ଆମେରିକା ନିର୍ବାଚନ ପୂର୍ବରୁ ନିଜର ଶକ୍ତି ପ୍ରଦର୍ଶନ କରିବେ କିମ୍‌-ଜୋଙ୍ଗ୍‌-ଉନ୍‌, ଟ୍ରମ୍ପଙ୍କ ପାଇଁ ବିପଦ

ପ୍ୟୋଙ୍ଗ୍‌ୟାଙ୍ଗ୍‌,୯ା୧୦: କରୋନା ମହାମାରୀ ସମୟରେ ଉତ୍ତରକୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ୍‌ ନିଜର ଶକ୍ତି ପ୍ରଦର୍ଶନ ପାଇଁ ପ୍ରସ୍ତୁତି ଚଳାଇଛନ୍ତି। ୧୦ ଅକ୍ଟୋବରରେ ଶାସକ ଦଳର ୭୫ ତମ ପ୍ରତିଷ୍ଠା ଦିବସରେ କିମ୍‌ ଜୋଙ୍ଗ୍‌ ପୁଣି ଥରେ ନିଜର ଶକ୍ତି ପ୍ରଦର୍ଶନ କରିବେ। ଏଥରକ ଅଧିକ ଶକ୍ତିଶାଳୀ ଏବଂ ବହୁତ ଦୂର ପଯର୍ର୍‌ୟନ୍ତ ଯାଇ ପାରୁଥିବା କ୍ଷେପଣାସ୍ତ୍ର ପ୍ରୟୋଗ କରିବ ଉତ୍ତରକୋରିଆ। ଆମେରିକା ନିର୍ବାଚନର ଠିକ୍‌ ପୂର୍ବରୁ କିମ୍‌ଙ୍କ ଏହି ଶକ୍ତି ପ୍ରଦର୍ଶନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ପାଇଁ କଷ୍ଟସାଧ୍ୟ ହୋଇପଡ଼ିବ।
ପରିମାଣୁ ଅସ୍ତ୍ରଶସ୍ତ୍ର ନିର୍ମାଣକୁ ନେଇ ଆମେରିକା ଏବଂ ଉତ୍ତରକୋରିଆ ମଧ୍ୟରେ ପ୍ରଥମରୁ ବିବାଦ ଚାଲିଛି। ଏହି କାରଣରୁ ଆମେରିକା ଉତ୍ତରକୋରିଆ ପ୍ରତି କଡ଼ା ଆର୍ଥିକ ପ୍ରତିବନ୍ଧକ ଲଗାଇଛି। ଆର୍ଥିକ ପ୍ରତିବନ୍ଧକ ସତ୍ତ୍ୱେ କିମ୍‌ ଜୋଙ୍ଗ୍‌ ନିଜ ଦେଶରେ ଆହୁରି ଶକ୍ତିଶାଳୀ ହୋଇଉଠିଛନ୍ତି। କିମ୍‌ ଜୋଙ୍ଗ୍‌ ନିଜ ମିଶନକୁ ପୂରା କରିବା ପାଇଁ ସମସ୍ତ କଳ ବଳ କୌଶଳ ପ୍ରୟୋଗ କରୁଛନ୍ତି। ଉତ୍ତରକୋରିଆ ଆଉ ଏକ ନୂଆ ପରିମାଣୁ ଅସ୍ତ୍ର ତିଆରି କରିଛି। ଚଳିତ ବର୍ଷ ଆରମ୍ଭରୁ ନୂତନ କ୍ଷେପଣାସ୍ତ୍ର ତିଆରି କରିବାରେ ଲାଗିପଡ଼ିଛି ଏହି ଦେଶ।
୧୦ ଅକ୍ଟୋବରରେ ଉତ୍ତରକୋରିଆରେ ଓ୍ବାର୍କର୍ସ ପାର୍ଟିର ୭୫ ତମ ପ୍ରତିଷ୍ଠା ଦିବସରେ ଆୟୋଜିତ ଏକ ପରେଡ୍‌ରେ ସର୍ବସାଧାରଣରେ ପ୍ରଦର୍ଶନ କରାଯିବ। ୨୦୧୭ରେ ପ୍ରଦର୍ଶିତ କ୍ଷେପଣାସ୍ତ୍ର ଠାରୁ ଏହା ଆହୁରି ଅଧିକ ଶକ୍ତିଶାଳୀ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri