କିମ୍‌ଙ୍କ ରୁଷିଆ ଗସ୍ତ ଶେଷ

ମସ୍କୋ,୧୭ା୯: ଉତ୍ତର କୋରିଆ ନେତା କିମ୍‌ ଜୋଙ୍ଗ ଉନ ରବିବାର ରୁଷିଆ ଗସ୍ତ ଶେଷ କରି ସ୍ବଦେଶ ପ୍ରତ୍ୟାବର୍ତ୍ତନ କରିଛନ୍ତି। କିମ୍‌ ତାଙ୍କ ସଶସ୍ତ୍ର ଟ୍ରେନରେ ଫେରିଯାଇଛନ୍ତି।

କିମ୍‌ ରୁଷିଆର ଛାଡ଼ିବାର ଏକ ଭିଡିଓ ସାମ୍ନାକୁ ଆସିଛି। ଆର୍ଟୋମ-ପ୍ରାଇମୋରସ୍କି-୧ ଷ୍ଟେଶନରେ ଏକ ‘ବିଦାୟ ସମାରୋହ’ ଅନୁଷ୍ଠିତ ହୋଇଥିଲା। ଏଥିରେ ରୁଷିଆର ପ୍ରତିରକ୍ଷା ମନ୍ତ୍ରୀ କିମ୍‌ଙ୍କୁ ବିଦାୟ ଦେଉଥିବାର ଦେଖିବାକୁ ମିଳିଛି।  ରିପୋର୍ଟରୁ ପ୍ରକାଶ ଯେ, କିମ୍‌ଙ୍କ ସଶସ୍ତ୍ର ଟ୍ରେନ ସୀମା ଆଡ଼କୁ ୨୫୦ କିଲୋମିଟର ଅଭିମୁଖେ ଯାଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କିର ଷ୍ଟାର୍ମରଙ୍କ ଇସ୍ତଫା ପରେ ଏମିତି କହିଲେ ଟ୍ରମ୍ପ

ଓ୍ବାଶିଂଟନ,୨୩।୬: ବ୍ରିଟିଶ ପ୍ରଧାନମନ୍ତ୍ରୀ କିର ଷ୍ଟାର୍ମର୍‌ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଷ୍ଟାର୍ମରଙ୍କ ଇସ୍ତଫା ଉପରେ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ…

ବୈଭବ ସୂର୍ଯ୍ୟବଂଶୀ ପହଞ୍ଚିବା ପୂର୍ବରୁ ଇଂଲଣ୍ଡରେ ପହଞ୍ଚି ସାରିଥିଲେ ତାଙ୍କ ବାପା, ବିଶ୍ୱର ପ୍ରମୁଖ ବ୍ୟବସାୟୀଙ୍କଠାରୁ ଶୁଣିଲେ ପୁଅର ପ୍ରଶଂସା

ନୂଆଦିଲ୍ଲୀ,୨୩।୬: ଭାରତୀୟ କ୍ରିକେଟକୁ ଝଡ଼ରେ ପରିଣତ କରିଥିବା ବିହାରର ସମସ୍ତିପୁରର ଯୁବ ସେନସେସନ ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଖବର ଶିରୋନାମାରେ ଅଛନ୍ତି। ଇଂଲଣ୍ଡ ଗସ୍ତ ପାଇଁ ଯିବା…

ନିଜ ବଡିଗାର୍ଡଙ୍କୁ ଧକ୍କା ଦେଲେ ରୋହିତ ଶର୍ମା: କାରଣ ଜାଣିଲେ ପ୍ରଶଂସକ ହେବେ ଆଶ୍ଚର୍ଯ୍ୟ, ଦେଖନ୍ତୁ VIDEO

ନୂଆଦିଲ୍ଲୀ,୨୩।୬: ଭାରତୀୟ ଦଳର ଷ୍ଟାର ବ୍ୟାଟସମ୍ୟାନ ରୋହିତ ଶର୍ମା ସାଧାରଣତଃ ତାଙ୍କର ମଜାଳିଆ ଏବଂ ଶାନ୍ତ ଆଚରଣ ପାଇଁ ଜଣାଶୁଣା। ପଡ଼ିଆ ଭିତରେ ହେଉ କିମ୍ବା ବାହାରେ,…

ହଠାତ୍‌ ଇସ୍ତଫା ଦେଲେ କେନ୍ଦ୍ରମନ୍ତ୍ରୀ: ମୋଦି ସରକାରରେ ହୋଇପାରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୨୩।୬: କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଆନ ଇସ୍ତଫା ଦେଇଛନ୍ତି। ସେ ମୋଦି ସରକାରରେ ମତ୍ସ୍ୟପାଳନ ଏବଂ ସଂଖ୍ୟାଲଘୁ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଭାବରେ କାର୍ଯ୍ୟ କରୁଥିଲେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ…

ଶାହରୁଖଙ୍କୁ ନେଇ ପଙ୍କଜ କପୁର କଲେ ବଡ଼ ଖୁଲାସା: ଦର୍ଶକ ସ୍ତବ୍ଧ

ବଲିଉଡ୍‌ କିଙ୍ଗ କହିଲେ ଶାହରୁଖ ଖାନ୍‌ଙ୍କୁ ବୁଝାଏ। ଥିଏଟରରୁ ବଲିଉଡ ପର୍ଯ୍ୟନ୍ତ ତାଙ୍କ ଯାତ୍ରା ଅନେକ ଯୁବପିଢ଼ିଙ୍କ ପାଇଁ ପ୍ରେରଣାର କାରଣ ପାଲଟିଛି। ସେ ଅନେକ ବ୍ଲକବଷ୍ଟର…

ହର୍ମୁଜରେ ସ୍ଥାପନ ହେବ ହଟଲାଇନ; ପ୍ରଥମ ପର୍ଯ୍ୟାୟ ଆଲୋଚନା ପରେ ଆମେରିକାକୁ ଇରାନର ସ୍ପଷ୍ଟ ବାର୍ତ୍ତା

ତେହରାନ,୨୩।୬: ଯଦିଓ ଆମେରିକା ଏବଂ ଇରାନ ସ୍ବିଜରଲ୍ୟାଣ୍ଡରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ସମୟରେ ଅନେକ ପ୍ରସଙ୍ଗରେ ଏକ ସହମତିରେ ପହଞ୍ଚିଥିଲେ, ତଥାପି ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଇରାନର…

ପାକିସ୍ତାନକୁ କଡ଼ା ଟାର୍ଗେଟ କଲେ ୟୁକେ ପ୍ରଧାନମନ୍ତ୍ରୀ ଦୌଡ଼ରେ ଥିବା ନାଇଜେଲ ଫାରେଜ, ଜାଣନ୍ତୁ ଭାରତ ପ୍ରତି ତାଙ୍କର ମତ କ’ଣ

ଲଣ୍ଡନ,୨୩।୬: କିର ଷ୍ଟାର୍ମରଙ୍କ ଇସ୍ତଫା ପରେ ବ୍ରିଟେନର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହେବା ଦୌଡ଼ରେ ନାଇଜେଲ ଫାରେଜ ଜଣେ ଦୃଢ଼ ଦାବିଦାର ଭାବରେ ଉଭା ହୋଇଛନ୍ତି। ରିଫର୍ମ ୟୁକେର…

ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପରମାଣୁ କାର୍ଯ୍ୟକ୍ରମକୁ ନେଇ ନେଲା ୟୁଟର୍ନ

ତେହରାନ,୨୩।୬: ଯେତେବେଳେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଆଗକୁ ବଢୁଛି, ଇରାନ ଏହାର ପରମାଣୁ କାର୍ଯ୍ୟକ୍ରମ ସମ୍ପର୍କରେ ଏକ ୟୁ-ଟର୍ନ ନେଇଛି। ଏହା ଚୁକ୍ତିନାମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri