କିମ୍‌ଙ୍କ ଯୁକ୍ତି, ଦେଶରେ କରୋନା ବୃଦ୍ଧି ଘଟାଉଛନ୍ତି ଏଲିଅନ୍ସ

ପ୍ୟୋଙ୍ଗ୍‌ୟାଙ୍ଗ୍‌,୨ା୭: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌-ଜୋଙ୍ଗ-ଉନ୍‌ ତାଙ୍କର ଅଜବ ନିଷ୍ପତ୍ତି ଏବଂ ବିବୃତ୍ତି ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ଏବେ କିମ୍‌ କରୋନା ଭାଇରସ୍‌ ସମ୍ପର୍କରେ ଏକ ଅଜବ କଥା କହି ପୁଣି ଚର୍ଚ୍ଚାକୁ ଆସିଛନ୍ତି। ସେ କହିଛନ୍ତି, ଦେଶରେ ପ୍ରଥମ କରୋନା ମାମଲା ଏଲିଅନ୍ସଙ୍କ ଦ୍ୱାରା ବ୍ୟାପିଛି। ଏଲିଅନ୍ସମାନେ ଦକ୍ଷିଣ କୋରିଆ ସୀମା ନିକଟରୁ ବେଲୁନ୍‌ରେ ଏହି ଭୂତାଣୁ ଫିଙ୍ଗିଛନ୍ତି। ଯେଉଁ କାରଣରୁ କରୋନା ତାଙ୍କ ଦେଶରେ ବ୍ୟାପି ଚାଲିଛି।

ବିସିସିଆଇ ରିପୋର୍ଟ ଅନୁଯାୟୀ, କିମ୍‌ କହିଛନ୍ତି, ଅନୁସନ୍ଧାନ ପରେ ଏହା ଜଣାପଡ଼ିଛି ଯେ, ବେଲୁନରେ ଏହି ଭାଇରସ ଭରିବା ଦ୍ୱାରା ଏଲିଅନ୍ସମାନେ ଦକ୍ଷିଣ କୋରିଆ ସୀମା ନିକଟରୁ ତାଙ୍କ ଦେଶରେ କରୋନା ଭୂତାଣୁ ବିସ୍ତାର କରିଛନ୍ତି। ଏଥି ସହିତ, ଉତ୍ତର କୋରିଆ ଏପରି ଫଳାଫଳ ଘୋଷଣା କରିବା ପରେ ‘ସୀମା ରେଖା ଏବଂ ସୀମାନ୍ତବର୍ତ୍ତୀ ଅଞ୍ଚଳଗୁଡ଼ିକ ପବନ ଏବଂ ଅନ୍ୟାନ୍ୟ ଜଳବାୟୁ ଘଟଣା ତଥା ବେଲୁନ୍‌ରୁ ଆସୁଥିବା ବିଦେଶୀ ଜିନିଷଗୁଡ଼ିକର ମୁକାବିଲା କରିବା ପାଇଁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛି।

କିମ୍‌ କହିଛନ୍ତି, ଜଣେ ୧୮ ବର୍ଷର ଜଣେ ସୈନିକ ଏବଂ ଜଣେ ୫ ବର୍ଷର ଶିଶୁ ଏପ୍ରିଲ ପ୍ରାରମ୍ଭରେ କୁମଗାଙ୍ଗର ପୂର୍ବ କାଉଣ୍ଟିରେ ଥିବା ବ୍ୟାରେକ୍‌ ଏବଂ ଆବାସିକ କ୍ୱାର୍ଟର୍ସ ପରିସରରେ ଅଜ୍ଞାତ ସାମଗ୍ରୀ ସହ ସମ୍ପର୍କରେ ଆସିଥିଲେ। ଏହା ପରେ ତାଙ୍କଠାରେ ଦେଖାଦେଇଥିଲା। ତା’ପରେ ସମଗ୍ର ଦେଶରେ କରୋନା ବ୍ୟାପିଥିଲା।

ଅନୁସନ୍ଧାନର ଫଳାଫଳ ଦର୍ଶାଇଛି, ଏପ୍ରିଲ ମଧ୍ୟଭାଗରେ କାଙ୍ଗଓ୍ବନ ପ୍ରଦେଶର କୁମଗଙ୍ଗ ଜିଲାର ଇଫୋ-ରି ଅଞ୍ଚଳରୁ ରାଜଧାନୀକୁ ଆସିଥିବା ଅନେକ ବ୍ୟକ୍ତି ଜ୍ୱରରେ ଆକ୍ରାନ୍ତ ହୋଇଥିଲେ ଏବଂ ସେମାନଙ୍କ ଦ୍ୱାରା ଅନ୍ୟମାନେ ମଧ୍ୟ ଜ୍ୱରରେ ଆକ୍ରାନ୍ତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାପାନରେ ଭୟଙ୍କର ଭୂମିକମ୍ପ: ୧୩ ମୃତ ଅନେକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

ଟୋକିଓ,୨୯।୭: ମଙ୍ଗଳବାର, ଜୁଲାଇ ୨୮ରେ ଜାପାନର ଦକ୍ଷିଣ-ପଶ୍ଚିମ ଭାଗରେ ବଡ଼ଧରଣର ଭୂମିକମ୍ପ ଅନୁଭୂତ ହୋଇଥିଲା। ରଏଟର୍ସ ଅନୁଯାୟୀ, ଶକ୍ତିଶାଳୀ ଭୂମିକମ୍ପ ପରେ ପ୍ରଥମେ ଉପକୂଳବର୍ତ୍ତୀ ଅଞ୍ଚଳ ପାଇଁ…

ମୋଦି ସରକାରଙ୍କୁ ଚେତାବନୀ: ସାବଧାନ ହୋଇଯାଅ ନଚେତ୍‌…

ନୂଆଦିଲ୍ଲୀ,୨୯।୭: ଅଲ ଇଣ୍ଡିଆ ମଜଲିସ-ଏ-ଇତ୍ତେହାଦୁଲ ମୁସଲିମିନ (AIMIM) ମୁଖ୍ୟ ଅସଦୁଦ୍ଦିନ ଓଓ୍ବାଇସି ପେପର ଲିକ ବିରୋଧୀ ବିଲ ସମ୍ପର୍କରେ ସରକାରଙ୍କୁ କଡ଼ା ଟାର୍ଗେଟ୍‌ କରିଛନ୍ତି। ସେ ସରକାରଙ୍କୁ…

ଭାରତ ଉପରେ ଲାଗୁ ହେବ ୧୦୦% ଶୁଳ୍କ? ଆମେରିକାର ନୂଆ ବିଲ କାହିଁକି ଚିନ୍ତା ସୃଷ୍ଟି କରିଛି? ଜାଣନ୍ତୁ…

ଓ୍ବାଶିଂଟନ,୨୯।୭: ଆମେରିକାର ସିନେଟ ରୁଷିଆ ଉପରେ ଆର୍ଥିକ ଚାପ ବୃଦ୍ଧି କରିବା ପାଇଁ ଏକ ବିଲ ପାସ କରିଛି – ଏହା ଭାରତ ସମେତ ଅନେକ ଦେଶକୁ…

ଆମେରିକା ସହ ଯୁଦ୍ଧକୁ ଡେଇଁଲା ସାଉଦି ଆରବ, ଇରାନ ଉପରେ କଲା ବୋମା ବର୍ଷା

ତେହରାନ,୨୯।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱର ଅନେକ ଦେଶକୁ ପ୍ରଭାବିତ କରୁଛି। ଏହି ଦୁଇଟି ଦେଶ ସହିତ, ଅନ୍ୟ ଉପସାଗରୀୟ ରାଷ୍ଟ୍ରଗୁଡ଼ିକ ମଧ୍ୟ…

‘ସୁପ୍ରିମ କୋର୍ଟଙ୍କ ସର୍ତ୍ତ ଗ୍ରହଣୀୟ ନୁହେଁ,’ ସରକାରଙ୍କୁ ସମାଲୋଚନା ସହ ଅଲଟିମେଟମ ଦେଲା CJP

ନୂଆଦିଲ୍ଳୀ,୨୯।୭: କକ୍ରୋଚ ଜନତା ପାର୍ଟି (CJP) ମଙ୍ଗଳବାର କହିଛି ଯେ ସୁପ୍ରିମକୋର୍ଟଙ୍କ ମଧ୍ୟବର୍ତ୍ତୀକାଳୀନ ଆଦେଶ ପ୍ରତିବାଦ ସମୟରେ ପଞ୍ଜିକୃତ FIR ଗୁଡ଼ିକର ତଦନ୍ତ ଜାରି ରଖିବା ପାଇଁ…

ବରଗଡ଼ ଜଳାର୍ଣ୍ଣବ: ଗ୍ରାମାଞ୍ଚଳଠୁ ସହରାଞ୍ଚଳ ଜନଜୀବନ ପ୍ରଭାବିତ

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ଲଗାଣ ବର୍ଷାରେ ବରଗଡ଼ ଜଳାର୍ଣ୍ଣବ ହୋଇ ପଡ଼ିଛି। ଜିଲାର ଗ୍ରାମାଞ୍ଚଳଠୁ ସହରାଞ୍ଚଳ ପର୍ଯ୍ୟନ୍ତ ଜନଜୀବନ ପ୍ରଭାବିତ ହୋଇଛି। ଗଳିକନ୍ଦି ରାସ୍ତା ଜଳମଗ୍ନ ହୋଇପଡ଼ିଛି ।…

ଯେଣେତେଣେ ବିଭାଜନ

ଗୋଟେ କଥା ଭାରତବ୍ୟାପୀ ଚର୍ଚ୍ଚା ହେଉଛି ଯେ, ଦୀର୍ଘ ବର୍ଷ ଧରି ଦେଶର ପାରମ୍ପରିକ ରାଜନୈତିକ ଦଳ ଯେଉଁ ପ୍ରକାର ପରିବର୍ତ୍ତନ ଆଣିବାରେ ସକ୍ଷମ ହୋଇ ନ…

ସାର-ବିହନ ବିକ୍ରି ଅନିୟମିତତା: ୯ ଡିଲରଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ ଚାଷକାର୍ଯ୍ୟ ଚାଲିଛି। ତେବେ ଚାଷ କାର୍ଯ୍ୟ ଆରମ୍ଭରୁ ସାର, ବିହନ ବିକ୍ରିରେ କଳାବଜାର ସମେତ ବିଭିନ୍ନ ଅନିୟମିତତା ଚାଷୀମାନଙ୍କୁ ଚିନ୍ତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri