କିମଙ୍କ ଧମକ: ବିଶ୍ୱର ସବୁଠାରୁ ଶକ୍ତିଶାଳୀ ପରମାଣୁ ଶକ୍ତି ହେବା ଆମର ଶେଷ ଲକ୍ଷ୍ୟ

ପୋଙ୍ଗୟାଙ୍ଗ,୨୭ ।୧୧: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋନ ଉନ ସାରା ବିଶ୍ୱକୁ ଏକ ବାର୍ତ୍ତା ଦେଇ କହିଛନ୍ତି, ବିଶ୍ୱର ସବୁଠାରୁ ଶକ୍ତିଶାଳୀ ପରମାଣୁ ଶକ୍ତି ହେବା ଉତ୍ତର କୋରିଆର ଶେଷ ଲକ୍ଷ୍ୟ । ଏଥିପାଇଁ ସେ ବହୁ ସେନା ଅଧିକାରୀଙ୍କୁ ପ୍ରୋତ୍ସାହିତ ବି କରିଛନ୍ତି । କିମ ଦେଶର ନୂତନ ହାୱାସଙ୍ଗ-୧୭ ଅନ୍ତରମହାଦୀପୀୟ ବାଲେଷ୍ଟିକ ମିଶାଇଲ କ୍ଷେପଣାସ୍ତ୍ର(ଆସିବିଏମ)ର ପରୀକ୍ଷଣ ତଦାରଖ କରିବା ପରେ ଏବଂ ନଭେମ୍ବର ୧୮ରେ ଆଣବିକ ଅସ୍ତ୍ର ସହିତ ଆମେରିକାର ଆଣବିକ ବିପଦକୁ ପ୍ରତିହତ କରିବାକୁ ପ୍ରତିଶ୍ରୁତି ଦେବା ପରେ ଏହି ଘୋଷଣା କରାଯାଇଛି । କିମ୍ କହିଛନ୍ତି ରାଜ୍ୟ ତଥା ଲୋକଙ୍କ ସମ୍ମାନ ତଥା ସାର୍ବଭୌମତ୍ୱକୁ ଦୃଢ ଭାବରେ ରକ୍ଷା କରିବା ପାଇଁ ଆଣବିକ ଶକ୍ତି ନିର୍ମାଣ କରାଯାଉଛି ଏବଂ ଏହାର ମୂଳ ଲକ୍ଷ ହେଉଛି ବିଶ୍ୱର ସବୁଠାରୁ ଶକ୍ତିଶାଳୀ ସାମରିକ ଶକ୍ତି ହେବା । କିମ ଜୋନ ଉନ ହ୍ୱାଙ୍ଗସ-୧୭କୁ ବିଶ୍ୱର ସବୁଠାରୁ ଶକ୍ତିଶାଳୀ ସାମରିକ ଅସ୍ତ୍ର ବୋଲି କହିଥିଲେ ଏବଂ ଏହା ଉତ୍ତର କୋରିଆର ସଂକଳ୍ପ ଏବଂ ପରିଶେଷରେ ବିଶ୍ୱର ଶକ୍ତିଶାଳୀ ସେନା ବାହୀନି ଗଠନ କରିବାବାର କ୍ଷମତା ପ୍ରଦର୍ଶନ କରିଥିଲା ବୋଲି କହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri