Posted inଖେଳ

ଯୁବରାଜ୍‌ ସିଂଙ୍କ ପୂର୍ବତନ ପ୍ରେମିକାଙ୍କ ପ୍ରେମରେ ପାଗଳ ଲିଆଣ୍ଡର୍‌ ପେସ୍‌: ଇନ୍‌ଷ୍ଟାଗ୍ରାମରେ ଏକାଠି ଛାଡିଲେ ଫଟୋ

ଅଭିନେତ୍ରୀ କିମ ଶର୍ମା ଏବଂ ଟେନିସ ତାରକା ଲିଆଣ୍ଡର୍‌ ପେସଙ୍କ ପ୍ରେମ ସମ୍ପର୍କ ବିଷୟରେ ଆଜିକାଲି ବି-ଟାଉନରେ ଜୋରଦାର ଚର୍ଚ୍ଚା ହେଉଛି। ନିକଟରେ ଉଭୟ ଗୋଆରେ ଛୁଟି କାଟୁଥିବାର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏବେ କିମ୍‌ ନିଜ ଇନ୍‌ଷ୍ଟାଗ୍ରାମରେ ଲିଆଣ୍ଡରଙ୍କ ସହ ଫଟୋ ଶେୟାର କରି ସମ୍ପର୍କକୁ ପକ୍କା କରିଛନ୍ତି। ଏହାପୂର୍ବରୁ ମଧ୍ୟ କିମ୍‌ ତାଙ୍କ ପୂର୍ବତନ ପ୍ରେମିକ ଅଭିନେତା ହର୍ଷବର୍ଦ୍ଧନ ରାଣେଙ୍କ ସହ ଚର୍ଚ୍ଚାରେ ଥିଲେ।
୨୦୦୩ ମସିହାରେ କିମ ଏବଂ କ୍ରିକେଟର ଯୁବରାଜ ସିଂଙ୍କ ସମ୍ପର୍କର ଖବର ଚର୍ଚ୍ଚାରେ ଥିଲା। ଉଭୟଙ୍କ ସମ୍ପର୍କ ପ୍ରାୟ ଚାରି ବର୍ଷ ଧରି ଚାଲିଥିଲା, କିନ୍ତୁ ପରେ ୨୦୦୭ରେ ଅଲଗା ହୋଇଥିଲେ। ୨୦୧୦ ମସିହାରେ କିମ୍‌ ବ୍ୟବସାୟୀ ଅଲି ପଞ୍ଜାନୀଙ୍କୁ ବିବାହ କରି ମୁମ୍ବାଇ ଛାଡି କେନିଆରେ ସ୍ଥିର ହୋଇଥିଲେ। କିଛି ସମୟ ପରେ କିମଙ୍କ ସ୍ବାମୀ ମଧ୍ୟ ତାଙ୍କୁ ଅନ୍ୟ ଜଣେ ଯୁବତୀଙ୍କ ପାଇଁ ଛାଡିଥିଲେ। କିମଙ୍କ ନାମ ‘ରକ ଅନ’ ନିର୍ଦ୍ଦେଶକ ଅଭିଷେକ କପୁର ଏବଂ ଡିଜାଇନର୍‌ ଅର୍ଜୁନ ଖାନ୍ନାଙ୍କ ସହ ମଧ୍ୟ ଯୋଡା ଯାଇଥିଲା। ୨୦୧୮ ମସିହାରେ କିମ ଅଭିନେତ୍ରୀ ହର୍ଷବର୍ଦ୍ଧନ ରାଣେଙ୍କୁ ଡେଟ କରିବା ଆରମ୍ଭ କରିଥିଲେ କିନ୍ତୁ ଏକ ବର୍ଷ ମଧ୍ୟରେ ଦୁହଁିଙ୍କ ବ୍ରେକ୍‌ଅପ୍‌ ହୋଇଥିଲା। ଲିଆଣ୍ଡର୍‌ ପେସ ରିୟା ପିଲ୍ଲାଇଙ୍କୁ ବିବାହ କରିଥିଲେ। ତାଙ୍କର ଆୟାନା ନାମରେ ଏକ ଝିଅ ଅଛି।

 इस फोटो में किम शर्मा सफेद रंग के गाउन में नजर आ रही हैं, जबकि लिएंडर पेस ब्लू कलर की टीशर्ट और डेनिम में दिखाई दे रहें हैं. इस फोटो में जहां किम कैमरे की तरफ देख रही हैं, तो वहीं लिएंडर की नजरें किम से हट नहीं रही हैं. फैंस को कपल की यह फोटो खूब पसंद आ रही है. (Kim Sharma Instagram)

 


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri