କିମ୍‌ଙ୍କ ତାଲିବାନୀ ଦଣ୍ଡ: ଦକ୍ଷିଣ କୋରିଆ ଫିଲ୍ମ ଦେଖିଥିବା ୨ ବାଳକଙ୍କୁ ଗୁଳି କରି ହତ୍ୟା…

ପ୍ୟୋଙ୍ଗୟାଙ୍ଗ,୬।୧୨ : ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ୍‌ଙ୍କ ନିଷ୍ଠୁରତା ଏବଂ କ୍ରୁରତା ସୀମା ଟପିଛି। ଏବେ କିମ୍‌ ଙ୍କ ତାଲିବାନୀ ଦଣ୍ଡ ସମ୍ପର୍କରେ ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ଜାରି ରହିଛି। ୨ଜଣ ବାଳକ ଦକ୍ଷିଣ କୋରିଆ ଫିଲ୍ମ ଦେଖିବା ଏବଂ ଏହାକୁ ଶେୟାର କରିବା ଯୋଗୁ ସେମାନଙ୍କୁ ମୃତ୍ୟୁ ଦଣ୍ଡରେ ଦଣ୍ଡିତ କରାଯାଇ ଗୁଳି କରି ହତ୍ୟା କରାଯାଇଛି।

ରେଡିଓ ଫ୍ରି ଏସିଆ ଅନୁଯାୟୀ, ପ୍ରଥମ ଥର ପାଇଁ ଏହି ପ୍ରକାରର ଦଣ୍ଡକୁ ଉତ୍ତର କୋରିଆରେ ଦିଆଯାଇଛି। କିମ୍‌ଙ୍କ ନିୟମ ଅନୁସାରେ ଦକ୍ଷିଣ କୋରିଆ କୌଣସି ଉତ୍ପାଦକୁ ବ୍ୟବହାର କରିବାକୁ ଉତ୍ତର କୋରିଆ ସରକାର ବାରଣ କରିଛନ୍ତି। ୨ ବାଳକଙ୍କ ବୟସ ୧୬-୧୭ ବର୍ଷ ବୋଲି କୁହାଯାଉଛି।

ଅକ୍ଟୋବର ପ୍ରାରମ୍ଭରେ, ଦୁଇ ନାବାଳିକ, ଉତ୍ତର କୋରିଆର ରୟାଙ୍ଗଗେଙ୍ଗ ଅଞ୍ଚଳରେ ଧରାପଡ଼ିଥିଲେ। ଏହି ଅଞ୍ଚଳର ଚାଇନା ସହିତ ସୀମା ରହିଛି। ପରେ ୨ ନାବାଳକଙ୍କୁ ସର୍ବସାଧାରଣରେ ଗୁଳି କରାଯାଇଥିଲା। କିମ୍‌ ସରକାରଙ୍କ ଶାସନ ଅନୁଯାୟୀ, କିଶୋରମାନଙ୍କ ଦ୍ୱାରା କରାଯାଇଥିବା ଅପରାଧ ଗୁରୁତର ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଉପରାଷ୍ଟ୍ରପତି ପଦରେ ମୁଁ ପ୍ରଥମ ମହିଳା କିନ୍ତୁ ଶେଷ ନୁହେଁ: କମଲା

ୱାଶିଂଟନ,୮ ।୧୧: ଆମେରିକାର ୪୬ତମ ରାଷ୍ଟ୍ରପତି ପାଇଁ ନିର୍ବାଚନ ସରିଥିବା ବେଳେ ଫଳାଫଳ ବି ଆସି ଯାଇଛି । ଏଥିରେ ଡେମୋକ୍ରାଟିକ୍ ପାର୍ଟିର ଜୋସେଫ ଆର୍...

ମଙ୍କିପକ୍ସକୁ ମହାମାରୀ ଘୋଷଣା କଲା ଡବ୍ଲୁଏଚ୍‌ଏନ୍‌

ଜେନେଭା/ନୂଆଦିଲ୍ଲୀ,୨୪।୬: କରୋନା ପରେ ଏବେ ମଙ୍କିପକ୍ସ ସାରା ବିଶ୍ୱରେ ଆତଙ୍କ ଖେଳାଇଛି। ଏକ ନୂତନ ବିପଦ ଭାବେ ଉଭା ହୋଇଥିବା ମଙ୍କିପକ୍ସକୁ ଓ୍ବାଲ୍ଡ ହେଲଥ୍‌ ସ୍ବାସ୍ଥ୍ୟ...

ପାଇପ୍‌ଲାଇନ୍‌ କାଟିବାକୁ ଧମକ ଦେଲା ରୁଷିଆ

ମସ୍କୋ,୮।୩: ୟୁକ୍ରେନ ଉପରେ ଆକ୍ରମଣ କାରଣରୁ ରୁଷିଆ ଉପରେ ୟୁରୋପ ବିଭିନ୍ନ ବାସନ୍ଦ ଲଗାଇଛି। ଏହାର ଜବାବରେ ୟୁରୋପକୁ ନ୍ୟାଚୁରାଲ ଗ୍ୟାସ ଯୋଗାଉଥିବା ନର୍ଡ ଷ୍ଟ୍ରିମ୍‌...

ଟୁଇଟର ଡିଲ୍‌ରେ ନୂଆ ପ୍ରତିବନ୍ଧକ, ଏଲୋନ ମସ୍କଙ୍କ ବିରୋଧରେ ମାମଲା, ୨୦୨୫ ପର୍ଯ୍ୟନ୍ତ ରୋକ ଦାବି …

ଓ୍ବାଶିଂଟନ୍‌, ୭।୫ : ସୋସିଆଲ ମିଡିଆ ପ୍ଲାଟଫର୍ମ ଟୁଇଟର କ୍ରୟ ଘୋଷଣା କରିଥିବା ଏଲୋନ ମସ୍କଙ୍କ ଅସୁବିଧା ବଢ଼ିବାରେ ଲାଗିଛି। ଫ୍ଲୋରିଡା ପେନ୍‌ସନ ଫଣ୍ଡ୍‌ ଏହି...

ନ୍ୟୁଜର୍ସିରେ ଗାନ୍ଧୀ ସଂଗ୍ରହାଳୟ …

ଓ୍ବାଶିଂଟନ,୧୨।୧୦ : ଆମେରିକାର ନ୍ୟୁ ଜର୍ସି, ଆଟଲାଣ୍ଟିକ ସିଟିରେ ମହାତ୍ମା ଗାନ୍ଧୀଙ୍କ ଜୀବନ ଏବଂ ବାର୍ତ୍ତା ପାଇଁ ଉତ୍ସର୍ଗୀକୃତ ଏକ ସଂଗ୍ରହାଳୟ ଲୋକାର୍ପିତ କରାଯାଇଛି। ଏନେଇ...

କାନାଡାରେ ପହଞ୍ଚିଲା ‘ଓମିକ୍ରନ’

ଓଟାୱା,୨୯ ।୧୧: କରୋନା ଭାଇରସର ନୂଆ ରୂପ ‘ଓମିକ୍ରନ’ ଏବେ ସାରା ବିଶ୍ୱର ନିଦ ହଜାଇ ଦେଇଛି । ସବୁ ଭାରିଏଣ୍ଟଠାରୁ ଏହା ମାରାତ୍ମକ ବୋଲି...

୨ଫୁଟ ବରକୁ ୬ ଫୁଟ କନ୍ୟା

ଇସଲାମାବାଦ,୨୨।୧୧: ପାକିସ୍ତାନ ବାସିନ୍ଦା ବୁରହାନ ଚିସ୍ତିଙ୍କ ଉଚ୍ଚତା ୨ ଫୁଟ୍‌। ଏବେ ତାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ତାହା ପୁଣି...

ସରକାରରେ ରହିବେ ମହିଳା

କାବୁଲ,୨।୯: ଅଗଷ୍ଟ ୧୫ରେ କାବୁଲ ଦଖଲ ପରେ ତାଲିବାନ୍‌ ଅପେକ୍ଷା କରିଥିଲା ଆମେରିକୀୟ ସୈନ୍ୟଙ୍କ ପ୍ରତ୍ୟାବର୍ତ୍ତନକୁ। ୩୧ ଡେଡ୍‌ଲାଇନ ସୁଦ୍ଧା ବିଦେଶୀ ସାମରିକ ମେଣ୍ଟ ଆଫଗାନିସ୍ତାନରୁ...

Advertisement
Archives

Model This Week