ଝିଅ ହେବେ କି କିମ୍‌ଙ୍କ ଉତ୍ତରାଧିକାରୀ

ସିଓଲ,୨୭ା୧୧: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ୍‌ ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। କିନ୍ତୁ ଏଥର ସେ କ୍ଷେପଣାସ୍ତ୍ର ପରୀକ୍ଷଣ ପାଇଁ ନୁହେଁ ବରଂ ତାଙ୍କ ଝିଅଙ୍କ ଯୋଗୁ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ କିମ୍‌ ତାଙ୍କ ଝିଅଙ୍କୁ କ୍ଷେପଣାସ୍ତ୍ର ବୈଜ୍ଞାନିକମାନଙ୍କ ସହ ଏକ ବୈଠକକୁ ନେଇ ଗଣମାଧ୍ୟମରେ କଳ୍ପନା ଜଳ୍ପନାର କାରଣ ପାଲଟିଥିଲେ। କିମ୍‌ ତାଙ୍କୁ ଚତୁରତାର ସହ ବାହାରକୁ ଆଣିଥିଲେ। ଯାହା ଦ୍ୱାରା ସେ ପରିଚିତ ହୋଇପାରିବେ। କିମ୍‌ଙ୍କ ଉତ୍ତରାଧିକାରୀ ଭାବରେ ସେ ଦାୟିତ୍ୱ ବହନ କରିବେ।

jagran

କିମ୍‌ଙ୍କ ଦ୍ୱିତୀୟ ସନ୍ତାନ ଅର୍ଥାତ୍‌ ଝିଅ କିମ୍‌ ଜୁ ଏ । ଯାହାଙ୍କ ବୟସ ୯ କିମ୍ବା ୧୦ ହେବ। ପ୍ରଥମ ଥର ପାଇଁ କିମ୍‌ଙ୍କ ସହିତ ତାଙ୍କୁ ଦେଖିବାକୁ ମିଳିଥିଲା। ଜୁ ଉତ୍ତର କୋରିଆର ବାଲାଷ୍ଟିକ କ୍ଷେପଣାସ୍ତ୍ର ଉତ୍‌କ୍ଷେପଣକୁ ମା’ ରି ସୋଲ-ଜୁ, ପିତା ଏବଂ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ଅନ୍ତରମହାଦ୍ୱୀପରେ ନଜର ଆସିଥିଲେ। ଝିଅ ଜନ୍ମ ପୂର୍ବରୁ କେବଳ କଳ୍ପନାଜଳ୍ପନା କରାଯାଇଥିଲା। ତେବେ ପ୍ରଥମ ଥର ପାଇଁ ତାଙ୍କୁ ସର୍ବସାଧାରଣରେ ଦେଖିବାକୁ ମିଳିଥିଲା।

ଜୁ’ଙ୍କୁ ପ୍ରଥମେ ଏକ ଧଳା ଡ୍ରେସ୍‌ରେ ଦେଖିବାକୁ ମିଳିଥିଲା। ଲୋକେ ତାଙ୍କୁ ଦେଖିବା ପରେ କହିଥିଲେ ‘ସବୁଠାରୁ ସୁନ୍ଦର ଝିଅ’। ଧଳା କୋଟ ଏବଂ ନାଲି ଜୋତା ପିନ୍ଧି ଉତ୍ତର କୋରିଆର ଏକଛତ୍ରବାଦୀ ଶାସକଙ୍କ ଝିଅ ଏକ ଲଞ୍ଚ ଟ୍ରକରେ ବିଶାଳ କ୍ଷେପଣାସ୍ତ୍ର ସହ ପିତାଙ୍କ ହାତ ଧରି ବୁଲୁଥିବାର ଦେଖାଯାଇଥିଲା। ରବିବାର ସ୍ଥାନୀୟ ଏକ ଗଣମାଧ୍ୟମ ସୂଚନାନୁଯାୟୀ, ତାଙ୍କୁ ଦ୍ୱିତୀୟ ଥର ପାଇଁ ଦେଖିବାକୁ ମିଳିଛି। ସେ ଏବଂ କିମ୍‌ ବୈଜ୍ଞାନିକ, ଟେକ୍ନିସିଆନ, ଅଧିକାରୀ ଏବଂ ଅନ୍ୟ ଶ୍ରମିକମାନଙ୍କ ସହିତ ଗ୍ରୁପ ଫଟୋ ଉଠାଇଥିଲେ, ଯେଉଁମାନେ ହ୍ବାସୋଙ୍ଗ-୧୭ ଆଇସିବିଏମ୍‌ର ପରୀକ୍ଷା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

ଜ୍ଞାନବିଜ୍ଞାନ ମେଳା: ୨୧୦ ପ୍ରକଳ୍ପ ପ୍ରଦର୍ଶିତ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରଠାରେ ଶନିବାର ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ମୁଖ୍ୟ…

ବିଭିନ୍ନ ବିଦ୍ୟାଳୟରେ ମାସିକ କ୍ଲଷ୍ଟରସ୍ତରୀୟ ବୈଠକ, ମୌଳିକ ସାକ୍ଷରତା ସଂଖ୍ୟା ଜ୍ଞାନ ନେଇ…

କର୍ଲାମୁଣ୍ଡା,୧ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଶନିବାର ମାସିକ କ୍ଲଷ୍ଟରସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନୋଡାଲ କ୍ଲଷ୍ଟର ପକ୍ଷରୁ…

ବୃଦ୍ଧାଙ୍କ ଶରୀରକୁ ଖଣ୍ଡ ବିଖଣ୍ଡିତ କରି ମାରିଲା ରକ୍ତମୁଖା ଦନ୍ତା, ପୁଅ-ବୋହୂଙ୍କ ସହ…

ଲାଞ୍ଜିଗଡ଼,୧ା୮(ରମେଶ ଚନ୍ଦ୍ର ନାୟକ): ଏକ ରକ୍ତମୁଖା ଦନ୍ତା ଜଣେ ବୃଦ୍ଧାଙ୍କୁ କଲବଲ କରି ମାରିଛି। ତାଙ୍କ ଶରୀର ଖଣ୍ଡ ବିଖଣ୍ଡିତ ହୋଇ ଏତେତେଣେ ପଡ଼ିଛି। ଏପରି ହୃଦୟ…

ତପ୍ତପାଣି ଆସିବେ ରାଷ୍ଟ୍ରପତି: ପୋଲିସ ପ୍ରଶାସନର ଜୋରଦାର ପ୍ରସ୍ତୁତି, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ-ଏସ୍‌ପି

ଦିଗପହଣ୍ଡି,୧ା୮(ଅଶେଷ ନାଥ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ତାରିଖ ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ଣ ପ୍ରସବଣ ତପ୍ତପାଣି ପରିଦର୍ଶନ କରିବା ସହ ସେଠାରେ…

ଶ୍ରୀଲଙ୍କା ସିରିଜ ପୂର୍ବରୁ ଏମଏସ ଧୋନିଙ୍କୁ ଭେଟିଲେ ଋଷଭ ପନ୍ତ

ନୂଆଦିଲ୍ଲୀ,୧।୮: ଭାରତୀୟ କ୍ରିକେଟ ଦଳ ଖୁବଶୀଘ୍ର ଶ୍ରୀଲଙ୍କା ଗସ୍ତ କରିବାକୁ ଯାଉଛି, ଅଗଷ୍ଟ ୧୫ରୁ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ। ୱିକେଟ କିପର-ବ୍ୟାଟ୍ସମ୍ୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri