କିମ୍‌‌ ଦକ୍ଷିଣ କୋରିଆ ପ୍ରଧାନମନ୍ତ୍ରୀ

ଦକ୍ଷିଣ କୋରିଆ ରାଷ୍ଟ୍ରପତି ମୁନ୍‌ ଜାଏ-ଇନ୍‌ ଶୁକ୍ରବାର କିମ୍‌ ବୁ-କ୍ୟୁମ୍‌ଙ୍କୁ ଦେଶର ନୂଆ ପ୍ରଧାନମନ୍ତ୍ରୀ ବାଛିଛନ୍ତି। ତାଙ୍କ ରାଷ୍ଟ୍ରପତିତ୍ୱରେ କିମ୍‌ ହେଉଛନ୍ତି ତୃତୀୟ ପ୍ରଧାନମନ୍ତ୍ରୀ। ୪ ଥର ଏମ୍‌ପି ହୋଇଥିବା କିମ୍‌ ଦେଶର ସ୍ବରାଷ୍ଟ୍ରମନ୍ତ୍ରୀ ଭାବେ କାର୍ଯ୍ୟ କରିଛନ୍ତି। ତାଙ୍କୁ ନୂଆ ପ୍ରଧାନମନ୍ତ୍ରୀ ରୂପେ ବଛାଯାଇଛି। ସେ ଆଞ୍ଚଳିକବାଦ ବିରୋଧୀ, ସାମାଜିକ ସଂସ୍କାର ଓ ଜାତୀୟ ଏକତା ପ୍ରତି ନିଜକୁ ସମର୍ପିତ କରିଥିବା ରାଷ୍ଟ୍ରପତିଙ୍କ ଅଫିସ ପକ୍ଷରୁ ଘୋଷଣା କରାଯାଇଛି। ନୂଆ ପ୍ରଧାନମନ୍ତ୍ରୀଙ୍କ ସହ ଅନ୍ୟ କେତେକ ମନ୍ତ୍ରଣାଳୟର ମନ୍ତ୍ରୀଙ୍କୁ ମଧ୍ୟ ବଦଳାଯାଇଛି। ଶାସକ ଡେମୋକ୍ରାଟିକ୍‌ ପାର୍ଟିକୁ ଗତ ସପ୍ତାହରେ ମେୟର ନିର୍ବାଚନରେ ଝଟ୍‌କା ଲାଗିବା ପରେ ଶୀର୍ଷ ନେତୃତ୍ୱରେ ପରିବର୍ତ୍ତନ କରାଯାଇଛି। ପ୍ରଧାନମନ୍ତ୍ରୀ ଚୁଙ୍ଗ୍‌ ସ୍ୟେ-କ୍ୟୁନ୍‌ଙ୍କ ସ୍ଥାନରେ କିମ୍‌ଙ୍କୁ ଅବସ୍ଥାପିତ କରାଯାଇଛି। ଆସନ୍ତା ବର୍ଷ ହେବାକୁ ଥିବା ସାଧାରଣ ନିର୍ବାଚନରେ ଚୁଙ୍ଗ୍‌ ରାଷ୍ଟ୍ରପତି ପ୍ରାର୍ଥୀ ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୭୫ ବର୍ଷ ବୟସରେ ଡ୍ରାଇଭିଂ ଲାଇସେନ୍ସ କଲେ ମହିଳା

ଅ.େଷ୍ଟ୍ରଲିଆର ପିଲବରା ଅଞ୍ଚଳରେ ଥିବା ହେଡଲ୍ୟାଣ୍ଡରେ ରହନ୍ତି ବିନ୍ନି ଶୌମ୍ପି। ବୟସ ୭୫ ବର୍ଷ। ଏହି ବୟସରେ ସେ ଏବେ ଡ୍ରାଇଭିଂ ଲାଇସେନ୍ସ କରି ଆସିଛନ୍ତି...

ଏବେ ଆହୁରି ଖରାପ ହେବ ଦେଶର ଆର୍ଥିକ ପରିସ୍ଥିତି: ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ

କଲମ୍ବୋ,୧୪ ।୫: ଶ୍ରୀଲଙ୍କାର ନୂଆ ପ୍ରଧାନମନ୍ତ୍ରୀ ରାନିଲ ବିକ୍ରମାସିଂଘେ କହିଛନ୍ତି ଦେଶର ଆର୍ଥିକ ସ୍ଥିତି ସୁଧୁରିବା ପୂର୍ବରୁ ଆହୁରି ଖରାପ ହେବ । ଏବେ ଶ୍ରୀଲଙ୍କା...

ବ୍ଲୁ ଆମୋନିଆ: ପ୍ରଥମଥର ସୌଦି ଆରବରୁ ଯାଉଛି ଜାପାନ

ଟୋକିଓ,୨୯ ।୯: ପ୍ରଥମଥର ଲାଗି ବ୍ଲୁ ଆମୋନିଆ ଅନ୍ତର୍ଜାତୀୟ ସ୍ତରରେ ବ୍ୟବହାର ହେବାକୁ ଯାଉଛି । ଏହା ଏବେ ସøଦି ଆରବରୁ ଜାପାନ ପଠାଯାଉଛି ।...

ସିରିଆ ଗାଁ ଉପରେ ଇସ୍ରାଏଲର ରକେଟ ମାଡ଼…

ଦାମାସକସ୍‌, ୩।୭ : ଲେବାନନ ସୀମା ନିକଟ ସିରିଆର ଏକ ଗାଁ ଉପରେ ଇସ୍ରାଏଲ ଏୟାର ଷ୍ଟ୍ରାଇକ କରିଛି। ସିରିଆର ରାଜ୍ୟ ଗଣମାଧ୍ୟମ ରିପୋର୍ଟ କରିଛି...

‘ରୁଷିଆର ଏବେ କେବଳ ୪ ବନ୍ଧୁ ଅଛନ୍ତି’

କ୍ୱିଭ,୩।୩: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଆରମ୍ଭ ହୋଇଥିବା ଯୁଦ୍ଧ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ରୁଷିଆ ଦିନକୁ ଦିନ ଆକ୍ରୋଶମୂଳକ ହୋଇପଡ଼ିଛି। ଏସବୁ...

ରୁଷିଆର ବଡ଼ ପରାଜୟ

କ୍ୱିଭ୍‌,୨୪।୩: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ହେବାର ଆଜିକୁ ଏକ ମାସ ବିତିଗଲାଣି। ଫେବୃଆରୀ ୨୪ରେ ଆଜିର ଦିନରେ ରୁଷିଆ ଆର୍ମି ୟୁକ୍ରେନରେ ପ୍ରବେଶ...

ଟଙ୍କା-ମୋବାଇଲ ସ୍କ୍ରିନ୍‌ରେ ୨୮ ଦିନ ଜୀବିତ ରୁହେ କରୋନା ଭୂତାଣୁ

ସିଡ୍‌ନୀ, ୧୨।୧୦: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ସଂକ୍ରମିତଙ୍କଠାରୁ ଭିନ୍ନ ଭିିନ୍ନ ମାଧ୍ୟମରେ କରୋନା ଭୂତାଣୁ ସୁସ୍ଥ ଲୋକଙ୍କ ପାଖକୁ ଆସିଥାଏ।...

ପରଲୋକରେ ଜେମ୍ସ ବଣ୍ଡର ଅଭିନେତା ସାର ସେନ କୋନେରୀ

ଲଣ୍ଡନ,୩୧।୧୦-ଓସ୍କାର ବିଜେତା ତଥା ହଲିଉଡ ଫିଲ୍ମ ଜେମ୍ସ ବଣ୍ଡର ପ୍ରଥମ ଅଭିନେତା ସାର ସେନ କୋନେରୀଙ୍କ ଶନିବାର ପରଲୋକ ହୋଇଯାଇଛି। ୯୦ ବର୍ଷ ବୟସରେ ସେ...

Advertisement
Archives

Model This Week