ଉତ୍ତର କୋରିଆରେ ହାହାକାର: ସେନା ଶାସକ କହିଲେ ଇତିହାସରେ ସବୁଠାରୁ ବଡ ଚ୍ୟାଲେଞ୍ଜର ସାମ୍ନା କରୁଛି ଦେଶ

ପୋଙ୍ଗୟାଙ୍ଗ,୧୪ ।୫: ଉତ୍ତର କୋରିଆରେ କରୋନା ମହାମାରୀ ପ୍ରବେଶ କରିବା ପରେ ଏବେ ସେଠାରେ ହାହାକାର ଦେଖାଯାଇଛି । ଦେଶରେ ୧୭ ହଜାର ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୧ ହଜାର ମୃତ୍ୟୁ ଦେଶବାସୀଙ୍କ ମନରେ ଭୟର ବାତାବରଣ ସୃଷ୍ଟି କରିଛି । ପରିସ୍ଥିତିକୁ ଦେଖି ସେନା ଶାସକ କିମ ଜୋଙ୍ଗ ଉନ ବି ଡରି ଯାଇଛନ୍ତି ।
ଉତ୍ତର କୋରିଆର ସରକାରୀ ନ୍ୟୁଜ ଏଜେନ୍ସି କେସିଏନର ରିପୋର୍ଟ ଅନୁସାରେ କିମ ଜୋଙ୍ଗ ଉନ କହିଛନ୍ତି ଦେଶ ସ୍ଥାପନ ପରେ ଏବେ ପର୍ଯ୍ୟନ୍ତ ସବୁଠାରୁ ବଡ ଚ୍ୟାଲେଞ୍ଜର ସାମ୍ନା କରୁଛି । ସ୍ପୁଟନିକ ନ୍ୟୁଜ ଏଜେନ୍ସି କେସିଏନର ରିପୋର୍ଟ ଆଧାରରେ କହିଛି, ଦେଶରେ କରୋନା ଭାଇରସ ରୋଧି ବନ୍ଦୋବସ୍ତ କରାଯିବା ସହ ସଂକ୍ରମଣ ନ ବ୍ୟାପିବାକୁ ନିର୍ଦ୍ଦେଶ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଶୁଭେନ୍ଦୁ ସରକାରଙ୍କ ବୁଲଡୋଜର ଆକ୍ସନ, ହାଓଡା ରେଲଓ୍ବେ ଷ୍ଟେଶନ ବାହାରୁ ହଟାଇଲେ…

କୋଲକାତା,୧୭।୫: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବା ପରଠାରୁ, ଶୁଭେନ୍ଦୁ ଅଧିକାରୀ ‘ଆକ୍ସନ ମୋଡ’ ରେ ଥିବା ଦେଖାଯାଉଛି। ସମଗ୍ର ବଙ୍ଗଳାରେ ଅରାଜକତା ବିରୁଦ୍ଧରେ ନିରନ୍ତର କାର୍ଯ୍ୟାନୁଷ୍ଠାନ…

ଠିକାଦାରଠାରୁ ଆଖିବୁଜା ଲାଞ୍ଚ ନେଇ ରେଡ୍‌ ହ୍ୟାଣ୍ଡ୍‌ରେ ଧରାପଡ଼ିଲେ ଯନ୍ତ୍ରୀ-ସହଯୋଗୀ, ବିଲ୍‌ କରାଇବା ପାଇଁ କହି…

ଖଣ୍ଡପଡ଼ା,୧୭ା୫: ନୟାଗଡ଼ର ଭାପୁର ଆରଡବ୍ଲ୍ୟୁ ସେକ୍ସନ, କନିଷ୍ଠ ଯନ୍ତ୍ରୀ କେଶବ ସୁବୁଦ୍ଧି ଏବଂ ତାଙ୍କ ସହଯୋଗୀ ଆଶୁତୋଷ ବଳିଆରସିଂଙ୍କୁ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଗିରଫ କରାଯାଇଛି। ନୟାଗଡ଼…

କଙ୍ଗୋ-ଉଗାଣ୍ଡାରେ ଇବୋଲା ଭାଇରସ ପ୍ରକୋପ; WHO ଘୋଷଣା କଲା ହେଲଥ ଏମରଜେନ୍ସି

କାମ୍ପାଲା,୧୬।୫: ଦୁଇଟି ଆଫ୍ରିକୀୟ ରାଷ୍ଟ୍ରରେ ଇବୋଲା ଭାଇରସର ପ୍ରକୋପ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି, ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (WHO) ଏହାକୁ ଏକ…

କୋଇଲା ବ୍ୟବସାୟୀଙ୍କ ଘର ଉପରକୁ ଗୁଳିମାଡ଼

ସୁନ୍ଦରଗଡ଼, ୧୭।୫ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସହରର ପ୍ରତିଷ୍ଠିତ କୋଇଲା ପରିବହନ ବ୍ୟବସାୟୀ ସଞ୍ଜୟ ନନ୍ଦ (ପିଲୁ)ଙ୍କ ବାସଭବନ ଉପରକୁ ଶନିବାର ବିଳମ୍ବିତ ରାତିରେ ଗୁଳିମାଡ଼…

ହର୍ମୁଜ ସଙ୍କଟ ମଧ୍ୟରେ, ଭାରତ ପାଇଁ ଆସିଲା ଦୁଇଟି ଖରାପ ଖବର, ଯାହା ଗଭୀର ଚିନ୍ତାର କାରଣ

ନୂଆଦିଲ୍ଲୀ,୧୭।୫: ସମଗ୍ର ବିଶ୍ୱ ହର୍ମୁଜ ଷ୍ଟ୍ରେଟ ସଙ୍କଟରୁ ସୃଷ୍ଟି ହୋଇଥିବା ତୈଳ ସଙ୍କଟ ସହିତ ସଂଘର୍ଷ କରୁଛି। ଏହା ମଧ୍ୟରେ, ଦୁଇଟି ଘଟଣା ସାମ୍ନାକୁ ଆସିଛି ଯାହା…

ତୈଳ ସଙ୍କଟ ମଧ୍ୟରେ ଆଶ୍ୱସ୍ତି: ହର୍ମୁଜ ଦେଇ ଭାରତରେ ପହଞ୍ଚିଲା ୨୦୦୦୦ ଟନ୍‌ର ଏଲ୍‌ପିଜି ଟ୍ୟାଙ୍କର

ନୂଆଦିଲ୍ଲୀ,୧୭ା୫: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଏବଂ ତୈଳ ଯୋଗାଣ ନେଇ ବିଶ୍ୱ ଚିନ୍ତା ମଧ୍ୟରେ ଭାରତକୁ କିଛିଟା ଆଶ୍ୱସ୍ତି ମିଳିଛି। ପ୍ରାୟ ୨୦୦୦୦ ଟନ୍‌ ଏଲପିଜି…

ବାଇକରେ ଆସି ଛେଳି ଗୁହାଳରେ ନିଆଁ ଲଗାଇଲେ ଦୁର୍ବୃତ୍ତ

ଅମରପାଲି, ୧୭।୦୫ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ସଂଗ୍ରାମପୁର ପଞ୍ଚାୟତର ଦୁର୍ଗାଦେବୀପାଲି ଗ୍ରାମରେ ଜଣେ ଚାଷୀଙ୍କ ଛେଳି ଗୁହାଳରେ ଦୁର୍ବୃତ୍ତମାନେ ନିଆଁ ଲଗାଇଦେଇଥିବା…

ରାୟଗଡ଼ା ଲିଙ୍ଗମଝୋଲା ଗାଁରେ ହାତୀ ଉପଦ୍ରବ: ଘର ଭାଙ୍ଗିଲେ, ଲେକେ ଦୌଡ଼ିଲେ

କଲ୍ୟାଣସିଂହପୁର, ୧୭।୫ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ପାର୍ସଲି ପଞ୍ଚାୟତର ଲିଙ୍ଗମଝୋଲା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ରାତି ଅଧରେ ଏକ ୧୦ଟିକିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri