ଦକ୍ଷିଣ କୋରିଆକୁ ଚେତାବନୀ ଦେଲେ କିମ୍‌ଙ୍କ ଭଉଣୀ

ପ୍ୟୋଙ୍ଗ୍‌ୟାଙ୍ଗ,୭ା୧: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌ ଉନ୍‌ଙ୍କ ଭଉଣୀ ଦକ୍ଷିଣ କୋରିଆକୁ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ଯଦି କେହି ଉତ୍ତେଜିତ କରିବାକୁ ଚେଷ୍ଟା କରନ୍ତି ତେବେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।
ନିକଟରେ ଦକ୍ଷିଣ କୋରିଆ ସେନା କହିଛି, ଶନିବାର ବିବାଦୀୟ ସାମୁଦ୍ରିକ ସୀମା ନିକଟରେ ଉତ୍ତର କୋରିଆ ଦ୍ୱାର ୬୦ରୁ ଅଧିକ ଆର୍ଟିଲିରି ସେଲ୍‌ ଗୁଳି ଚଳାଇଥିଲା। ଏହା ପରେ ପୂର୍ବ ଦିନ ମଧ୍ୟ ୨୦୦ରୁ ଅଧିକ ଗୁଳିମାଡ଼ କରାଯାଇଥିଲା। ଅନ୍ୟପକ୍ଷରେ ଆଉ ଏକ ବିବୃତ୍ତିରେ କିମ୍‌ କହିଛନ୍ତି, ମୁଁ ଆପଣଙ୍କୁ ପୁଣି ଥରେ କହୁଛି କି ଆମର ସେନାର ଟ୍ରିଗର ଖୋଲା ଅଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri