ଖୁବ୍‌ଶୀଘ୍ର ବିବାହ ବନ୍ଧନରେ ବାନ୍ଧି ହେବେ ଏହି ଯୋଡି

ବଲିଉଡ ଅଭିନେତ୍ରୀ କିମ ଶର୍ମା ଏବଂ ଟେନିସ ତାରକା ଲିଆଣ୍ଡର ପେସଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚାରେ ରୁହନ୍ତି। ୨୦୨୧ରେ ଦୁହିଁଙ୍କ ସମ୍ପର୍କ ବିଷୟରେ ଜଣାପଡିଥିଲା। ଦୁହିଁଙ୍କ ଫଟୋ ମଧ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଅନେକ ସ୍ଥାନରେ ଉଭୟଙ୍କୁ ସାଙ୍ଗରେ ଦେଖିବାକୁ ମିଳେ। ନିକଟରେ ଏକ ଖବର ଆସିଛି କି ଖୁବ୍‌ଶୀଘ୍ର ଲିଆଣ୍ଡର୍‌ ପେସ ଏବଂ କିମ ଶର୍ମା କୋର୍ଟ ବିବାହ କରିପାରନ୍ତି। ଦୀର୍ଘ ବର୍ଷର ଡେଟ୍‌ କରିବା ପରେ ଏବେ ସ୍ବାମୀ-ସ୍ତ୍ରୀ ହେବାକୁ ଯାଉଛନ୍ତି । ନୂଆ ସମ୍ପର୍କ ପାଇଁ କିମ ଶର୍ମା ଏବଂ ଲିଆଣ୍ଡର୍‌ ପେସ ମଧ୍ୟ ସେମାନଙ୍କ ମାଆ-ବାପାଙ୍କଠାରୁ ଆଶୀର୍ବାଦ ମଧ୍ୟ ପାଇ ସାରିଛନ୍ତି । ଦୁହିଁଙ୍କ ସମ୍ପର୍କ ପାଇଁ ଉଭୟଙ୍କ ପରିବାର ପକ୍ଷରୁ ଅନୁମତି ମଧ୍ୟ ମଞ୍ଜୁର ମିଳିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ବିଜେଡି ନେତା, ଅଞ୍ଚଳବାସୀଙ୍କ ସୁରକ୍ଷା ପାଇଁ ପୂର୍ବତନ ବିଧାୟକ କହିଲେ…

ଗଞ୍ଜାମ ,୯।୭(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି…

ସରକାରୀ କାର୍ଯ୍ୟରେ ଅନ୍ୟ ସମ୍ପ୍ରଦାୟକୁ ଯାଇ ବାସନ୍ଦର ଶିକାର ହେଲେ ଆଶାକର୍ମୀ

ପାରଳାଖେମୁଣ୍ଡି,୯ା୭(ଗିରିଧାରୀ ପରିଚ୍ଛା):ସରକାରୀ ସ୍ବାସ୍ଥ୍ୟସେବା ଓ କଲ୍ୟାଣମୂଳକ ଯୋଜନା ସମସ୍ତଙ୍କ ପାଖରେ ପହଞ୍ଚାଇବାରେ ଆଶାକର୍ମୀଙ୍କ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ରହିଛି। ହେଲେ ସେହି ଦାୟିତ୍ୱ ପାଳନ କରିବାକୁ ଯାଇ ଜଣେ…

ବାଇକରେ ଯାଉଥିବାବେଳେ ଧକ୍କା ଦେଲା କାର୍‌, ଘଟଣାସ୍ଥଳରେ ଚାଲିଗଲା ତ୍ରିଲୋଚନଙ୍କ ଜୀବନ

ବଲାଙ୍ଗୀର, ୯।୭( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ବ୍ରିଜ ନିକଟରେ ବୁଧବାର ଜଣେ ମୋଟର ସାଇକେଲ ଆରୋହୀଙ୍କୁ ଏକ କାର୍‌…

ସଞ୍ଜୁ ସାମସନଙ୍କ ପ୍ରତ୍ୟାବର୍ତ୍ତନ ପକ୍କା! ଚତୁର୍ଥ ଟି-୨୦ରେ ଏହି ୩ ଖେଳାଳିଙ୍କ ସ୍ଥାନ ଉପରେ ଝୁଲୁଛି ଖଣ୍ଡା

ନୂଆଦିଲ୍ଲୀ,୯।୭ : ଇଂଲଣ୍ଡ ଗସ୍ତରେ ଏପର୍ଯ୍ୟନ୍ତ ଭାରତୀୟ ଦଳର ପ୍ରଦର୍ଶନ ବେଶ ନିରାଶାଜନକ ରହିଛି। ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ତିନୋଟି ମ୍ୟାଚ ମଧ୍ୟରୁ…

ଟ୍ରେକିଂ ପାଇଁ ଯାଇ ମାଲ୍ୟଗିରି ପାହାଡ଼ରେ ଫସିଯାଇଥିଲେ ୩ ଯୁବକ, ୨୫ ଫୁଟ ଘାଇରୁ….

ପାଳଲହଡା,୯ା୭(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡା ମାଲ୍ୟଗିରି ପାହାଡକୁ ଟ୍ରେକିଂ କରିବାକୁ ଯାଇ ଫସି ରହିଥିବା ୩ ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଅଗ୍ନିଶମ ବାହିନୀ…

‘We Will Kill Trump…’,ପ୍ରତିଶୋଧର ନିଆଁ! ଖାମେନେଇଙ୍କ ଅନ୍ତିମ ସଂସ୍କାର ଭୂମିରୁ ଟ୍ରମ୍ପଙ୍କୁ ମୃତ୍ୟୁ ଧମକ

ତେହରାନ,୯ା୭: ଆମେରିକା ଇରାନର ଆଠଟି ସହର ଉପରେ ଆକ୍ରମଣ କରିଛି । ପ୍ରତିଶୋଧ ସ୍ୱରୂପ, ତେହରାନ ବାହାରିନ ଏବଂ କୁୱେତରେ ଥିବା ଅନେକ ସାମରିକ ଘାଟିକୁ ଟାର୍ଗେଟ…

ଝିଆରୀଙ୍କୁ ବଳାତ୍କାର କଲେ ଦାଦା: ଘରେ କେହି ନ ଥିବାବେଳେ…

ଭଦ୍ରକ,୯ା୭(ସନାତନ ରାଉତ): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ପୋଲିସ ଗିରଫ କରିଛି। ଏପରି ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଞ୍ଚଳରେ। ରଜ ସମୟରେ…

ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ: ଖୋଲିଲା ୪ ସ୍ଲୁଇସ ଗେଟ

ସମ୍ବଲପୁର,୯।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ହୋଇଛି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri