ.ଏ): ଯୁକ୍ତ୨ କଳା ଦ୍ୱିତୀୟ ବର୍ଷ ପରୀକ୍ଷା ଖାତା ମୂଲ୍ୟାଙ୍କନ ଗତ ୨ତାରିଖରୁ ଆରମ୍ଭ ହୋଇଛି। କଳାର ଅଧିକାଂଶ ବିଷୟର ପ୍ରଥମ ଫେଜ୍‌ ମୂଲ୍ୟାଙ୍କନ ରବିବାର ସୁଦ୍ଧା...

ଗଞ୍ଜାମରେ ୧୨ କରୋନା ଯୋଦ୍ଧାଙ୍କ ସମେତ ୪୨ ପଜିଟିଭ୍‌ : ଆକ୍ରାନ୍ତଙ୍କ ସଂଖ୍ୟା ୭୯୭କୁ ବୃଦ୍ଧି

ଛତ୍ରପୁର,୧୯।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଶୁକ୍ରବାର ୪୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୯୭କୁ ବୃଦ୍ଧି ପାଇଛି। ୪୨...

ଧାନ ଫସଲରେ ପତ୍ରପୋଡ଼ା ରୋଗ: ଚାଷୀ ହତାଶ

ଚମ୍ପୁଆ,୨୯ା୫(ଡି.ଏନ୍‌.ଏ.)- ଚମ୍ପୁଆ କୃଷି ଜିଲା ଅନ୍ତର୍ଗତ ଚମ୍ପୁଆ ବ୍ଲକର ଅଢଙ୍ଗାପାଳ ଗ୍ରାମରେ ପତ୍ରପୋଡା ରୋଗ ଯୋଗୁ ପ୍ରାୟ ୪ ଏକର ଧାନ ଫସଲ ଉଜୁଡ଼ି ଯିବା...

ଋଷ୍ୟଶୃଙ୍ଗ-ଶାନ୍ତାକୁମାରୀଙ୍କ ବିବାହ

ବାସୁଦେବପୁର, ୧୬ା୬(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ପଢ଼ୁଁଆ ପଞ୍ଚାୟତ ସରପୋଖରୀଆଡ଼ିଠାରେ ଋଷ୍ୟଶୃଙ୍ଗ ସାଂସ୍କୃତିକ ଅନୁଷ୍ଠାନ ଆନୁକୂଲ୍ୟରେ ଋଷ୍ୟଶୃଙ୍ଗ-ଶାନ୍ତାକୁମାରୀଙ୍କ ବିବାହ ଉତ୍ସବ ୩ଦିନ ଧରି ଅନୁଷ୍ଠିତ ହୋଇଯାଇଛି।...

ଜାତିଗତ ପ୍ରମାଣପତ୍ରରେ ଅନିୟମିତତା: ଶିକ୍ଷୟିତ୍ରୀଙ୍କ ଦରମା ବନ୍ଦ

ବନ୍ତ,୮।୧(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବନ୍ତ ବ୍ଲକ ତୋଫାବିବି ଆଞ୍ଚଳିକ ସାଧନ କେନ୍ଦ୍ର ଅଧୀନ ରାଉତରାପୁର ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀ ଅନିତାରାଣୀ ସେଠୀଙ୍କର ଜାତିଗତ ପ୍ରମାଣପତ୍ରରେ...

ଗୋଷ୍ଠୀ ସଂଘର୍ଷ, ୫ ଆହତ

ପାତ୍ରପୁର,୨୦ା୫(ଡି.ଏନ୍‌.ଏ.)- ଜରଡ଼ା ଥାନା ଗୋପାଳପଲ୍ଲୀ ଗ୍ରାମରେ ସୋମବାର ରାତିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ଉଭୟ ପକ୍ଷରୁ ୫ ଜଣ...

୭ ଦିନ ଲାଗି ୨ ଓ୍ବାର୍ଡ କଣ୍ଟେନମେଣ୍ଟ ଜୋନ୍‌ ଘୋଷିତ

ବାଲିଅନ୍ତା, ୫ା୬(ଡି.ଏନ୍‌.ଏ.): କରୋନା ସଂକ୍ରମଣକୁ ରୋକିବା ପାଇଁ ବାଲିଅନ୍ତା ବ୍ଳକର ଜୟଦେବ ପଞ୍ଚାୟତ ଅଧୀନ ୨ଟି ଓ୍ବାର୍ଡକୁ ପ୍ରଶାସନ ପକ୍ଷରୁ ୭ଦିନ ପାଇଁ କଣ୍ଟେନମେଣ୍ଟ ଜୋନ...

ବାଲେଶ୍ୱରରେ ୨୫ଶହ ବର୍ଷ ତଳର ସଭ୍ୟତା

ମାନସ ବିଶ୍ୱାଳ ବାଲେଶ୍ୱର ଅଫିସ, ୧୮ା୫: ବାଲେଶ୍ୱର ରେମୁଣା ବ୍ଲକର ଦୁର୍ଗାଦେବୀ ଅଞ୍ଚଳରେ ୨୫ଶହ ବର୍ଷ ତଳର ସଭ୍ୟତା ଥିବା ଅନୁମାନ କରାଯାଉଛି। ଭାରତୀୟ ପ୍ରନତ୍ତାତ୍ତ୍ୱିକ...

Advertisement
Archives

Model This Week